-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଶ୍ରମମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ , ହିତାଧିକାରୀଙ୍କ ପାଖରେ ରାଜ୍ୟ ସରକାରଙ୍କ ଶ୍ରମିକ କଲ୍ୟାଣ ଯୋଜନାର ସମସ୍ତ ଲାଭ ପହଞ୍ଚାଇବା ପାଇଁ ନିର୍ଦ୍ଦେଶ ଦେଲେ

06-Feb-2023



ସୁବର୍ଣ୍ଣପୁର::ଆଜି ଓଡିଶା ସରକାରଙ୍କ  ଶ୍ରମ ଏବଂ କର୍ମଚାରୀ ରାଜ୍ୟବୀମା ବିଭାଗ  ମନ୍ତ୍ରୀ ଶ୍ରୀଯୁକ୍ତ ଶ୍ରୀକାନ୍ତ ସାହୁ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ଶ୍ରମ ବିଭାଗ କାର୍ୟ ର ସମୀକ୍ଷା କରିଥିଲେ I ମନ୍ତ୍ରୀଙ୍କ ସହିତ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମଧ୍ୟ ଏହି ସମୀକ୍ଷା ବୈଠକରେ ଯୋଗଦେଇଥିଲେ l ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ I ଜିଲ୍ଲା ଶ୍ରମ ଅଧିକାରୀ ଦିଲେଶ୍ଵର ଖାକା ନିଜ ବିଭାଗର

କାର୍ଯ୍ୟାବଳି  ଏବଂ ଉପଲବ୍ଧିତା ର ପାୱାର ପଏଣ୍ଟ ରିପ୍ରେଜେଣ୍ଟେସନ ମାଧ୍ୟମରେ ପ୍ରଦର୍ଶନ କରିଥିଲେ l ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା 121943 ଜଣ ଶ୍ରମିକ ପଞ୍ଜୀକରଣ କରିଛନ୍ତି I ବର୍ତ୍ତମାନ ଆଉ ଶ୍ରମିକ ମାନଙ୍କୁ ଜିଲ୍ଲା କାର୍ଯ୍ୟାଳୟକୁ ଆସିବାକୁ ପଡୁନାହିଁ ଏବଂ ସେମାନେ ନିଜ ଘର ପାଖରେ ଇ ଶ୍ରମିକ ପୋର୍ଟାଲ୍ ମାଧ୍ୟମରେ ସୁବିଧାରେ ନିଜ ନାମ ପଞ୍ଜୀକୃତ କରିବା ସହିତ ବିଭିନ୍ନ ସହାୟତା ପାଇଁ ଆବେଦନ କରିପାରିବେ l ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଶ୍ରମିକ ମାନଙ୍କ ମଧ୍ୟରୁ 1799 ଜଣ  ଶିକ୍ଷା, 2444 ଜଣ ବିବାହ,593 ଜଣ ମାତୃତ୍ୱ , 2444 ଜଣ ସାଇକଲ୍, 14240 ଜଣ କାର୍ମିକ ଟୁଲ , 1799 ଜଣ ନିରାପଦ ଟୁଲ,  593 ଜଣ ମୃତ୍ୟୁ ପରବର୍ତ୍ତୀ ସହାୟତା ପାଇଛନ୍ତି I ମନ୍ତ୍ରୀ ସମସ୍ତ ହିତାଧିକାରୀଙ୍କ ନାଜ୍ୟ ପ୍ରାପ୍ୟ  ଅତିଶୀଘ୍ର ପ୍ରଦାନ କରିବା ସହିତ ପ୍ରତି ପଞ୍ଚାୟତ ଏବଂ ବ୍ଲକ ମାଧ୍ୟମରେ ସେମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ I ବିଧାୟକ ପଦ୍ମନାଭ ବେହେରା କହିଲେଯେ କେବଳ ଇ ରେଜିଷ୍ଟ୍ରେସନ୍ ଉପରେ ଭରସା ନକରି ଶ୍ରମ ବିଭାଗ ଜନସାଧାରଣଙ୍କ ପାଖରେ ପହଞ୍ଚି ସେମାନଙ୍କୁ ସଚେତନ କରୁ l ଅତିରିକ୍ତ ଜିଲ୍ଲାପାଳ ମାର୍ଚ୍ଚ ଶେଷ ସୁଦ୍ଧା ହିତାଧିକାରୀ ମାନେ ବିଗତ ବର୍ଷର ସମସ୍ତ ସୁବିଧା ଯେମିତି ପାଇପାରିବେ ସେଥିପ୍ରତି ଶ୍ରମ ବିଭାଗ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ l ଆଲୋଚନା ରେ ବଲାଙ୍ଗିର ସୁବର୍ଣ୍ଣପୁର ଫ୍ଯାକ୍ଟ୍ରି ଓ 
ବ୍ରୋଏଲର ଉପନିର୍ଦ୍ଦେଶକ ବିବେକାନନ୍ଦ ନାୟକ , ଇଏସଆଇ ଡାକ୍ତର   ଦାଶ ପ୍ରମୁଖ ଅଂଶଗ୍ରହଣ କରିଥିଲେ l ଜିଲ୍ଲା ଶିଳ୍ପ କେନ୍ଦ୍ର ମ୍ୟାନେଜର , ଆସିଷ୍ଟାଣ୍ଟ  କଲେକ୍ଟର ଆନନ୍ଦ ଚନ୍ଦ୍ର ପଣ୍ଡା ଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ସଭାରେ ଉପସ୍ଥିତ ଥିଲେ l  ସୁଚନା ଅଧିକାରୀ ବିଦ୍ୟାପତି ପଣ୍ଡା ସଭା ପରିଚାଳନା କରିଥିଲେ ଏବଂ ଉପ ଶ୍ରମ ଅଧିକାରୀ ସବିତା କୁମାରୀ ନାଏକ , ଶ୍ରମ କାର୍ଯ୍ୟାଳୟର ସୁଚିସ୍ମିତା ପାତ୍ର ଏବଂ ଅନ୍ୟ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like