-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ମହାବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଯୁବ ରେଡ଼କ୍ରସ ଶିବିରର ଉଦଯାପନୀ ଉତ୍ସବ ଅନୁଷ୍ଠିତ

07-Feb-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ମହାବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଯୁବ ରେଡ଼କ୍ରସ ଶିବିରର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଆଜି ସକାଳ 6.30 ମି ରେ ପତଞ୍ଜଳି ଯୋଗ ସମିତି ତରଫରୁ ଯୋଗଶିକ୍ଷା ପ୍ରଦାନ କରାଯାଇଥିଲା l ପରେ ସକାଳ 8 ଟା ସମୟରେ ସମସ୍ତ ସ୍ବେଛାସେବୀ ମାନଙ୍କୁ ନେଇ ଏକ ବିରାଟ ପଦଯାତ୍ରା କରାଯାଇଥିଲା l ଅଧ୍ୟାପକ ପି. କେ ବଗର୍ତି, ରାମଚନ୍ଦ୍ର ବଗର୍ତି, ଅଭିନାଶ ମିଶ୍ର, ଗୀତାଞ୍ଜଳି ପଣ୍ଡା ଏବଂ ଚନ୍ଦନ ପଧାନ ଅଂଶଗ୍ରହଣ କରିଥିଲେ l ସକାଳ 10.30 ରକ୍ତଦାନ ସମ୍ପର୍କରେ ସେକ ଅବଦୁଲ ଅସରଫ (ବ୍ଳଟ ବ୍ୟାଙ୍କ ବଲାଙ୍ଗୀର) ପିଲାମାନଙ୍କୁ ଦୀର୍ଘ ଏକ ଘଣ୍ଟା ଧରି ଶିକ୍ଷା ପ୍ରଦାନ କରିଥିଲେ l

ଏହାପରେ 12 ଟା ସମୟରେ ବିନୋଦ ଖଣ୍ଡେକର (ସବ ଇନ୍ସପେକ୍ଟର, ଲୋଇସିଂହା) ପିଲାମାନଙ୍କୁ ସଡ଼କ ସୁରକ୍ଷା ବାବଦରେ ଶିକ୍ଷା ପ୍ରଦାନ କରିଥିଲେ l ଏହାପରେ ମାଧ୍ୟାନ୍ନଭୋଜନର ବ୍ୟବସ୍ଥା ହେବାସହ 3 ଟା ସମୟରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା l ଏଥିରେ ସଭାପତି ଥିଲେ ଲୋଇସିଂହା ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ସାହୁ l ମୁଖ୍ୟଅତିଥି ଥିଲେ ଅତିରିକ୍ତ ଜିଲ୍ଲlପାଳ ବଲାଙ୍ଗୀର ଶ୍ରୀମାନ ମହେନ୍ଦ୍ର ମହାପାତ୍ର l ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ଜି. ବି ପ୍ରେସିଡେଣ୍ଟ ସୁଶ୍ରୀ ପୁଷ୍ପାଞ୍ଜଳୀ ମିଶ୍ର, ଲୋଇସିଂହା ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ଶ୍ରୀମାନ ବିବେକାନନ୍ଦ ମିଶ୍ର l ସଭାକୁ ପରିଚାଳନା କରିଥିଲେ କାଉନ୍ସେଲର ହିମାଂଶୁ ମହାକୁର, ଜିଲ୍ଲା ଯୁବ ରେଡ଼କ୍ରସର ନିର୍ଦେଶକ ଦୈତାରୀ ପୂଜାରି l ପୁରସ୍କାର ପ୍ରଦାନରେ ସହଯୋଗ କରିଥିଲେ ସନ୍ତୋଷ କୁମାର ଦାସ, ପ୍ରାଧ୍ୟାପକ ଅଭିଷେକ ଦାସ, ଚନ୍ଦନ ପଧାନ l ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଲୋଇସିଂହା ମହାବିଦ୍ୟାଳୟର +3 କାଉନ୍ସେଲର ଶ୍ରୀ ମାନସ ରଞ୍ଜନ କୁମାର l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like