-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାର ଐତିହାସିକ ପୀଠ ପୋଡ଼ାଗଡ଼ ମଣ୍ଡେଇରେ ଖୁଲମ ଖୁଲା ଚାଲିଛି ଖୁଡଖୁଡି ଖେଳ*

08-Feb-2023



ନବରଙ୍ଗପୁର ଜିଲ୍ଲାର ଐତିହାସିକ ପୀଠ ପୋଡ଼ାଗଡ଼ ମଣ୍ଡେଇରେ ଖୁଲମ ଖୁଲା ଚାଲିଛି ଖୁଡଖୁଡି ଖେଳ।ସବୁ ଜାଣି ମଧ୍ୟ ସ୍ଥାନୀୟ ପ୍ରଶାସନ ନିରବ।ଆଜି କାଲି ମଣ୍ଡେଇ ଏବଂ ଆଦିବାସୀ ଦଶହରା ନବରଙ୍ଗପୁର ଜିଲ୍ଲାର  ଗାଁ ଗାଁ ରେ ଚାଲିଛି। ଏହାର ଭରପୁର ଫାଇଦା ଉଥାଉଛନ୍ତି ଜୁଆମାଫିଆ ମାନେ।ଏହି ଅନ୍ଧବିଶ୍ୱାସ ନଗ୍ନ ଉଦାହରଣ ହେଉଛି ଖୁଡଖୁଡି ଖେଳ । ନବରଙ୍ଗପୁର ଜିଲ୍ଲାର ଭିନ୍ନ ଭିନ୍ନ  ଅଞ୍ଚଳରୁ ବହୁ ଲୋକ  ଖୁଡଖୁଡି  ଖେଳିବାକୁ ଆସିଥାନ୍ତି ଏଭଳି ମଣ୍ଡେଇ ଦଶହରା ରେ । ଏହି ଖେଳ ମାଧ୍ୟମରେ ବଡ଼ ଧରଣର

ଜୁଆଖେଳ ଚଲାଇଥାନ୍ତି ମାଫିଆମାନେ। ଏହି ଖୁଡଖୁଡି ଖେଳ ସନ୍ଧ୍ୟା ଠାରୁ ଆରମ୍ଭ ହଇ ସଖାଲ ପର୍ଯ୍ୟନ୍ତ  ଚାଲୁଛି । ସବୁଠୁ ଆଶ୍ଚର୍ଯ୍ୟର କଥା ଉମରକୋଟ  ପୋଲିସ ପାଖରେ ସବୁ ସୂଚନା ଥାଇ ମଧ୍ୟ କିଭଳି ନିରବ ରହୁଛି ସ୍ଥାନୀୟ ପୋଲିସ ପ୍ରଶାସନ। ଖୁଡଖୁଡି ଖେଳ ସହ ଜୁଆ ଓ ମଦ କାରବାର ଭଳି ନିନ୍ଦନୀୟ ପ୍ରଥାକୁ ପରୋକ୍ଷରେ ପୋଲିସ ପ୍ରଶାସନ ଏବଂ ପ୍ରତ୍ୟେକ୍ଷ ଭାବରେ ଅସାମାଜିକ ଲୋକଙ୍କର ଯଗୁଁ  ଥମିବା ବଦଳରେ ଵଡିବାକୁ ଲାଗିଛି। ଆମ ଅଞ୍ଚଳରେ  ଖୁଡଖୁଡି ଖେଳ,

ଜୁଆ,ମଦ ଭଳି ନିନ୍ଦନୀୟ କାର୍ଯ୍ୟରେ ଲିପ୍ତ ରହି ଆଦିବାସୀ ଭାଇମାନେ ନିଜର ସଞ୍ଚିତ ଅର୍ଥ ବ୍ୟୟ କରି ଦେଉଛନ୍ତି ।ଫଳରେ ଆର୍ଥିକ ଏବଂ ସାମାଜିକ ଅବସ୍ଥା ବିଗଡିବାରେ ଲାଗିଛି ,ସାଧାରଣତ ଗାଁ ଗହଳିର ଛୋଟଛୋଟ ଛୁଆମାନେ ମଧ୍ୟ ଆକର୍ଷିତ ହୋଇ ଏଠାକୁ ଚାଲି ଆସନ୍ତି  ଏବଂ ଜୁଆରେ ହାରିବା ପରେ ଦେଶୀମଦ ପିଇ ନିଶାସକ୍ତ ଅବସ୍ଥା ରେ ଘରକୁ ଫେରୁଥିବା ଦେଖିବାକୁ ମିଳୁଛି । ଯାହା ଫୋଳରେ ଏହି ଅଞ୍ଚଳରେ  ବିକାସ ପାଇଁ ଯେଉଁ ସବୁ ଯୋଜନା କରୁଛନ୍ତି ସରକାର ତାହା ସଫଳ ରୂପାୟନ ହେଇପାରୁନି । ବହୁ ଅସାମାଜିକ କାର୍ଯ୍ୟ ବୃଦ୍ଧିପାଉଛି ଏବଂ ପାରିବାରିକ ହିଂସା ମଧ୍ୟ ବଡୁଛ।ଏଭଳି କାମକୁ ଜିଲ୍ଲା ପ୍ରଶାସନ ବିଶେଷ ଦୁଷ୍ଟି ଦେଇ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ସାଧାରଣରେ ଦାବି ହେଉଛି । କାରଣ ନିରୀହ ଆଦିବାସୀ ମାନଙ୍କ  ବିକାଶରେ ବାଧକ ସାଜିଛି ଏହି ଖୁଡଖୁଡି ଖେଳ ଓ ଦେଶୀ ମଦ ।

(ରିପୋର୍ଟେର- ମିହିର ଶଙ୍କର ପାତ୍ର) 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like