-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୧୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

07-Feb-2023



ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୫ ଗୋଟି  ଗ୍ରହଣ କରାଯାଇଛି l ୩ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା  ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ସୋନପୁର-ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର ,ସି ଡି ଏମ ଓ ଡ଼ଃ ବିଶ୍ୱ ରଞ୍ଜନ ପତି , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ ,ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like