-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ନବନିର୍ମାଣ କୃଷକ ସଂଗଠନର ବୈଠକ, ୮ରେ ଜିଲ୍ଲାପାଲଙ୍କ ଅଫିସ ଘେରାଉ

07-Feb-2023



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କୋଟସମଲେଇ ଠାରେ ନବନିର୍ମାଣ କୃଷକ ସଂଗଠନର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ନିତିନ ପଧାନଙ୍କ ସଭାପତିତ୍ୱରେ ହୋଇଥିବା ଏହି ବୈଠକରେ ପୁରୀ ଜିଲ୍ଲା କୃଷକ ସଂଗଠନର ପ୍ରଭାରୀ ଚିନୁ ଦାସ ଅତିଥି ଭାବରେ ଯୋଗଦେଇଥିଲେ । ବୈଠକରେ ଚାଷୀ ମାନଙ୍କର ରହିଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ବିଶେଷକରି ପଡୋଶୀ ରାଜ୍ୟ ଆନ୍ଧ୍ର ଏବଂ ତେଲେଙ୍ଗାନା ସରକାର ଚାଷିଙ୍କୁ ଧାନର ଉଚିତ ମୁଲ୍ୟ ଦେବା ସହ ବାର୍ଦ୍ଧକ୍ୟ ଭତା ଦୁଇ ହଜାର ଟଙ୍କା ପ୍ରଦାନ କରୁଛନ୍ତି । କିନ୍ତୁ ଓଡିଶା ସରକାର ଚାଷିଙ୍କୁ ଅଣଦେଖା କରିବା ସହ ବାର୍ଦ୍ଧକ୍ୟ ଭତା ୫ଶହ ଟଙ୍କା ଦେଉଛନ୍ତି । ଫଳରେ ଚାଷୀ ମହଲରେ ଅସନ୍ତୋଷ ଦେଖାଦେଇଛି । ଏଣୂ ଆଗାମି ୮ ତାରିଖ ଦିନ ବିଭିନ୍ନ ଦାବି ଯଥା ବାର୍ଦ୍ଧକ୍ୟ ଭତା ୨ହଜାର ପ୍ରଦାନ କରିବା,ଧାନ କ୍ୱିଂଟାଲ ପିଛା ୨୯୩୦ ଟଙ୍କା ଘୋଷଣା କରିବା, କୃଷିରୂଣ ଛାଡ କରିବା, ଚାଷିଙ୍କ ପାଇଁ ଏକର ପିଛା ୧୦ହଜାର ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରିବା, ଚାଷ କାର୍ଯ୍ୟପାଇଁ ମାଗଣା ବିଦ୍ୟୁତ ପ୍ରଦାନ କରିବା, ସମସ୍ତ ବକେୟା ବିଦ୍ୟୁତ ବିଲ ଛାଡ କରିବା ଆଦି ବିଭିନ୍ନ ଦାବି ନେଇ ଜିଲ୍ଲାପାଲଙ୍କ ଅଫିସ ଘେରାଉ କରାଜିବା ନେଇ ପ୍ରସ୍ତାବ ହୋଇଥିଲା । ଏହି ଆନ୍ଦୋଳନରେ ହଜାର ହଜାର ଚାଷି ସାମିଲ ହେବା ପାଇଁ କୃଷକ ସଂଗଠନର ପ୍ରଭାରୀ ଶ୍ରୀଯୁକ୍ତ ଦାସ ଆହ୍ୱାନ ଦେଇଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମହାଦେବ ତରିଆ, ତ୍ରୀଲୋଚନ ନାକଏ, ବୀର ପଧାନଙ୍କ ସମେତ ବହୁ ଚାଷୀ ଉପସ୍ଥିତ ରହିଥିଲେ ।  
 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like