-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସ୍ମାର୍ଟ ଲାଇବ୍ରେରୀକୁ ପୁସ୍ତକ ପ୍ରଦାନ କଲେ ଫିଜିଓ ଡାକ୍ତର

08-Feb-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଠାରେ ଖୋଲିଥିବା ସ୍ମାର୍ଟ ଲାଇବ୍ରେରୀକୁ ଫିଜିଓ ଡାକ୍ତର ଦେବାଶିଷ ପଣ୍ଡା ବିଭିନ୍ନ ପ୍ରକାରର ୨୪ଖଣ୍ଡ ପୁସ୍ତକ ପ୍ରଦାନ କରିଛନ୍ତି । ଅଧ୍ୟୟନ ପାଇଁ ଆସୁଥିବା ଛାତ୍ରଛାତ୍ରୀ ମାନଙ୍କ କ୍ୟାରିଅର ଗଠନରେ ଏହି ପୁସ୍ତକ ଉପଲବ୍ଧ ହେବ ।ସୂଚନା ଯୋଗ୍ୟ ଯେ ବିନିକା ପାଲିପଡା ନିବାସୀ ଜ୍ୟୋତିର୍ବିଦ ତଥା ଅବସରପ୍ରାପ୍ତ ଶିକ୍ଷକ ଜ୍ୟୋତିଷ୍କର ପଣ୍ଡାଙ୍କ ସୁପୁତ୍ର ଦେବାଶିଷ ବିନିକା ସ୍ପୋର୍ଟସ କ୍ଲବର ଜଣେ ସକ୍ରିୟ ସଦସ୍ୟ ଭାବେ ୧୪ରୁ କମ ବୟସ୍କ କ୍ରିକେଟରେ ରାଜ୍ୟସ୍ତରରେ ଖେଳି ତାଙ୍କର କ୍ୟାରିଅର ଗଠନ କରିଥିବାରୁ ସ୍ପୋର୍ଟସ କ୍ଲବ ତରଫରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ଶ୍ରୀ ପଣ୍ଡା ୨୦୧୭-୧୮ରେ ଏଥେଲେଟିକ ଦୂତି ଚାନ୍ଦ ଓ ଅନନ୍ୟା ମଲ୍ଲିକଙ୍କ ସ୍ବାସ୍ଥ୍ୟ ଦେଖାରେଖା ପାଇଁ ଫିଜିଓ ଡାକ୍ତର ଭାବେ ଦାୟିତ୍ଵ ତୁଲାଇଥିଲେ ।ସେହିପରି ୨୦୧୯ରେ ବିଶ୍ବସ୍ତରୀୟ ହକି ସେମି ଫାଇନାଲ ମ୍ୟାଚରେ ସାଉଦ ଆଫ୍ରିକା ଟିମ,୧୯ରୁ କମ ବୟସ୍କ ଝାରଖଣ୍ଡ ଟିମ,୨୦୨୧-୨୨ରେ ୧୯ରୁ କମ ବୟସ୍କ ଭାରତୀୟ କ୍ରିକେଟ ଦଳର ଖେଳାଳିଙ୍କ ସ୍ୱାସ୍ଥ୍ୟର ସୁରକ୍ଷାରେ ନିୟୋଜିତ ହୋଇ ତାଙ୍କର ପାରଦର୍ଶିତା ଦେଖାଇଛନ୍ତି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିନିକା ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର,ବିନିକା ନଗରପାଳ ସୁବାସ ଭୋଇ, ଲାଇବ୍ରେରୀ ଇନଚାର୍ଜ ହିମାଂଶୁ ଶେଖର ପୁଟେଲ,ସ୍ପୋର୍ଟସ କ୍ଲବ ସମ୍ପାଦକ ମନୋଜ ଦାସ,ସୃଜନ ପଣ୍ଡା,ସନ୍ତୋଷ ମହାକୁର, ପ୍ରତାପ ସାହୁ,କନିଷ୍ଠ ଯନ୍ତ୍ରୀ ବିବେକାନନ୍ଦ ପାତ୍ର,ଶଙ୍କରା ପେକ୍ସ ସଭାପତି ଧର୍ମରାଜ ପଣ୍ଡା,ନବଜୀବନ ପଣ୍ଡା,ଭୁବନେଶ୍ୱର ପାତ୍ର,ରବୀନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like