-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ନିଆଁ ଦାଉରେ ଛଟପଟ ଅଞ୍ଚଳବାସୀ , ସଚେତନତା ଅଭାବ - ଖତ ନାଁରେ ଏକର ଏକର ଜମିରେ ଜଳୁଛି ନିଆଁ

07-Feb-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ତଥା ଆଖପାଖ ଅଞ୍ଚଳରେ ଏବେ ଧାନ ଅମଳ ସରିଯାଇଛି।‌ କ୍ଷେତରୁ ଧାନ ନେଇଯିବା ପରେ ଚାଷୀ ବଳକା ନଡାକୁ ଛାଡିଯାଉଛି। ପୁଣି ଖରିଫ ଚାଷ ଆଗରୁ କ୍ଷେତ ପ୍ରସ୍ତୁତି କରିବା ପାଇଁ ନଡାକୁ ନିଆଁ ଲଗାଇ ଦିଆଯାଉଛି। ଫଳରେ ପ୍ରବଳ ମାତ୍ରାରେ ଧୁଆଁ ହେବା ସହ କ୍ଷେତର ଆଖପାଖ ଗାଁରେ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଉଛି। ଏହା କେବଳ ଗୋଟିଏ ଅଞ୍ଚଳର ସମସ୍ୟା ନୁହେଁ। ବୀରମହାରାଜପୁର ବ୍ଲକର ପ୍ରାୟ ଗ୍ରାମାଞ୍ଚଳରେ ଏହି ସମସ୍ୟା ଦେଖାଦେଉଛି। ଏପରିକି ବୀରମହାରାଜପୁର ଠାରୁ ସୁବଳୟା ମୁଖ୍ୟ ରାସ୍ତା, ବୀରମହାରାଜପୁର- ଅମରପାଲି ମୁଖ୍ୟ ରାସ୍ତା, ସୋନପୁର- ବୀରମହାରାଜପୁର ମୁଖ୍ୟ ରାସ୍ତା କଡ କ୍ଷେତରେ ନିଆଁ ଲାଗାଯାଉଥିବାରୁ ପ୍ରବଳ ଧୂଆଁ ସୃଷ୍ଟି ହେଉଛି। ଏହି ରାସ୍ତାରେ ପଥଚାରୀ ଯିବାକୁ ଭୟ କରୁଛନ୍ତି। କ୍ଷେତରେ ନିଆଁ ଜଳୁଥିବା ବେଳେ ପବନ ହେଲେ କଥା ସରିଲା। ନିଆଁ ଜନବସତି ଆଡ଼କୁ ଉଡିଆସୁଛି। ଫଲରେ ଧନଜୀବନ କ୍ଷୟକ୍ଷତି ହେବାର ଆଶଙ୍କା ରହୁଛି। କ୍ଷେତ ପାଖରେ ଥିବା ଗ୍ରାମବାସୀ ନିଆଁ ଭୟରେ ରାତିରେ ମଧ୍ୟ ଶୋଇ ପାରୁନାହାନ୍ତି। ରବି ଫସଲ ପରେ ବାକି ନଡା କ୍ଷେତରୁ ସଫା କରିବା ବ୍ୟୟବହୁଳ ହୋଇଥିବା ଚାଷୀ ଏହାକୁ ନିଆଁ ଲଗାଇଥିବା କହିଛନ୍ତି। ଫଳରେ ଗାଈଗୋରୁ, ପଶୁପକ୍ଷୀ,ଶରିଶୃପ  ତଥା ବିଭିନ୍ନ ଜିବଜନ୍ତୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପରିବେଶ ପ୍ରଦୂଷଣ ନେଇ ସରକାରୀସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ହେଉଅଛି।‌ ତାହା ଏହି ଅଞ୍ଚଳରେ କାର୍ଯ୍ୟକାରୀ ହେଉନାହିଁ। ସଚେତନତା ଅଭାବରୁ ଏଭଳି ସମସ୍ୟାର ସମ୍ମୁଖୀନ ହେଉଥିବା ଜନସାଧାରଣରେ ଅଭିଯୋଗ ହେଉଛି। ପରିବେଶ ସୁରକ୍ଷା ଏବଂ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟି ରଖି କ୍ଷେତରେ ନିଆଁ ଲଗାଯିବା ଉପରେ ରୋକ ଲଗାଯିବାକୁ ପରିବେଶବିତ୍ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like