-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଖେଳ

ସି.କେ. ନାଇଡୁ ଟ୍ରଫି, ଓଡିଶା - ମେଘାଳୟ ମ୍ୟାଚ, ଓଡିଶା ବିଜୟୀ

07-Feb-2023



ବଲାଙ୍ଗୀର(ପ୍ରେରଣା ଖବର)- ଓଡିଶା କ୍ରିକେଟ ଏସୋସିଏସନ ଓ ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିର ଆନୁକୁଲ୍ୟରେ ଆୟୋଜିତ ଓଡିଶା ବନାମ ମେଘାଳୟ ସି.କେ.ନାଇଡୁ ଟ୍ରଫି କ୍ରିକେଟ ମ୍ୟାଚ ଆଜି ଉଦ୍‌ଯାପିତ ହୋଇଯାଇଛି । ସଂସଦର ସାଧାରଣ ସଂପାଦକ ହରିନାରାୟଣ ପୁଜାରୀ ଙ୍କ ତତ୍ତ୍ୱାବଧାନ ଓ ଉପ-ସଭାପତି କୃଷ୍ଣଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଯାପନି ପର୍ବରେ ମୁଖ୍ୟ ଅତିଥି ଭାବେ ଉପ-ଜିଲ୍ଲାପାଳ କୁମାର ନାଗଭୁଷଣ ଯୋଗ ଦେଇଥିବା ବେଳେ ସଂସଦର ଅନ୍ୟତମ ଉପସଭାପତି ଡ. ପ୍ରହଲ୍ଲାଦ ଶତପଥି, ଯୁଗ୍ମ ସଂପାଦକ ପଦ୍ମଚରଣ ଆଚାର୍ଯ୍ୟ, କ୍ରିକେଟ ସଂପାଦକ ଓମ୍ ପ୍ରକାଶ ଚାନ୍ଦ, କୋଷାଧ୍ୟକ୍ଷ ପ୍ରଭାତ କୁମାର ମିଶ୍ର, ଫୁଟବଲ ସଂପାଦକ ହେମନ୍ତ ବେହେରା, କ୍ରୀଡା ସଂପାଦକ ବିଭୁତି ପଣ୍ଡା, ବରିଷ୍ଠ ସଭ୍ୟ ବିକ୍ରମାନନ୍ଦ ବହିଦାର, ରମାକାନ୍ତ ସେଟ, ସୁଧିର ଚନ୍ଦ୍ର ପଣ୍ଡା, ରବୀନ୍ଦ୍ର କୁମାର ମିଶ୍ର, ସଂଗ୍ରାମ ବହିଦାର, କ୍ରିକେଟ କୋଚ ଅରୁଣ କୁମାର ନାଏକ ଓ ପୃଥ୍ୱୀରାଜ ମିଶ୍ର, ହେମନ୍ତ ପ୍ରଧାନ, ଚାଇନା ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଖେଳାଳିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ମେଘାଳୟ ଦଳର ଜଶକିରତ ଙ୍କୁ ମ୍ୟାନ ଅଫ୍ ଦି ମ୍ୟାଚ ଭାବରେ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ଯୁଗ୍ମ ସଂପାଦକ ଶ୍ରୀ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ ।
    ସି.କେ. ନାଇଡୁ ଟ୍ରଫିର ତୃତୀୟ ଦିବସରେ  ମେଘାଳୟ ଦଳ ୩ ଓି୍ୱକେଟ ୧୨ ରନ୍ ରୁ ଖେଳ ଆରମ୍ଭ କରି ସମୁଦାୟ ୨୦୪ ରନ୍ କରି ଅଲ ଆଉଟ ହୋଇଯାଇଥିଲେ । ମେଘାଳୟ ଦଳ ତରଫରୁ ଜଶକିରତ ସର୍ବାଧିକ ଅପରାଜିତ ୧୦୦ ରନ୍ ସଂଗ୍ରହ କରିଥିବା ବେଳେ ସ୍ୱାସ୍ତିକ ୪୨ ରନ୍ ସଂଗ୍ରହ କରିଥିଲେ । ଓଡିଶା ଦଳ ତରଫରୁ ଆଶୁତୋଷ ଛୁରିଆ ଓ ସଂଦିପ ପଟ୍ଟନାୟକ ଉଭୟେ ୩ ଗୋଟି ଓି୍ୱକେଟ ଅକ୍ତିଆର କରିଥିଲେ । ଓଡିଶାକୁ ବିଜୟ ପାଇଁ ୭୪ ରନ୍ ଆବଶ୍ୟକ ଥିବା ବେଳେ ଓଡିଶା ମାତ୍ର ୨ ୱିକେଟ ହରାଇ ଆବଶ୍ୟକୀୟ ୭୪ ରନ୍ ସଂଗ୍ରହ କରି ବିଜୟୀ ହୋଇଥିଲା । ଓଡିଶା ଦଳ ତରଫରୁ ଓମ୍ ମୁଣ୍ଡେ ଅପରାଜିତ ୨୨ ରନ୍‌, ସଂଦିପ ପଟ୍ଟନାୟକ ଅପରାଜିତ ୨୫ ରନ୍ ଓ ଗୌରବ ଚୈାଧୁରୀ ୨୬ ରନ୍ ସଂଗ୍ରହ କରିଥିଲେ । 
ସଂକ୍ଷିପ୍ତ ସ୍କୋର - ମେଘାଳୟ ପ୍ରଥମ ଇଂନିସ ୨୦୨/୧୦, ଦ୍ୱିତୀୟ ଇଂନିସ -୨୦୪/୧୦
ଓଡିଶା ପ୍ରଥମ ଇଂନିସ ୩୩୨/୧୦, ଦ୍ୱିତୀୟ ଇଂନିସ ୭୪/୨


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like