-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ।

06-Feb-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) ଫେବୃଆରୀ   ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ରେ ଜିଲ୍ଲାପାଳ ଚଞ୍ଚଳ ରାଣା , ଆରକ୍ଷୀ ଅଧିକ୍ଷକ ନୀତିନ

କୁଶଳକର ,  ଡିଏଫଓ ନିତୀଶ କୁମାର , ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ ,ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୁଷଣ, ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ,ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ ,ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୧୫୩ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୩୪   ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୧୯ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା  । ଜିଲ୍ଲାପାଳ ଓ ଆରକ୍ଷୀ

ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ସିନ୍ଧେକେଲା ମାକରିପଡା ର କୁମାରୀ ନାଗ ଙ୍କୁ ୫  ହଜାର ଟଙ୍କା, ଆଗଲପୁର ବ୍ଲକ ଗଣ୍ଡପାଲି  ର  କୁନ୍ଦ ନାଗ ଙ୍କୁ ୫ ହଜାର ଟଙ୍କାର ସହାୟତା ରାଶି  ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like