-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ବିଶେଷ

ହୋ ମୁଣ୍ଡାରୀ ଭୂମିଜ ଆଦିବାସୀ ଭାଷା କୁ ସମ୍ବିଧାନ ର ଅଷ୍ଟମ ସୂଚୀରେ ସାମିଲ , କେନ୍ଦୁପତ୍ର ରୁ ଜିଏସଟି ଛାଡ଼ ଟିଏସପି ଲାଗୁ ଏବଂ ଆଦିବାସୀ ଗୋଷ୍ଠୀ ଙ୍କୁ ଆଦିବାସୀ ତାଲିକାରେ ଦାବୀ କଲେ ସାଂସଦ ନିରଞ୍ଜନ ବିଶି.

08-Feb-2023



ଓଡିଶା ରାଜ୍ୟରେ ଥିବା ବାସଠି ପ୍ରକାର ଆଦିବାସୀ  ସମ୍ପ୍ରଦାୟ ମଧ୍ୟରୁ ୧୬୯  ଅଂଶ, ବଂଶ,ଗୋଷ୍ଠୀ ଯଥା ସଅର, ତlମlଡ଼ିଆ, ଭଞ୍ଜପୁରାଣ,କଳଙ୍ଗା,ପହଁରିଆ,ଝୋଡ଼ିଆ,ମାଙ୍କିଡିଆ,ଦୁରୁଆ,ଚୁକଟିଆ ଭୁଞ୍ଜିଆ,ପାଉଡି ଭୁଞ୍ଜିଆ,ଅ ମାନଟିଆ,ବେଲଦାର ଗଣ୍ଡ,ବୁଡୁ କନ୍ଧ,ବୁଢ଼ା କନ୍ଧ, ଭୋକତା,ବୋଡା ଶବର,ବୋଇ ଗଦବା,ବାରେଙ୍ଗା ଝୋଡ଼ିଆ,ପରଜା,ଚେରେଙ୍ଗା କୋଲ୍ହ,ଚପୁଅ କମାର,ଏରେଙ୍ଗା ମୁଣ୍ଡା,ଏରେଙ୍ଗା କୋଲ୍ହ, ଗୁମ୍ଫା କୋୟା, ଯୋଡ଼ିଆ କନ୍ଧ,କନୱାର,ଖଣ୍ଡାୟତ ଭୂୟାଁ, କନ୍ଧିଆ, କୋରା,ନାଗେଶ୍ୱର,ନlଗବନସି ମୁଣ୍ଡା,ଓଲେରା ଗଦବା,ପୁରାଣ,ପାହାଡି ଖରିଆ,ସାନ ଗଦବା, ନାକାସିଆ, ଭୂଇଁହାର,ପ୍ରମୁଖ  ଛାଡ଼ିହୋଇଥିବା ଆଦିବାସୀ ସମ୍ପ୍ରଦାୟ ର ଗୋଷ୍ଠୀକୁ ଆଦିବାସୀ ତାଲିକାରେ ସାମିଲ କରିବା ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ  ସୁପାରିଶ କରିଛନ୍ତି l ସମ୍ବିଧାନ ପ୍ରଦତ୍ତ ଅଧିକାର ରୁ ଉକ୍ତ ଆଦିବାସୀ ଗୋଷ୍ଠୀ ବଞ୍ଚିତ ହେଉଛନ୍ତି l  ଶିକ୍ଷା,ସାମାଜିକ, ଅର୍ଥନୈତିକ,ରାଜନୈତିକ ଅଧିକାର ରୁ ଏହି ଆଦିବାସୀ ମାନଙ୍କୁ ବିକଶିତ କରିବାକୁ ହେଲେ ରାଜ୍ୟ ଆଦିବାସୀ ତାଲିକାରେ ସାମିଲ କରିବା ଆବଶ୍ୟକ ବୋଲି  ସାଂସଦ ଶ୍ରୀ ବିଶି ପ୍ରକାଶ କରିଥିଲେ l ଦ୍ଵିତୀୟ ରେ ଓଡିଶା ରାଜ୍ୟର ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ,କେନ୍ଦୁପତ୍ର ବନ୍ଧାଳୀ,ବିଡି ଶ୍ରମିକ,ଅସ୍ଥାୟୀ କର୍ମଚାରୀ ମାନଙ୍କୁ ଓଡିଶା  ସରକାର କେନ୍ଦୁପତ୍ର ଲାଭଂଶ ରୁ ବୋନସ,ଛାତ୍ରବୃତ୍ତି,ବିବାହ ସହାୟତା,ପ୍ରୋତ୍ସାହନ ରାଶି,ମୃତ୍ୟୁ କାଳିନ ଆର୍ଥିକ ସହାୟତା ପ୍ରଦାନ କରିଥାନ୍ତି l  କେନ୍ଦୁପତ୍ର ଶ୍ରମିକ ମାନଙ୍କ ମଧ୍ୟରେ ଅଧିକାଂଶ ଆଦିବାସୀ ଅଛନ୍ତି l ଆଦିବାସୀ ଙ୍କ ଜଙ୍ଗଲ ଜମି ଅଧିକାର ସ୍ୱୀକୃତି ଆଇନ ୨୦୦୬ ଅନୁସାରେ ଆଦିବାସୀ ମାନେ କେନ୍ଦୁପତ୍ର ଏବଂ ସଂଗ୍ରହ ବିକ୍ରୟ କରିବା ଅଧିକାର ହାସଲ କରିଛନ୍ତି l  କେନ୍ଦ୍ର ସରକାର ତୁରନ୍ତ ଅଠର ପ୍ରତିଶତ ଜିଏସଟି ପ୍ରତ୍ୟାହାର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବୀ କରିସାରିଛନ୍ତି l ଅତଏବ କେନ୍ଦୁପତ୍ରରୁ ଜିଏସଟି ପ୍ରତ୍ୟାହାର କଲେ ଓଡିଶା ରାଜ୍ୟର ଆଦିବାସୀ ବିଶେଷ ଲାଭlନ୍ୱିତ ହୋଇପାରିବେ ବୋଲି ସାଂସଦ ଶ୍ରୀ ବିଶି ଦାବୀ କରିଛନ୍ତି l ତୃତୀୟ ରେ ସାଂସଦ ଶ୍ରୀ ବିଶି ଦାବୀ କରିଥିଲେ ଯେ ଆଦିବାସୀ ଭାଷା ହୋ,ଭୂମିଜ, ମୁଣ୍ଡାରୀ କୁ ସମ୍ବିଧାନ ର ଅଷ୍ଟମ ସୂଚୀ ରେ ସାମିଲ କରାଯାଉ lଓଡିଶା ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟ ର ଲୋକ ମାନଙ୍କ ଶିକ୍ଷା ସଂସ୍କୃତି କୁ ଦୃଷ୍ଟି ରେ ରଖି ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ  ନିଜ ମାତୃଭାଷା ରେ ଶିକ୍ଷା ପ୍ରଦାନ କରିବା ଆବଶ୍ୟକ. କେନ୍ଦ୍ର ସରକାର ଆଦିବାସୀ ଭାଷା ସଂସ୍କୃତି କୁ ଅବହେଳା କରୁଛନ୍ତି l ଯାହାଦ୍ୱାରା ଆଦିବାସୀ ବିକାଶ ବାଧାପ୍ରାପ୍ତ ହେଉଛି l ହୋ,ଭୂମିଜ,ମୁଣ୍ଡାରୀ ଭାଷା କୁ ସାମ୍ବିଧାନିକ ସ୍ୱୀକୃତି ପ୍ରଦାନ କଲେ ଉକ୍ତ ସମ୍ପ୍ରଦାୟ ର ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ l ସାଂସଦ ଶ୍ରୀ ବିଶି ଆହୁରି କହିଥିଲେ ଯେ ଓଡିଶାର ଆଦିବାସୀ ମାନଙ୍କ  ବିକାଶ ପାଇଁ ତତ୍କାଳୀନ କେନ୍ଦ୍ର ସରକାର ଆଦିବାସୀ ଉପ ଯୋଜନା (ଟ୍ରାଇବlଲ ସବ ପ୍ଲାନ ) ଅନୁସୂଚିତ ଜାତିଙ୍କ ବିକାଶ (ଏସ.ସି.ଏସ.ପି ) ଅନୁସୂଚିତ ଜାତି ଉପ ଯୋଜନା ଏବଂ  ଅବିଭକ୍ତ କଳାହାଣ୍ଡି ବଲାଙ୍ଗିର କୋରାପୁଟର ବିକାଶ ପାଇଁ (କେବିକେ) ଯୋଜନା କରିଥିଲେ l ଉକ୍ତ ଯୋଜନା କୁ ବର୍ତମାନ ର ସରକାର ବନ୍ଦ କରିଦେଇଛନ୍ତି l ତେଣୁ ତୁରନ୍ତ ଉକ୍ତ ଯୋଜନା ଗୁଡିକୁ କେନ୍ଦ୍ର ସରକାର ଲାଗୁ କରି ପାଣ୍ଠି ପ୍ରଦାନ କରିବାକୁ ସାଂସଦ ଶ୍ରୀ ବିଶି ଦାବୀ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like