-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ୟୁନିଟି ଇନ୍ କ୍ରିଏଟିଭିଟି କଣ୍ଟେଷ୍ଟ - ଲୋରି ଲେଖନୀ ରେ ଜାତୀୟ ସ୍ତରରେ ପୁରସ୍କୃତ ହେଲେ ଶିକ୍ଷକ ।

08-Feb-2023



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )                                                                           
ଆଜାଦି କି ଅମୃତ ମହୋତ୍ସବ ଉପଲକ୍ଷେ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଦ୍ବାରା ଜାତୀୟ ସ୍ତରରେ ୟୁନିଟୀ ଇନ୍ କ୍ରିଏଟିଭିଟି କଣ୍ଟେଷ୍ଟ୍  ଆୟୋଜିତ ହୋଇଯାଇଛି । ଏଥିରେ କଳାହାଣ୍ଡି ଜିଲ୍ଲା ର ଶିକ୍ଷକ ଶିଶିର କୁମାର ପାଣିଗ୍ରାହୀ ଜାତୀୟ ସ୍ତରରେ ପୁରସ୍କୃତ ହୋଇଛନ୍ତି।ଯାହାକୁ ନେଇ ସାରାଜିଲ୍ଲା ରେ ଉତ୍ସାହ ଦେଖାଦେଉଛି।ପ୍ରତିଯୋଗିତାରେ ତିନୋଟି ବିଭାଗକୁ ନେଇ ପ୍ରତିଦ୍ବନ୍ଦିତା ହୋଇଥିଲା।ସେଥିମଧ୍ୟରୁ  ରଙ୍ଗୋଲି ,ଦେଶଭକ୍ତି  କବିତା,ଓ ଲୋରି କୁ ନେଇ ପ୍ରତିଯୋଗିତା ହୋଇଥିଲା ।ତେବେ ଶ୍ରୀ ପାଣିଗ୍ରାହୀ  ରାଜ୍ୟ ସ୍ତରରେ ପ୍ରଥମ ସ୍ଥାନ ନେଇ ଉତିର୍ଣ୍ଣ ହୋଇଥିବା ବେଳେ  ଜାତୀୟ ସ୍ତରରେ ୪ର୍ଥ ସ୍ଥାନ ଅଧିକାର କରିଛନ୍ତି।ସେ ବରଗଡ଼  ଜିଲ୍ଲାର ହୋଇଥିବା ବେଳେ ବର୍ତ୍ତମାନ ଧର୍ମଗଡ଼ ଗୋଷ୍ଠୀ ଶିକ୍ଷା ଅଧୀନ ପଲସପାଣି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ ରହିଛନ୍ତି । ଗତ  ୫ ରିଖ ଦିନ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ  ନୂଆ ଦିଲ୍ଲୀର ନେହେରୁ ପାର୍କ , ଚାଣକ୍ୟ ପୁରୀ ଠାରେ ପୁରସ୍କାର ବିତରଣି ସମାରୋହ ରେ ଯୋଗ ଦେଇ ଭାରତ ସରକାର ଙ୍କ ସଂସଦୀୟ ବ୍ୟାପାର ଓ ସଂସ୍କୃତି ମନ୍ତ୍ରୀ ଅର୍ଜୁନ ରାମ ମେଘୱଲ୍ ଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛନ୍ତି ।ଶିଶିର କୁମାର ପାଣିଗ୍ରାହୀ ଙ୍କ ଲୋରି କୁ ସଙ୍ଗୀତ ମନ୍ତ୍ରଣାଳୟ ତରଫରୁ ସଙ୍ଗୀତ ନାଟକ ଏକାଡେମୀ ର କଳାକାର ମାନଙ୍କ ଦ୍ଵାରା ପ୍ରସ୍ତୁତ ଏବଂ ରୂପାନ୍ତରିତ ହୋଇଥିଲା ।ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛା ଅଭିନନ୍ଦନ ସୁଅଛୁଟୁଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like