-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଓଡିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବଲାଙ୍ଗିର ର ମାସିକ ବୈଠକ

07-Feb-2023



ବଲାଙ୍ଗୀର- ନୃସିଂହ ମନ୍ଦିର ଠାରେ ଓଡିଶା ଅବସରପ୍ରାପ୍ତ କର୍ମଚାରୀ ସଂଘର ମାସିକ ବେଠକ ଗୋବିନ୍ଦ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସାଧାରଣ ସଂପାଦକ ମଲିଆ ଗଡୁଆ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ । ତା ପରେ ଆସନ୍ତା ମାର୍ଚ୍ଚ ମାସରେ ହେବାକୁ ଥିବା ବାର୍ଷିକ ସାଧାରଣ ସଭା ସମ୍ବନ୍ଧରେ ଆଲୋଚନା କରାଯାଇଥିଲା । ଏହି ବୈଠକ ଭୀମ ଭୋଇ ମେଡିକାଲ କଲେଜ ଏବଂ ହସପିଟାଲ ବଲାଙ୍ଗିର ର ଅଧ୍ୟକ୍ଷା ଏବଂ ଏସ୍‌ବିଆଇ ବଲାଙ୍ଗିର ମୁଖ୍ୟ ପରିଚାଳକ ଙ୍କୁ ମୁଖ୍ୟ ଅତିଥି ଏବଂ ମୁଖ୍ୟବକ୍ତା ଭାବେ ନିମନ୍ତ୍ରଣ କରିବା ପାଇଁ ଧାର୍ଯ୍ୟ କରାଗଲା । ଏହା ପରେ ଯେଉଁ ସଭ୍ୟଙ୍କୁ ୮୦ ବର୍ଷ ବୟସ କିମ୍ବା ଅଧିକ ବୟସ ହୋଇଯାଇଛି ସେମାନଙ୍କୁ ସମ୍ମାନିତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଆଜିକାର ବୈଠକରେ ଉପସଭାପତି ପର୍ଶୁରାମ ନାୟକ ଓ ପ୍ରସନ୍ନ କୁମାର ମିଶ୍ର, ଉପଦେଷ୍ଟା ସତ୍ୟବନ୍ତ ବେଦବାକ, କାର୍ଯ୍ୟକାରିଣୀ ସଭ୍ୟ ହରେକୃଷ୍ଣ ପଟେଲ,  ପ୍ରଦୀପ କୁମାର ସାହୁ, ଗୋପବନ୍ଧୁ ପୁରୋହିତ, ପୂର୍ଣ୍ଣଚନ୍ଦ୍ର ଦାଶ, ରଘୁନାଥ ମିଶ୍ର ଏବଂ ସଭ୍ୟ ମହାଦେବ ତୁମୁନିଆ, ଲୋକନାଥ ନେପାକ, ଚାଷୀ ବରାଡ, ଦଶରଥ ବାଘ, ଅଶୋକ କୁମାର ଚାନ୍ଦ ଏବଂ ଶ୍ରଦ୍ଧାକର କମ୍ପ ଉପସ୍ଥିତ ରହି ସକ୍ରିୟ ଅଂଶ ଗ୍ରହଣ କରିଥିଲେ । ଆବାହକ ଜୀବନ କୁମାର ତ୍ରିପାଠୀ, ପରିଶେଷରେ ସଭ୍ୟ କୃଷ୍ଣଚନ୍ଦ୍ର ନାଥ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like