-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସ ପରାମର୍ଶଦାତା ତାଲିମ ଶିବିର ଉଦ୍‌ଘାଟିତ

08-Feb-2023



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଆଟଗାଁ ହାଇସ୍କୁଲ ଠାରେ ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସ ପରାମର୍ଶଦାତାମାନଙ୍କ ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲିପ କୁମାର ଯୋଷୀଙ୍କର ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା ଯୋଗ ଦେଇ ରେଡକ୍ରସର ପ୍ରତିଷ୍ଠାତା ହେନେରୀ ଡୁନାଣ୍ଟଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ 

ଅନ୍ୟ ଅତିଥି ଭାବରେ ଶାରିରୀକ ଶିକ୍ଷା ନିରୀକ୍ଷକ ତଥା ଜୁନିୟର ରେଡକ୍ରସ ସଂପାଦକ ଅନ୍ତର୍ଯ୍ୟାମି ବିଶ୍ୱାଲ, ଜିଲ୍ଲା ଜୁନିୟର ରେଡକ୍ରସ ଅଧିକାରୀ ସୁବାଷ ଚନ୍ଦ୍ର ପଟେଲ ପର୍ଯ୍ୟବେକ୍ଷକ ଦିଗାମ୍ବର ନାଏକ ଓ ନିଳମଣି ପଟେଲ ଯୋଗ ଦେଇଥିଲେ । ଉକ୍ତ ତ୍ରିଦିବସୀୟ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାରୁ ୩୦ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ଜୁନିୟର ରେଡକ୍ରସର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ବନ୍ଧୀୟ ପାଠ୍ୟକ୍ରମ ଶିକ୍ଷାଦାନ ଦିଆଯାଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ଶିଶୁ ଶ୍ରମିକ, ବାଲ୍ୟ ବିବାହ ପ୍ରଥା ଉଚ୍ଛେଦ, କନ୍ୟା ଭୃଣହତ୍ୟା ରୋକିବା, ଶଡକ ସୁରକ୍ଷା ବିଷୟରେ ସାଧନ କର୍ମୀମାନେ ଜୁନିୟର ରେଡକ୍ରସ ପରାମର୍ଶଦାତାମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ତାଲିମଦାତା ଭାବରେ ଶରତ ମେହେର, ରାମ ନାରାୟଣ ଦାଶ, ରଶ୍ମିରାଣି ଦାଶ, ହେମନ୍ତ ପଧାନ, ଦେବାନନ୍ଦ ଦାଶ, ଘନଶ୍ୟାମ ମେହେର, ସୁରେନ୍ଦ୍ର ନାଏକ ପ୍ରମୁଖ କାର୍ଯ୍ୟ ତୁଳାଇଥିଲେ । ମୁଖ୍ୟ ଅତିଥି ସ୍ୱାସ୍ଥ୍ୟ,

ସେବା ଓ ବନ୍ଧୁତା ରେ ସମସ୍ତେ ବ୍ରତି ହେବାକୁ ମତ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମକୁ ସାଧନକର୍ମୀ ବିକାଶ ସାହୁ ପରିଚାଳନା କରିଥିବା ବେଳେ ସାଧନ କର୍ମୀ ରବିନ୍ଦ୍ର ଠେଟୁଆଲ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ କ୍ଷୀତେଶ୍ୱର ବିଶ୍ୱାଲ, ସୁରେନ୍ଦ୍ର ନାଏକ, ରୋହିତାଶ୍ୱର ଯୋଷୀ, ଜ୍ୟୋସ୍ନା ଭୋଇ, ସନ୍ତୋଷିନୀ ସାହୁ, ପଦ୍ମିନୀ ସାହୁ, ସନାତନ ବାଗ, ନିତେଇ ନାଏକ, ଶ୍ୟାମରାଣୀ ମହାପାତ୍ର, ଗଙ୍ଗାଧର ବଗର୍ତ୍ତି, ପ୍ରେମରାଜ ପଶାୟତ, ରମାକାନ୍ତ ବେହେରା, ଚିନ୍ତାମଣି ବାଗ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like