-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବ୍ରାହ୍ମଣୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷୟିତ୍ରୀଙ୍କ ପାଠ ପଢ଼ାଇବାରେ ଅବହେଳା ଓ ଦୁର୍ନୀତି ଅଭିଯୋଗ ଗ୍ରାମବାସୀଙ୍କ ଦାବୀକୁ ମାନିଲା ପ୍ରଶାସନ ବଦଳିଲେ ଶିକ୍ଷୟତ୍ରୀ, ୭ ଦିନ ପରେ ଖୋଲିଲେ ତାଲା ।

07-Feb-2023



ନାକଟିଦେଉଳ(କନ୍ଦର୍ପ ବେହେରା) ନାକଟିଦେଉଳ ବ୍ଲକ ଘୋଷରାମାଳ ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣୀ ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟତ୍ରୀ ଶୈଳେନ୍ଦ୍ରୀ ପ୍ରଧାନ ଉକ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପାଠ ପଢାଇବାରେ ଅବହେଳା ଓ ଦୁର୍ନୀତିରେ ଜଡିତ ଥିବା ନେଇ ଗ୍ରାମବାସୀ , ଅବିଭାବକ ମାନେ ଅଭିଯୋଗ କରି ଓ ଶିକ୍ଷୟତ୍ରୀଙ୍କୁ ଅନ୍ୟତ୍ର ବିଦ୍ୟାଳୟକୁ ବଦଳି ଦାବି ନେଇ ଗତ ଫେବୃଆରୀ ୧ ତାରିଖ ଠାରୁ ବିଦ୍ୟାଳୟ

ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେଇ ଥିଲେ। ହେଲେ ବିଦ୍ୟାଳୟରେ ତାଲା ପଡିବା ଖବର ପାଇ ନାକଟିଦେଉଳ ବିଇଓ ବିଜୟ କୁମାର ପାତ୍ର ପ୍ରମୂଖ ବିଦ୍ୟାଳୟକୁ ଆସି ଘଟଣାର ତଦନ୍ତ କରିଥିଲେ। ବିଇଓ ତଦନ୍ତ ବେଳେ ଗ୍ରାମବାସୀ ଓ ଅବିଭାବକ ମାନଙ୍କ ଅଭିଯୋଗ ଅନୁଯାୟୀ ମତ ନେଇ ପରେ ବ୍ରାହ୍ମଣୀ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶୈଳେନ୍ଦ୍ରୀ ପ୍ରଧାନଙ୍କୁ ଅନ୍ୟତ୍ର ବଦଳି କରିବାକୁ ନେଇ ଗ୍ରାମବାସୀଙ୍କ ଆଗରେ ପ୍ରକାଶ କରିଥିଲେ। ଏ ନେଇ

ନାକଟିଦେଉଳ ବ୍ଲକ ଶିକ୍ଷା ବିଭାଗର ଅଧିକାରୀଙ୍କ ପତ୍ର ସଂଖ୍ୟା ୧୭୦ ରେ ଗତ ୪ ତା ରିଖ ରେ ଚିଠି କରି ବ୍ରାହ୍ମଣୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ଶୈଳେନ୍ଦ୍ରୀ ପ୍ରଧାନଙ୍କୁ ଲୁସୁରା ପ୍ରାଥମିକ ବିଦ୍ୟାଳୟକୁ ଡେପୁଟେସନରେ ବଦଳି କରା ଯାଇ ଥିବା ବେଳେ ଲୁସୁରା ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଶିକ୍ଷୟତ୍ରୀ ମଞ୍ଜୁଳା କୁଜୁରଙ୍କୁ ବ୍ରାହ୍ମଣୀ ବିଦ୍ୟାଳୟ ଡେପୁଟେସନ ବଦଳି ହୋଇଛି। ହେଲେ ଡେପୁଟେସନ ବଦଳି ଚିଠି ହେବା ପରେ ବ୍ରାହ୍ମଣୀ ବିଦ୍ୟାଳୟକୁ ଡେପୁଟେସନ ବଦଳିରେ ଆସି ଥିବା ଶିକ୍ଷୟତ୍ରୀ ମଙ୍ଗଳବାର ବ୍ରାହ୍ମଣୀ ବିଦ୍ୟାଳୟରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଶିକ୍ଷୟତ୍ରୀ ମଞ୍ଜୁଳା କୁଜୁର ବିଦ୍ୟାଳୟରେ କାର୍ଯ୍ୟରେ ଯୋଗ ଦେବା ପରେ ଗ୍ରାମବାସୀ ଓ ଅବିଭାବକ ମାନେ ବିଦ୍ୟାଳୟ ମୁଖ୍ୟ ଫାଟକରୁ ୭ ଦିନରେ ତାଲା ଖୋଲିଛନ୍ତି । ଏହାକୁ ନେଇ ଗ୍ରାମବାସୀ, ଅବିଭାବକ ଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳି ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like