-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ସାର କଳାବଜାରୀ କୁ ଦୃଢ଼ହସ୍ତ ରେ ଦମନ କରାଯିବ - ଜିଲ୍ଲାପାଳ

08-Feb-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲାର ବିଭିନ୍ନ ସୂତ୍ରରୁ ପ୍ରାପ୍ତ ଅଭିଯୋଗ କ୍ରମେ ସୁବର୍ଣ୍ଣପୁର ଜିଲ୍ଲାରେ ସମସ୍ତ ରାସାୟନିକ  ସାର ଓ  କୀଟନାଶକ ର ସହଜ ଓ ବ୍ୟବସ୍ଥିତ ଉପଲବ୍ଧତା  ଏବଂ ବିଶେଷ  କରି  ଜିଲ୍ଲାରେ ୟୁରିଆ ର କଳାବଜାରୀ ରୋକିବା ପାଇଁ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଦୃଢ଼ ପଦକ୍ଷେପ ନେଇଛନ୍ତି l ସୁବର୍ଣ୍ଣପୁର ଏକ କୃଷିପ୍ରଧାନ ଜିଲ୍ଲା ହୋଇଥିବାରୁ ଏଠାକାର ହଜାର ହଜାର  କୃଷକ ରବି ରୁତୁରେ ଧାନ ଚାଷ କରୁଛନ୍ତି I  କିନ୍ତୁ ବିଗତ ବର୍ଷ ମାନଙ୍କରେ ଦେଖାଯାଇଛି ଯେ ଠିକ୍ ଦରକାର ବେଳେ ଅସାଧୁ ବ୍ୟବସାୟୀ ମାନେ  ରାସାୟନିକ ସାର ଗଚ୍ଛିତ କରି ଅହେତୁକ ଭାବରେ ଏହାର ମୂଲ୍ୟ  ବୃଦ୍ଧି କରୁଛନ୍ତି  l ଏହାର ସିଧାସଳଖ ପ୍ରଭାବ  ଗରିବ କୃଷକ ମାନଙ୍କ  ଉପରେ ପଡୁଛି I ଏହା ଏକ  ସମ୍ବେଦନଶୀଳ ଘଟଣା ହୋଇଥିବାରୁ ଜିଲ୍ଲା ପ୍ରଶାସନ ଏହାକୁ ଗୁରୁତ୍ୱ ସହକାରେ ନେଇଛନ୍ତି I ଉଭୟ ସୋନପୁର ଓ  ବୀରମହାରାଜପୁର ଉପଖଣ୍ଡ ରେ ଉପଜିଲ୍ଲାପାଳ ମାନଙ୍କ ନେତୃତ୍ବରେ ଦୁଇଟି  ଟାସ୍କଫୋର୍ସ  ଗଠନ କରାଯାଇଛି l ଏହି ଚଢାଉ ଦଳରେ ବିଭିନ୍ନ ବ୍ଲକର ର  ବରିଷ୍ଠ  କୃଷି ଅଧିକାରୀ, ଅତିରିକ୍ତ ତହସିଲଦାର , ଥାନା ଅଧିକାରୀ ଇତ୍ୟାଦି  ରହିବେ I ଏହି  ଏନଫୋର୍ସମେଣ୍ଟ  ଟିମ୍ ଜିଲ୍ଲାର ସମସ୍ତ ସାର ଡିପୋ,  ସରକାରୀ  ତଥା ବେସରକାରୀ ସାର ଓ  କୀଟନାଶକ ବିକ୍ରି  କେନ୍ଦ୍ର ଉପରେ 24x7 ଘଣ୍ଟିଆ ନଜର ରଖିବ I  କୌଣସି ବି ଜାଗାରେ ସାର କଳାବଜାରୀ ଓ ନକଲି  କୀଟନାଶକ ବିକ୍ରି ର ଖବର ପାଇଲା ମାତ୍ରେ ସେଠାରେ ଚଢ଼ାଉ କରି ଆଇନ ଅନୁଯାୟୀ ଦୃଢ଼  ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି l କୌଣସି ଅଞ୍ଚଳରେ କୃଷକମାନେ ସାର କ୍ରୟ ସମ୍ବନ୍ଧୀୟ ଅସୁବିଧାର ସମ୍ମୁଖୀନ ହେଲେ ଅତିଶୀଘ୍ର ଅଞ୍ଚଳର କୃଷି  ଅଧିକାରୀ  କିମ୍ବା ନିକଟସ୍ଥ ଥାନା ରେ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ  ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like