-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଦୁଇ ଦିନିଆ ଖାଦ୍ୟ ମେଳା ଉଦଯାପିତ ମାଣ୍ଡିଆ ପିଠା ପଣା ରେ ମହକିଲା ମଞ୍ଚ

08-Feb-2023



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକସଦର ଆତ୍ମା କାର୍ଯଳୟ ପରିସରରେ ମଙ୍ଗଳବାର ଆରମ୍ବ ହୋଇଥିବା ଦୁଇଦିନିଆ ଖାଦ୍ୟ ମେଳା ବୁଧବାର ଉଦଯାପିତ ହୋଇଯାଇଛି। ଉଦଘାଟନୀ ଦିବସରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷ୍ୟା କୁନି ସାହୁ,ସଂମାନିତ ଅତିଥି ଭାବେ ବିଡ଼ିଓ ସୁଚରିତା ମୁଗ୍ରୀ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ,କର୍ଲାମୁଣ୍ଡା ବ୍ଲକ  କ ଜୋନ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ସହକାରୀ କୃଷି ଅଧିକାରୀ ଜିତେନ୍ଦ୍ର ମୂର୍ମୁ, ମିଶନ ଶକ୍ତି ବିପିସି ବିପିନ ବାରିକ,ଓଏଲଏମ ଭାରପ୍ରାପ୍ତ ବିପିଏମ୍ ଲଳିତ କୁମାର ବିଶି,ସ. ମାଲପଡା ସରପଞ୍ଚ ବରୁଣ ଛତ୍ରୀଆ ,ପ୍ରକଳ୍ପ କାର୍ଯ୍ୟ କାରି ସଂସ୍ଥା ର ବିପିସି ଜଗଦୀଶ ପ୍ରସାଦ ରଣା, ଏବିପିସି ପ୍ରଦୀପ କୁମାର ସାହୁ,କାର୍ଯ୍ୟକ୍ରମ ସଂଯୋଜକ ଅମ୍ବରିଷ ମିଶ୍ର  ପ୍ରମୁଖ ଯୋଗ ଦେଇ ସରକାରଙ୍କ ମିଲେଟ ମିଶନ ଯୋଜନା ତଥା ମାଣ୍ଡିଆ କୁ ଦୈନନ୍ଦିନ ଜୀବନରେ ଖାଦ୍ୟ ରୂପେ ଗ୍ରହଣ କରିବା ର ଆବଶ୍ୟକ ତା ଉପରେ ଆଲୋଚନା କରିବା ସହ ଷ୍ଟଲ ଗୁଡିକ ରେ ମାଣ୍ଡିଆ ର ପିଠା ପଣା  ପ୍ରଦର୍ଶନୀ କୁ ବୁଲି ଦେଖିଥିଲେ।

ଉଦଯାପନି ଦିବସରେ ବିପିସି ଜଗଦୀଶ ପ୍ରସାଦ ରଣା, ଏବିପିସି ପ୍ରଦୀପ କୁମାର ସାହୁ,ଏଓ ଅରୁଣ କୁମାର ପାଢୀ,ଓଏଲଏମ ର ଭାରପ୍ରାପ୍ତ ବିପିଏମ୍ ଲଳିତ କୁମାର ବିଶି  ପ୍ରମୁଖ ଯୋଗ ଦେଇ  କ୍ଷୁଦ୍ର ଜାତୀୟ ଶଷ୍ୟ ର ଉପକାରୀତା ଉପରେ ଆଲୋଚନା କରିଥିଲେ।ଶିବିର ରେ ସୁଭଦ୍ରା ସ୍ୱୟଂ ସହାୟକ ଗୋଷ୍ଠୀ ରିଷିଡା ଓ ସରସ୍ୱତୀ ସ୍ୱୟଂ ସହାୟକ ଗୋଷ୍ଠୀ ବିଜାପାଟି ର ସଭ୍ୟା ମାନଙ୍କଦ୍ଵାରା ପ୍ରସ୍ତୁତ ମାଣ୍ଡିଆ ବରା,ସିଙ୍ଗଡ଼ା,ମିକ୍ଚର,ଲଡୁ,ମାଲପା,ବିସ୍କୁଟ, କେକ୍ ଓ କାଙ୍ଗୁ ବିସ୍କୁଟ, କୋଦୋ କ୍ଷୀରି, ମାଣ୍ଡିଆ ପଣା ପ୍ରଭୁତି ବେଶ ଆକର୍ଷଣୀୟ ହୋଇଥିଲା। ଅନ୍ୟ ମାନଙ୍କ ମଧ୍ୟରେଗୋଷ୍ଠୀ ସଂଗଠକ ଜିତେନ୍ଦ୍ର ଭୋଇ,ମଞ୍ଜୁ କୁମାର,ଅଜିତ କୁମାର ପ୍ରଧାନୀ, ସିଆରପି ଭାନୁମତି ପ୍ରଧାନ ,ଜୀବର୍ଦ୍ଧନ ସାହୁ,ବାଲ୍ମୀକି ଛତ୍ରୀଆ,ପ୍ରବୀଣ ଭୋଇ, ଶ୍ରଦ୍ଧାଞ୍ଜଳୀ ବାଗ , ,କ୍ଷୀର କୁମାର,,ସତ୍ୟ ପ୍ରଧାନ,ଭୂପିନ୍ଦର ଚୌଧୁରୀ,କୃଷକସାଥି ସାମନ୍ତ ଦୀପ, ଅଜୁ ରଣାଓ ସମସ୍ତ ଏମବିକେ, ସିଆରର୍ପି,ଗ୍ରାମ କୃଷି କର୍ମଚାରୀ ମାନେ ସହଯୋଗ କରିଥିଲେ।କାର୍ଯ୍ୟକ୍ରମ କୁ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ଆୟୋଜନ କରିଥିବା ବେଳେ ଓଡିଶା ସରକାରଙ୍କ  ଓଡିଶା ମିଲେଟ ମିଶନ,ମିଶନଶକ୍ତି, ଆତ୍ମା କଳାହାଣ୍ଡି, ଓ ୱ।ସନ ସହାୟତା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like