-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   (10-Jun-2026)       ||      ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   (10-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ   (09-Jun-2026)       ||      ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ    (09-Jun-2026)       ||      ଏସ ଆଇ ଏଚ ଏମ୍ ରେ ନାମ ଲେଖାଇଲେ ୩ ଜଣ ଛାତ୍ରଛାତ୍ରୀ।   (08-Jun-2026)       ||      ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପଠାଇଲେ ରେଡକ୍ରସ ସ୍ବେଛାସେବୀ ସତ୍ୟନାରାୟଣ    (08-Jun-2026)       ||      ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jun-2026)       ||     

HOME   ଜିଲ୍ଲା

ପ୍ରଥମ ଏଡୁକେସନ ଫାଉଣ୍ଡେସନ ପକ୍ଷରୁ ଶିକ୍ଷା ବଦଳରେ ଶିକ୍ଷା ର ବିୟୁଟି ପ୍ରଶିକ୍ଷଣ ତାଲିମ ଶିବିର

08-Feb-2023



ବଲାଙ୍ଗିର (ପ୍ରେରଣା ଖବର) ପ୍ରଥମ ଏଡୁକେସନ ଫାଉଣ୍ଡେସନ ତରଫରୁ କୁଶଙ୍ଗ ଗ୍ରାମରେ"ଶିକ୍ଷା ବଦଳରେ ଶିକ୍ଷା" ର ବିୟୁଟି ପ୍ରଶିକ୍ଷଣ ତାଲିମ ଶିବିର ଉଦ୍ଘାଟନ ହୋଇଯାଇଛି।ଏହି ତାଲିମ ଶିବିର ରେ ୩୦ଜଣ ସ୍ବେଛସେବୀ ବିନା ମୂଲ୍ୟ ରେନମା ପଞ୍ଜୀକୃତ କରି ତାଲିମ ନେଉଛନ୍ତି। ଏହି ସଂସ୍ଥା ୨୦୧୮ମସିହା ରୁ ଲୋଇସିଂହା ବ୍ଲକ ରେ ପିଲାଙ୍କ ଶିକ୍ଷା ର ଉନ୍ନତି ସକାଶେ କାର୍ଯ୍ୟ କରି ଆସୁଛି ।ଏହି ସଂସ୍ଥା ତରଫ ରୁ ଲୋଇସିଂହା ବ୍ଲକ ର କୁଶଙ୍ଗ ଗ୍ରାମ ରେ (ଶିକ୍ଷା ବଦଳ ରେ ଶିକ୍ଷା) ତରଫ ରୁ ବିୟୁଟି ପ୍ରଶିକ୍ଷଣ ତାଲିମ ଶିବିର ଉଦ୍ଘାଟନ ହୋଇ ଯାଇଛି।ଏହି ଉଦ୍ଘାଟନୀ ଦିବସ ରେ କୁଶଙ୍ଗ ଗ୍ରାମ ର ମୁଖିଆ ଶ୍ରୀ ବୃନ୍ଦାବନ ପଟେଲଙ୍କୁ ମୁଖ୍ୟ ଅତିଥି ଭାବରେ ପାଇଥିଲୁ ଏବଂ ତାଙ୍କ ସହିତ ଅନ୍ୟାନ୍ୟ ଅତିଥି ମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି ବିୟୁଟି ପ୍ରଶିକ୍ଷଣ ତାଲିମ ଶିବିର କୁ ସୁଚାରୁ ରୂପେ ଆଗକୁ ନେବା ପାଇଁ ପ୍ରଥମ ଏଡୁକେସନ ସଂସ୍ଥା ର ଜିଲ୍ଲା ସଂଯୋଜକ ଶ୍ରୀ କୁମୁଦ ରଞ୍ଜନ ମହାନ୍ତି ଏବଂ ଏହି ସଂସ୍ଥାର ସଦସ୍ୟ ଯଥା - ରାକେଶ ଦୀପ,ଜତି ଦିପ, ଦେବାନନ୍ଦ ବାଘ,ରସାନନ୍ଦ,ବିଦୁମଣି, ପୂର୍ବସା, ରାକ୍ଷୀ, ଭାନୁମତୀ ଓ ବିୟୁଟି ପ୍ରଶିକ୍ଷଣ ପାଇଁ ଆସିଥିବା ବିୟୁଟି ଟ୍ରେନର ଖୁଲଣା ଗର୍ଡିଆ ହାତ ବଢ଼ାଇ ଥିଲେ। ଏହି ତାଲିମ ଶିବିର କୁ ସଫଳ କରିବାରେ ଏହି ଗ୍ରାମର ଚିନ୍ତାମଣି ଦାଶଙ୍କ  ପ୍ରମୁଖ ଭୂମିକା  ରହିଥିଲା, ଶେଷରେ ରାକେଶ ଦୀପ   ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   10-Jun-2026
  ଜିଲ୍ଲା  
ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   10-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026
  ଜିଲ୍ଲା  
ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   09-Jun-2026
  ଜିଲ୍ଲା  
ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   09-Jun-2026
  ଜିଲ୍ଲା  
*ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   09-Jun-2026
  ଜିଲ୍ଲା  
ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   09-Jun-2026
  ଜିଲ୍ଲା  
ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   09-Jun-2026

You Might Also Like