-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଗୁଡିଆ ସମାଜର ବୈଠକ

05-Dec-2020



ବଲାଙ୍ଗିର, ମଧୁବୈଶ୍ୟ/ଗୁଡିଆ ସମାଜର ଏକ ବୈଠକ ସ୍ଥାନୀୟ ଗୁଡିଆ ସମାଜ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭବ୍ୟ ଗଣେଶ ମନ୍ଦିର ନିର୍ମାଣ ଓ ସାଂଗଠାନିକ ବିଷୟ ଉପରେ ଆଲୋଚନା କରିଥିଲେ । ସମାଜର ବରିଷ୍ଠ ସଦସ୍ୟ ତଥା ଉପଦେଷ୍ଟା ନିତ୍ୟାନନ୍ଦ ସାହୁ ଗଣେଷ ପ୍ରଭୁଙ୍କ ଫଟୋଚିତ୍ର ଉପରେ ପୁଷ୍ପମାଲ୍ୟ ଓ ପ୍ରଦୀପ ପ୍ରଜ୍ଜଳନ କରି ସଭାକୁ ଉଦଘାଟନ କରିଥିଲେ । ପ୍ରଥମେ ଜାତି ସମାଜର ଦିବଂଗତ ସଦସ୍ୟାମାନେ ଯଥା ରାମ ପ୍ରସାଦ ସାହୁ, ଦେବେନ୍ଦ୍ର ସାହୁ, ବତ୍ସରାଜ ଚୋପଦାର, ଡା. ଶ୍ରୀମନ୍ତ ସାହୁ, ସୁରେଶ ଚନ୍ଦ୍ର ସାହୁ, ରାମଜି ସରାଫ ଓ ନିତ୍ୟାନନ୍ଦ ପୃଷ୍ଟିଙ୍କ ବିୟୋଗରେ ତାଙ୍କର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଜିଲ୍ଲା ସଭାପତି ମନୋରଂଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଚଳିତ ଡାକ୍ତରି ପ୍ରବେଶିକା ପରୀକ୍ଷାରେ ୬୦୪ ଅଙ୍କ ରଖି କୃତିତ୍ୱ ଅର୍ଜନ କରିଥିବା ସ୍ମରଣିକା ସାହୁଙ୍କୁ ମୁଖ୍ୟ ଅତିଥି ତଥା ବଲାଙ୍ଗିର ଉପକଣ୍ଠ ସ୍ତରୀୟ ବିଜୁଳି ବିଭାଗର ପ୍ରବଂଧକ ସତ୍ୟ ରଂଜନ ସାହୁ ଗୁଡିଆ ସମାଜ ତରଫରୁ ମାନପତ୍ର ଓ ଉପଢୈାକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ । ମୁଖ୍ୟ ଅତିଥି ସତ୍ୟ ରଂଜନ ସାହୁ ଏ ସମ୍ବର୍ଦ୍ଧନ ଉତ୍ପବଟି ଆଗକୁ ସମାଜର ଅନ୍ୟାନ୍ୟ ଯୁବକ ଯୁବତୀମାନଙ୍କ ପାଇଁ ପ୍ରେରଣା ଦାୟକ ହେବ ବୋଲି କହିଥିଲେ । ଏଥିରେ ସଭାପତି ମନୋରଂଜନ ସାହୁ ସ୍ମରଣିକାର ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ ।  ସଂପାଦକ ଜୟକୃଷ୍ଣ ସାହୁ ପ୍ରତିଭାର ଉନ୍ମୋଚନ ପାଇଁ ସମାଜ ତରଫରୁ ଛାତ୍ର ଛାତ୍ରୀମାନଙ୍କୁ ସାହାଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ ।ସଭାକାର୍ଯ୍ୟର ଆଲୋଚନାରେ ଅନ୍ୟାନ୍ୟମାନଙ୍କ ମଧ୍ୟରୁ ଶିକ୍ଷାବିତ୍ ଦିବ୍ୟ ସିଂ ସାହୁ, ସହର ସଂପାଦକ ରମେଶ ଚନ୍ଦ୍ର ସାହୁ, ଆଇନଜିବୀ ସରୋଜ ଗୁପ୍ତା, ଶତୃଜିତ ସାହୁ, ସ୍ମାରକ ସରାଫ, ଆଶିଷ ସାହୁ, ପ୍ରଦୀପ ଚୋପଦାର, ଅନ୍ତର୍ଯ୍ୟାମି ସାହୁ, ରାଜୁ ସରାଫ, ବଟକୃଷ୍ଣ ସାହୁ, ରାମେଶ୍ୱର ସାହୁ, ପ୍ରଭାତି ସାହୁ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026

You Might Also Like