-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ରାଣୀସର୍ଡା ର ପ୍ରସିଦ୍ଧ ମା ମାହେଶ୍ବରୀଙ୍କ ନୂତନ ଭବ୍ୟ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ 

06-Feb-2023



ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ରାଣୀସର୍ଡା ଗ୍ରାମ ସ୍ଥିତ ପ୍ରସିଦ୍ଧ ମା ମାହେଶ୍ବରୀଙ୍କ ନୂତନ ଭବ୍ୟ ମନ୍ଦିରର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ ହୋଇଯାଇଛି  | ଗତ  ୨୯ ତାରିଖ ଦିନ  କଳସ ଶୋଭା ଯାତ୍ରା ସହ  ମହାସମାରୋହରେ ଆରମ୍ଭ ହୋଇଥିବା ପ୍ରତିଷ୍ଠା ମହୋତ୍ସବ  ଓ  ୫ ତାରିଖ ଦିନ ପୂର୍ଣ୍ଣାହୁତି ସହ  ସମାପନ ହୋଇଥିଲା

ଚବିଶ ପ୍ରହରୀ ନାମଯଜ୍ଞ, ପ୍ରବଚନ, ଚଣ୍ଡିପାଠ, ତୁଳସୀ ରାମାୟଣ ପାରାୟଣ, ମହିଷାସୁର ଦରବାର, ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଅନ୍ନ ପ୍ରସାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମା ମାହେଶ୍ଵରୀଙ୍କ  ନୂତନ ଭବ୍ୟ ମନ୍ଦିରର ପ୍ରତିଷ୍ଠା ମହୋତ୍ସବ ଦେଖିବା ପାଇଁ ହଜାର ହଜାର ଭକ୍ତ ଙ୍କର ସମାଗମ ହୋଇଥିଲା  | ରାଧାଗୋବିନ୍ଦ ମଠ, ସୁଲେଇ ର ଶ୍ରୀ ଯଶୋଦା ନନ୍ଦନ ବୃନ୍ଦାବନ ଚନ୍ଦ୍ର ଦାସ ମହାରାଜଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଥିଲା | ରାଣୀସର୍ଡା ଗ୍ରାମରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା | 
 

ଅର୍ଥ, ସଂସଦୀୟ ବ୍ୟାପାର , ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମାନ୍ୟବର କ୍ୟାବିନେଟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରତିଷ୍ଠା ମହୋତ୍ସବ ରେ ଯୋଗ ଦେଇ ମା ମାହେଶ୍ଵରୀ ମନ୍ଦିର ତଥା ରାଣୀସର୍ଡା ର ବିକାଶ ଉପରେ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ |ରାଣୀସର୍ଡା ଗ୍ରାମର ସମସ୍ତ ବାସିନ୍ଦାଙ୍କ ସହଯୋଗରେ ପ୍ରତିଷ୍ଠା ମହୋତ୍ସବ ସଫଳ ଭାବରେ ଅନୁଷ୍ଠିତ ହୋଇଥିଲା  |


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like