-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦଯାପିତ –ଆଧୁନିକ କୃଷି ଯନ୍ତ୍ରପାତି ବ୍ୟବହାର କରି ଫସଲ ଉତ୍ପାଦନ ବୃଦ୍ଧି କରିବା ଉପରେ ଗୁରୁତ୍ଵାରୋପ । 

06-Feb-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ କୋଶଳ କଳା ମଣ୍ଡଳ ପଡିଆ ବଲାଙ୍ଗିର ଠାରେ ଫେବ୍ରୁଆରି ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଇଥିବା ବଲାଙ୍ଗିର ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଆଜି ଅପରାହ୍ନରେ ଉଦଯାପିତ  ହୋଇଯାଇଛି । ଉଦଯାପନୀ ଉତ୍ସବରେ ଓଡିଶା

ବିଧାନସଭାର ଉପ ମୁଖ୍ୟ ସଚେତକ ତଥା ପାଟଣାଗଡ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତଥି ଭାବେ ଯୋଗଦେଇ ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ସଫଳତାର ସହ ଆୟୋଜନ ହୋଇଥିବାରୁ ଅଭିନନ୍ଦନ ଜଣାଇଥିଲେ । ଧାନ ଚାଷ ସହ ଅନ୍ୟାନ୍ୟ ଅର୍ଥକାରୀ ଫସଲ ଓ ପନିପରିବା ଚାଷ ପ୍ରତି ଜିଲ୍ଲା ର ଚାଷୀମାନେ ଆକୃଷ୍ଟ ହେବା ସହ ଆଧୁନିକ କୃଷି ଯନ୍ତ୍ରପାତି ବ୍ୟବହାର କରି ଫସଲ ଉତ୍ପାଦନ ବୃଦ୍ଧି ଦିଗରେ ଚେଷ୍ଟିତ ହେବାକୁ ପରାମର୍ଶ ଦେଇଥିଲେ । ସରକାରଙ୍କ କୃଷି ଓ କୃଷକ ସମ୍ବନ୍ଧୀୟ ବିଭିନ୍ନ ଯୋଜନା ଗୁଡିକ ସମ୍ପର୍କରେ ଚାଷୀ ମାନଙ୍କୁ ଅବଗତ କରିବା ସହ ସେମାନେ ଏସବୁ ଯୋଜନା ଗୁଡିକରୁ କିପରି ଲାଭାନ୍ଵିତ ହୋଇପାରିବେ ସେଥିପ୍ରତି ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ଉଦଯାପନୀ ଉତ୍ସବ ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଦେବକୀ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆଧୁନିକ କୃଷି ଯନ୍ତ୍ରପାତି ବ୍ୟବହାର ଦ୍ଵାରା ଅଧିକ ଅମଳ କରାଯାଇପାରିବ ତେଣୁ ଚାଷୀ ମାନେ ଏହାର ଉପଯୋଗ କରିବାକୁ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ସମ୍ପର୍କରେ ଜିଲ୍ଲାର ଚାଷୀ ମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବା ଉପରେ ସେ ଗୁରୁତ୍ଵାରୋପ କରିଥିଲେ । ଜିଲ୍ଲାପାଳ ଚଞ୍ଚଳ ରାଣା ଉଦଯାପନୀ ଉତ୍ସବ ରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଫାର୍ମ ଯାନ୍ତ୍ରିକକରଣ ଓ ଆଧୁନିକ ବୈଷୟିକ ଜ୍ଞାନ କୌଶଳର ପ୍ରୋତ୍ସାହନ ଜରିଆରେ ଚାଷୀ ବିଶେଷ କରି ଯୁବ ଚାଷୀମାନେ ଚାଷ ପ୍ରତି ଆକୃଷ୍ଟ ହେଉଛନ୍ତି ବୋଲି ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଜରିଆରେ ଜିଲ୍ଲାର ୧୦୦ ଜଣ ଚାଷୀଙ୍କ ଦରଖାସ୍ତ ମଞ୍ଜୁର କରାଯାଇ କାର୍ଯ୍ୟ।ଦେଶ ପ୍ରଦାନ କରାଯାଇଛି ବୋଲି ପ୍ରକାଶ କରିବା ସହ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମାନେ କୃଷି ଉଦ୍ୟୋଗ ପ୍ରତି ଆଗ୍ରହ ପ୍ରକାଶ କରୁଛନ୍ତି ବୋଲି ପ୍ରକାଶ କରିଥିଲେ । ବଲାଙ୍ଗିର ପୌର ପରିଷଦ ର ଅଧ୍ୟକ୍ଷ୍ୟା ଲିକା ସାହୁ ଉତ୍ସବ ରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃଷି ଓ କୃଷକ ସଶକ୍ତିକରଣ ନିମନ୍ତେ ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଆୟୋଜନ ର ମୂଳ ଲକ୍ଷ୍ୟ ବୋଲି ପ୍ରକାଶ କରିବା ସହ ମୃତ୍ତିକା ସଂରକ୍ଷଣ ,ପ୍ରାଣୀ ସମ୍ପଦର ବିକାଶ ,ଜୈବିକ ସାର ର ବ୍ୟବହାର ସମ୍ପର୍କରେ ଆଲୋକପାତ କରିଥିଲେ । ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୂଷଣ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃଷକ ମାନଙ୍କ ଆୟବୃଦ୍ଧି ନିମନ୍ତେ ଫାର୍ମ ଯାନ୍ତ୍ରିକକରଣ ଓ ଆଧୁନିକ ବୈଷୟିକ ଜ୍ଞାନ କୌଶଳ ସହାୟକ ହୋଇପାରିବ ବୋଲି ପ୍ରକାଶ କରିଥିଲେ । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଶେଶ୍ଵର ସାହୁ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିବା ସହ ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଆୟୋଜନର ତାତ୍ପର୍ଜ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ଉଦଯାପନୀ ଉତ୍ସବରେ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ଟିଟିଲାଗଡ ବ୍ଲକ କୁଶକେଲା ଗ୍ରାମର ସଫଳଚାଷୀ ଭାଗ ଶବର ,ବଲାଙ୍ଗିର ଲର୍କିପାଳି ର ସଫଳ ଚାଷୀ ମନମୋହନ ରାଉତ  ଓ ପାଟଣାଗଡ ବ୍ଲକ ଭଇଁଷା ର ସଫଳ ଚାଷୀ  ଅଜୁ ନାୟକ ଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ । ଜାତୀୟ ଖାଦ୍ୟ ସୁରକ୍ଷା ମିଶନ ଜରିଆରେ ଲୋଇସିଂହ। ର ହରିପ୍ରିୟା ସ୍ଵୟଂ ସହାୟକ ଗୋଷ୍ଠୀ, ବଲାଙ୍ଗିରର ଜୟ ବୁଢାରଜା ସ୍ଵୟଂ ସହାୟକ ଗୋଷ୍ଠୀ,ବେଲପଡାର ଜୟ ମା ପାର୍ବତୀ ସ୍ଵୟଂ ସହାୟକ ଗୋଷ୍ଠୀ ଓ ଗୁଡଭେଲାର ଜୟ ସିକେରପାଟ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ବିଦ୍ୟୁତ ଚାଳିତ ମିନି ଡାଲି ମିଲ ପ୍ରଦାନ କରାଯାଇଥିଲା । ସେହିପରି ୬ ଜଣ ଚାଷୀଙ୍କୁ ବିଭିନ୍ନ କମ୍ପାନୀ

ର ଟ୍ରାକ୍ଟର ଚାବି ପ୍ରଦାନ କରାଯାଇଥିଲା । ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳାରେ ୫ କୋଟି ୨୪ ଲକ୍ଷ ଟଙ୍କା ର ବିଭିନ୍ନ କୃଷି ଯନ୍ତ୍ରପାତି ସବସିଡି ଦରରେ ୩୬୮ ଜଣ ଚାଷୀ ଙ୍କୁ ପରମିଟ ଦିଆଯାଇଛି । ସଭାରେ ସରସ୍ଵତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିର କଦମପଡାର ଛାତ୍ରଛାତ୍ରୀ ମାନେ ସ୍ଵାଗତ ସଂଗୀତ ପରିବେଷଣ କରିଥିଲେ । ଶେଷରେ କୃଷି ବିଭାଗ ର ସହକାରୀ ନିର୍ବାହୀ ଯନ୍ତ୍ରୀ ନରେନ୍ଦ୍ର ପାଣିଗ୍ରାହୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଗୀତିକୃଷ୍ଣା ନାଏକ,ସୁନନ୍ଦା ସାହୁ,ବିମ୍ବାଧର ସାହୁ,ସୁଧାକର ନନ୍ଦ, ଜ୍ୟୋତ୍ସ୍ନାରାଣୀ ଛୁରା, ଇଂ ରେଣୁକା ନାଏକ,ପୂର୍ଣ୍ଣିମା ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like