-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସମିତି ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

08-Feb-2023



ବେଲପଡା (ପୁର୍ଣ୍ଣ ଶଶୀ ଶେଖର ରାଓ)
ବଲାଙ୍ଗିର ଜିଲ୍ଲାର ଚତୁର୍ଥ ନମ୍ବର ମହାବିଦ୍ୟାଳୟ ହେଉଛି ବେଲପଡା ପଞ୍ଚାୟତ ସମିତି ମହାବିଦ୍ୟାଳୟରେ ଆଜି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବ ରେ‌ ପାଟଣାଗଡ଼ ବିଧାୟକ ତଥା ଓଡ଼ିଶା ସରକାର ଙ୍କ ଉପମୁଖ୍ୟ ସଚେତକ ଶ୍ରୀ ଯୁକ୍ତ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ଆସ୍ଥା ପଲ୍ଳିକ ସ୍କୁଲ ର ଚ୍ୟାରମେନ ଶ୍ରୀ ଯୁକ୍ତ ଶଙ୍କର ପ୍ରସାଦ ଜୈନ , କେ,ଭି କଲେଜର ଅଧ୍ୟାପକ ସତ୍ୟବ୍ରତ ମିଶ୍ର ଯୋଗଦାନ କରିଥିଲେ।ବେଲପଡା କଲେଜ ଅଧ୍ୟକ୍ଷ ନବୀନ କୁମାର ମେହେର, ଯୁକ୍ତ ଦୁଇ ସାଂସ୍କୃତିକ ସଭାପତି ମନୋଜ କୁମାର ମହାଖୁଡ, କଲେଜ ଅଧ୍ୟାପକ ସୁଦାମ ଚରଣ ମହାପାତ୍ର ମଞ୍ଚାସୀନ ଥିଲେ। ସମସ୍ତ ଅତିଥି ମାନଙ୍କୁ କଲେଜର ଛାତ୍ରୀ ମାନେ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟାପକ ସୁରେଶ ମେହେର ସଭା ପରିଚାଳନା କରିଥିବା ଜଣାପଡିଛି। ପ୍ରଥମେ ସମସ୍ତ ଅତିଥି ମାନଙ୍କ ଦ୍ଵାରା ଦୀପ ପ୍ରଜ୍ବଳନ କରାଯାଇଥିଲା ତାବାଦ ସମସ୍ତ ଅତିଥି ନିଜ ନିଜର ସମ୍ଭାଷଣ ପ୍ରକାଶ କରିଥିଲେ। ମୁଖ୍ୟ ଅତିଥି ଙ୍କ କରକମଳରେ ବିଭିନ୍ନ ବିଭାଗ ର ଚମ୍ପିୟାନ ଛାତ୍ରଛାତ୍ରୀ ଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଛି।ପରେ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଏହି କାର୍ଯ୍ୟକ୍ରମ କୁ ଉପଭୋଗ କରିବା ପାଇଁ କଲେଜର ସମସ୍ତ ଛାତ୍ରଛାତ୍ରୀ  ଓ ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ଥିଲେ। ସେଠାରେ ବିଧାୟକ ଙ୍କ ପ୍ରତିନିଧି କୁମୁଦ ମହାଖୁଡ ( ବାପି), ଗଣେଶ ମେହେର, ରବିନ୍ଦ୍ର ମେହେର,ମୁନା ମେହେର, ବିଜୁ ଜନତା ଦଳର ବ୍ଳକ ସଭାପତି ଲକ୍ଷ୍ମଣ ମେହେର ଓ ବେଲପଡା ବ୍ଳକ ବିଜେଡି ନେତା ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like