-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପାପଡ଼ାହାଣ୍ଡିର ସାଂଗଠନିକ ବୈଠକ

05-Feb-2023



ନବରଙ୍ଗପୁର, (ମିହିର ଶଙ୍କର ପାତ୍ର) ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପାପଡ଼ାହାଣ୍ଡିର ସାଂଗଠନିକ ବୈଠକ ଆଜି ସ୍ଥାନୀୟ ପାପଡ଼ାହାଣ୍ଡି ଡାକ୍ ବଙ୍ଗଳା ଠାରେ ଅନୁଷ୍ଟିତ ହୋଇଯାଇଛି । ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର କାର୍ଯ୍ୟକାଳ ପୂରଣ ହୋଇଯାଇଥିବା ଯୋଗୁଁ ଆଜି ପୁରାତନ ସଂଘକୁ ଭଙ୍ଗ କରାଯାଇ ନୂତନ ସଂଘ ଗଠନ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା, ଜିଲ୍ଲା ସଂଘର ସଭାପତି ବିଷ୍ଣୁପ୍ରସାଦ ପାଣିଗ୍ରାହୀ, ଉପସଭାପତି ଗୋପିନାଥ ମହାନ୍ତି. ଜିଲ୍ଲା ସାଧାରଣ ସମ୍ପାଦକ ରମଣୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ବୈଠକରେ ନିର୍ବାଚନ ଅଧିକାରୀ ରୂପେ ଯୋଗଦେଇ ନିର୍ବାଚନ କାର୍ଯ୍ୟ ପରିଚାଳନା କରିବା ସହ ନୂତନ କର୍ମ କର୍ତ୍ତାଙ୍କୁ ଶପଥ ପାଠ କରାଇଥିଲେ l ସୁଦର୍ଶନ ମାଝୀ ସଭାପତି, ରତିକାନ୍ତ ପଣ୍ଡା ସମ୍ପାଦକ, ପ୍ରଭାତ ଭୂଷଣ ବେ ନ୍ୟା ଓ ମଞ୍ଜୁଳା ପରିଚ୍ଛା ଉପସଭାପତି, ଜଗତନାୟକ, ସରୋଜିନୀ ପୂଜାରୀ, ମମତା ନାୟକ ସହ  ସମ୍ପାଦକ ବନମାଳୀ ନାୟକ ସଂଯୋଜକ ଓ ଶୁକମନ ଦିଶାରୀ କୋଷାଧ୍ଯକ୍ଷ ରୂପେ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ। ତେନ୍ତଳିଖୁଣ୍ଟି ବ୍ଳକ ଶିକ୍ଷକ ସଂଘ ସଭାପତି କ୍ଷେତ୍ରମୋହନ ବିଷୋୟୀ, ଉପ ସଭାପତି ସଂଯୁକ୍ତା ଦେଇ ନନ୍ଦାହାଣ୍ଡି ବ୍ଳକ ସଭାପତି ଗଲତି କୁମାର ସଗରିଆ ନବରଙ୍ଗପୁର ସଭାପତି ବସନ୍ତ ବେ ନ୍ୟା,ଡାବୁଗାଁ ସମ୍ପାଦକ ଦିବାକର ବାରିକ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିବାବେଳେ ବ୍ଳକର ସମସ୍ତ ଏଲିମେଣ୍ଟାରୀ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ସଂଘ କର୍ମକର୍ତ୍ତା ନିର୍ବାଚନରେ ଅଂଶଗ୍ରହଣ କରିଥିଲେ. ଅନ୍ୟମାନଙ୍କ ମଧ୍ଯରେ ବ୍ଳକ ଏକ୍ସ କ୍ୟାଡର ଶିକ୍ଷକ ସଂଘ ସଭାପତି ମେଘାସ୍ଥି ନିସ୍ ଜାଲ, ଶିକ୍ଷକ ବାବୁଲାଲ ହରିଜନ ପ୍ରମୁଖ ସହଯୋଗ କରିଥିବାବେଳେ ଜିଲ୍ଲା ପରିଷଦ ଅଧ୍ଯକ୍ଷ ମୋତିରାମ ନାୟକ ଶେଷ ରେ ବୈଠକ କୁ ସମ୍ବୋଧିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like