-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ନିଆଁ ଦାଉରେ ଛଟପଟ ଅଞ୍ଚଳବାସୀ , ସଚେତନତା ଅଭାବ - ଖତ ନାଁରେ ଏକର ଏକର ଜମିରେ ଜଳୁଛି ନିଆଁ

07-Feb-2023



ବୀରମହାରାଜପୁର(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ତଥା ଆଖପାଖ ଅଞ୍ଚଳରେ ଏବେ ଧାନ ଅମଳ ସରିଯାଇଛି।‌ କ୍ଷେତରୁ ଧାନ ନେଇଯିବା ପରେ ଚାଷୀ ବଳକା ନଡାକୁ ଛାଡିଯାଉଛି। ପୁଣି ଖରିଫ ଚାଷ ଆଗରୁ କ୍ଷେତ ପ୍ରସ୍ତୁତି କରିବା ପାଇଁ ନଡାକୁ ନିଆଁ ଲଗାଇ ଦିଆଯାଉଛି। ଫଳରେ ପ୍ରବଳ ମାତ୍ରାରେ ଧୁଆଁ ହେବା ସହ କ୍ଷେତର ଆଖପାଖ ଗାଁରେ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଉଛି। ଏହା କେବଳ ଗୋଟିଏ ଅଞ୍ଚଳର ସମସ୍ୟା ନୁହେଁ। ବୀରମହାରାଜପୁର ବ୍ଲକର ପ୍ରାୟ ଗ୍ରାମାଞ୍ଚଳରେ ଏହି ସମସ୍ୟା ଦେଖାଦେଉଛି। ଏପରିକି ବୀରମହାରାଜପୁର ଠାରୁ ସୁବଳୟା ମୁଖ୍ୟ ରାସ୍ତା, ବୀରମହାରାଜପୁର- ଅମରପାଲି ମୁଖ୍ୟ ରାସ୍ତା, ସୋନପୁର- ବୀରମହାରାଜପୁର ମୁଖ୍ୟ ରାସ୍ତା କଡ କ୍ଷେତରେ ନିଆଁ ଲାଗାଯାଉଥିବାରୁ ପ୍ରବଳ ଧୂଆଁ ସୃଷ୍ଟି ହେଉଛି। ଏହି

ରାସ୍ତାରେ ପଥଚାରୀ ଯିବାକୁ ଭୟ କରୁଛନ୍ତି। କ୍ଷେତରେ ନିଆଁ ଜଳୁଥିବା ବେଳେ ପବନ ହେଲେ କଥା ସରିଲା। ନିଆଁ ଜନବସତି ଆଡ଼କୁ ଉଡିଆସୁଛି। ଫଲରେ ଧନଜୀବନ କ୍ଷୟକ୍ଷତି ହେବାର ଆଶଙ୍କା ରହୁଛି। କ୍ଷେତ ପାଖରେ ଥିବା ଗ୍ରାମବାସୀ ନିଆଁ ଭୟରେ ରାତିରେ ମଧ୍ୟ ଶୋଇ ପାରୁନାହାନ୍ତି। ରବି ଫସଲ ପରେ ବାକି ନଡା କ୍ଷେତରୁ ସଫା କରିବା ବ୍ୟୟବହୁଳ ହୋଇଥିବା ଚାଷୀ ଏହାକୁ ନିଆଁ ଲଗାଇଥିବା କହିଛନ୍ତି। ଫଳରେ ଗାଈଗୋରୁ, ପଶୁପକ୍ଷୀ,ଶରିଶୃପ  ତଥା ବିଭିନ୍ନ ଜିବଜନ୍ତୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପରିବେଶ ପ୍ରଦୂଷଣ ନେଇ ସରକାରୀସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ହେଉଅଛି।‌ ତାହା ଏହି ଅଞ୍ଚଳରେ କାର୍ଯ୍ୟକାରୀ ହେଉନାହିଁ। ସଚେତନତା ଅଭାବରୁ ଏଭଳି ସମସ୍ୟାର ସମ୍ମୁଖୀନ ହେଉଥିବା ଜନସାଧାରଣରେ ଅଭିଯୋଗ ହେଉଛି। ପରିବେଶ ସୁରକ୍ଷା ଏବଂ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟି ରଖି କ୍ଷେତରେ ନିଆଁ ଲଗାଯିବା ଉପରେ ରୋକ ଲଗାଯିବାକୁ ପରିବେଶବିତ୍ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like