-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||     

HOME   ଜିଲ୍ଲା

ସୁବଳୟା ବିରାଟ ଧନୁଯାତ୍ରା ମହୋତ୍ସବ ଉଦଘାଟିତ - କଂସ ମହାରାଜଙ୍କ ରାଜ୍ୟ ଅଭିଷେକ

09-Feb-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ସ୍ଥିତ ବାବା ଅବଧୂତ ସାଂସ୍କୃତିକ ସଂଘ ପକ୍ଷରୁ ବିରାଟ ଧନୁଯାତ୍ରା ମହୋତ୍ସବ ଉଦଘାଟିତ ହୋଇଯାଇଛି।‌ ଏଥିରେ  ଉପଖଣ୍ଡ ପୋଲିସ ଅଧିକାରୀ ଡୋଳାମଣି ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ  ଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଏହି ଅବସରରେ ସୁବଳୟା ସରପଞ୍ଚ ପ୍ରମୋଦ ମହାପାତ୍ର, କମିରା ସରପଞ୍ଚ ପ୍ରତିନିଧି ତଥା ସମାଜସେବୀ ସପନ ପଧାନ, ଧନୁଯାତ୍ରା କମିଟିର ସଭାପତି ରାଜେଶ ସେଠୀ, ବାବା ଅବଧୂତ ସାଂସ୍କୃତିକ ସଂଘ ସଭାପତି ସୁଦାମ ମେହେର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ଅତିଥିଙ୍କ ଦ୍ବାରା  ମୁନା ମାହାଣା, ନମିତା ହୋତା,  ଶୁଶିଲ ମେହେରଙ୍କୁ ବାବା ଅବଧୂତ ସାଂସ୍କୃତିକ ସଂଘ ପକ୍ଷରୁ ମାନପତ୍ର ଦେଇ ସମ୍ବର୍ଦ୍ଧନା କରାଯାଇଥିଲା।ଶୁକାନ୍ତ ପୁରୋହିତ ସଭା ପରିଚାଳନା କରିଥିବା ବେଳେ କମିଟି ସମ୍ପାଦକ ସୁଦାମ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ନାଟ୍ୟ ଅଭିନୟକ୍ରମେ  ମଥୁରା ନଗରି ନରେଶ ଉଗ୍ରସେନ ମହାରାଜାଙ୍କ ନଗର ପରିକ୍ରମା କରିବା ସହ ରାଜ ଦରବାରରେ ସଭା ଆୟୋଜନ ହୋଇଥିଲା। ଏଥିରେ କଂସ ମହାରାଜଙ୍କର ରାଜ୍ୟ ଅଭିଷେକ ଉତ୍ସଵ ଆୟୋଜନ ହୋଇଥିଲା। କଂସ ମହାରାଜଙ୍କ ଆଦେଶ କ୍ରମେ  ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ଦର୍ଶକ ମନଭରି ଉପଭୋଗ କରିଥିଲେ। ଏହି ଅବସରରେ ମୀନା ବଜାର, ଅପେରା, ବିଭିନ୍ନ ଘରୋଇକରଣ ସାମଗ୍ରୀ ଦୋକାନ ପସରା, ମେଲୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026

You Might Also Like