-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ କୌଣସି ପ୍ରସ୍ତାବ ଆସିନି: ଆଇନ ମନ୍ତ୍ରୀ 

08-Feb-2023



ନୂଆଦିଲ୍ଲୀ: ରାଜ୍ୟରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଓଡ଼ିଶା ସରକାର କୌଣସି ପ୍ରସ୍ତାବ ଦେଇ ନାହାନ୍ତି। ବରଗଡ ସାଂସଦ ସୁରେଶ ପୂଜାରୀ ଏ ନେଇ ଲୋକସଭାର ଶୂନ୍ୟକାଳରେ ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ପ୍ରଶ୍ନ ପଚାରିଥିଲେ। ଯାହାର ଉତ୍ତରରେ ଆଇନ ମନ୍ତ୍ରୀ କିରଣ ରିଜଜୁ କହିଛନ୍ତି, ରାଜ୍ୟ ସରକାରଙ୍କଠୁ କୌଣସି ପ୍ରସ୍ତାବ ଆସିନାହିଁ।

ମଙ୍ଗଳବାର ଲୋକସଭାରେ ଶୂନ୍ୟକାଳରେ ସାଂସଦ ସୁରେଶ ପୂଜାରୀଙ୍କ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁ କହିଛନ୍ତି ଯେ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଓଡ଼ିଶା ସରକାର ଦାବି କରିଥିଲେ। କିନ୍ତୁ ଏୟାବତ ରାଜ୍ୟ ସରକାରଙ୍କଠୁ କୌଣସି ସବିଶେଷ ପ୍ରସ୍ତାବ ଆସିନାହିଁ।

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ସହ ଆଲୋଚନା କରି ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଦେବାକୁ କେନ୍ଦ୍ର ସରକାର ଓଡ଼ିଶା ସରକାରଙ୍କୁ କହିଥିଲେ ବୋଲି ଦର୍ଶାଇ ଆଇନ୍ ମନ୍ତ୍ରୀ କହିଛନ୍ତି। ଗତବର୍ଷ ଏପ୍ରିଲ ମାସରେ ସେ ନିଜେ ଏ ନେଇ ଚିଠି ଲେଖିଥିଲେ। କିନ୍ତୁ ଏଯାଏଁ କୌଣସି ପ୍ରତିକ୍ରିୟା ରାଜ୍ୟ ସରକାରଙ୍କଠୁ ଆସିନାହିଁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ଯଦି ହାଇକୋର୍ଟର ବେଞ୍ଚ ପ୍ରତିଷ୍ଠା କରିବାକୁ ଚାହୁଁଛନ୍ତି ତାହେଲେ ରାଜ୍ୟ ସରକାର ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସହ ଆଲୋଚନା କରିବେ। ଆଉ ବଜେଟ୍ ଏବଂ ଭିତ୍ତିଭୂମି ସୁବିଧାକୁ ନେଇ ଏକ ସମ୍ପୂର୍ଣ୍ଣ ରିପୋର୍ଟ ଦାଖଲ କରିବେ। ପରେ ଏହି ପ୍ରସ୍ତାବ ଆଧାରରେ କେନ୍ଦ୍ର ସରକାର କାମ କରିବେ ବୋଲି ଆଇନ୍ ମନ୍ତ୍ରୀ କିରଣ ରିଜଜୁ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତବର୍ଷ ଡିସେମ୍ବରରେ କୋରାପୁଟ ସାଂସଦ ସପ୍ତଗିରି ଉଲାକା ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ସଂସଦରେ ପ୍ରଶ୍ନ କରିଥିଲେ। ସେତେବେଳେ କେନ୍ଦ୍ରମନ୍ତ୍ରୀ କହିଥିଲେ, ଯଶବନ୍ତ ସିଂହ କମିସନଙ୍କ ସୁପାରିସ ଏବଂ ସୁପ୍ରିମକୋର୍ଟଙ୍କ ରାୟ ଅନୁଯାୟୀ ହାଇକୋର୍ଟ ବେଞ୍ଚ ଗଠନ କରାଯାଉଛି।

ଉଲ୍ଲେଖଯୋଗ୍ୟ, ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ କେନ୍ଦ୍ରକୁ ରାଜ୍ୟ ସରକାର ରିପୋର୍ଟ ଦେବାରେ ବିଳମ୍ବ କରୁଥିବା ଅଭିଯୋଗ କରି ପଶ୍ଚିମ ଓଡ଼ିଶାର ଓକିଲ ସଂଘ ଆନ୍ଦୋଳନ କରିଥିଲେ। ଏହି ସମୟରେ ଆନ୍ଦୋଳନକୁ ସମର୍ଥନ କରି କୋର୍ଟ କାର୍ଯ୍ୟ ବନ୍ଦ କରୁଥିଲେ। ପରେ କୋର୍ଟ ପରିସରରେ ଭଙ୍ଗାରୁଜା କରିଥିଲେ। ଏହାପରେ ଅନେକ ଓକିଲ ଏବେ ଜେଲରେ ରହିଛନ୍ତି। ଆନ୍ଦୋଳନକୁ ସମର୍ଥନ କରି ବିଭିନ୍ନ ସ୍ଥାନରେ କୋର୍ଟ କାର୍ଯ୍ୟ ପ୍ରଭାବିତ ହେବା ପରେ ସୁପ୍ରିମକୋର୍ଟରେ ମାମଲା ପହଞ୍ଚିଥିଲା। ଏହାପରେ ସୁପ୍ରିମକୋର୍ଟ ବେଞ୍ଚ ପ୍ରତିଷ୍ଠା କରିହେବ ନାହିଁ ବୋଲି କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like