-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସ ପରାମର୍ଶଦାତା ଶିବିରର ଦ୍ୱିତୀୟ ଦିନ କାର୍ଯ୍ୟକ୍ରମ

09-Feb-2023



ବଲାଙ୍ଗୀର(ସନ୍ତୋଷ କୁମାର ଠାକୁର) ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସ ପରାମର୍ଶଦାତାମାନଙ୍କର ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରାଙ୍କର ପ୍ରତ୍ୟେକ୍ଷ ତତ୍ତ୍ୱାବଧାନ ରେ ଦ୍ୱିତୀୟ ଦିନ ର କାର୍ଯ୍ୟକ୍ରମର ସମାପନ ହୋଇଯାଇଛି । ପ୍ରଧାନ ଶିକ୍ଷକ ଦିଲିପ ଯୋଷୀଙ୍କର ସଭାପତିତ୍ୱ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପୁଇଁନ୍ତଲା ବ୍ଲକ ଅଧ୍ୟକ୍ଷ ସରୋଜ କୁମାର ପ୍ରଧାନ ମୁଖ୍ୟ ବକ୍ତା ଭାବରେ ପୂର୍ବତନ  ରାଜ୍ୟ ଜୁନିୟର ରେଡକ୍ରସ ଅଫିସର, ଓଡିଶା ଧରମସିଂ ମିଶ୍ର, ସମ୍ମାନିତ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ସାଲିନି ସେଠ, ବ୍ଲକ ଉପାଧ୍ୟକ୍ଷା ନୋମିନି ସୁଧୀର ଅମାତ, ପର୍ଯ୍ୟବେକ୍ଷକ ଦିଗାମ୍ବର ନାଏକ, ନିଳମଣି ପଟେଲ, ଜୁନିୟର ରେଡକ୍ରସ ଅଫିସର ସୁବାଷ ପଟେଲ, ସଂପାଦକ ଅନ୍ତର୍ଯ୍ୟାମି ବିଶ୍ୱାଲ ଯୋଗ ଦେଇଥିଲେ । ସକାଳୁ ପ୍ରଭାତଫେରି ପ୍ରାର୍ଥନା, ଯୋଗାଭ୍ୟାସ ଓ ସଫେଇ କାର୍ଯ୍ୟକ୍ରମ ହୋଇଥିଲା । ଆଟଗାଁ ବିଦ୍ୟାଳୟର ଶିକ୍ଷୟତ୍ରୀ ଜ୍ୟୋସ୍ନା ଭୋଇ, ସାଧନକର୍ମୀ ଘନଶ୍ୟାମ ମେହେର ଓ ରବିନ୍ଦ୍ର ଠେଟୁଆଲ ଦାୟିତ୍ୱର ସହିତ କାର୍ଯ୍ୟ ତୁଳାଇଥିଲେ । ପ୍ରଥମ ପର୍ଯ୍ୟାୟରେ ପ୍ରାଥମିକ ଚିକିତ୍ସା ବିଷୟରେ ଫାଷ୍ଟ ଏଡର ରାମ ନାରାୟଣ ଦାଶ ଓ ଅରବିନ୍ଦ କୁମ୍ଭାର, ରକ୍ଷକ ବିଷୟରେ ରାଜ୍ୟ ମାଷ୍ଟର ଟ୍ରେନର ରଶ୍ମିରାଣୀ ଦାଶ ଓ ପ୍ରଭାକର ଛନ୍ଦ ଶିକ୍ଷଣ କାର୍ଯ୍ୟ ତୁଳାଇଥିଲେ । ଦ୍ୱିତୀୟ ଅଧିବେଶନରେ ରକ୍ତଦାନ ମହାପୂଣ୍ଣ୍ୟ ଉପରେ ଭୀମ ଭୋଇ ମେଡିକାଲ କଲେଜ ଓ ହସପିଟାଲର ବ୍ଲଡ ବ୍ୟାଙ୍କ କର୍ମଚାରୀ ସେକ୍ ଅବଦୁଲ ଅସରଫ୍ ବିଷୟରେ ଶିକ୍ଷାଦାନ କରାଇଥିଲେ ।

ପର୍ଯ୍ୟବେକ୍ଷକ ଦିଗାମ୍ବର ନାଏକ ପତାକା ଉତ୍ତୋଳନ କରିଥିବା ବେଳେ ପର୍ଯ୍ୟବେକ୍ଷକ ନିଳମଣି ପଟେଲ ଧ୍ୱଜା ଅବତରଣ କରିଥିଲେ । ମାନସ ଦୋରା, ବନବାସ ବାଗ, ପୁନମ କାଲକୋ, ଝୁନିତା ଭୋଇ, ମମତା ମହାଧିକ, ଦୟାସାଗର ଛୁରା,ଚୈତନ୍ୟ ମହାନନ୍ଦ, ବିରେନ୍ଦ୍ର ଭୋଇ, ଧରଣି ରଣା, ପବିତ୍ର ମୋହନ ବୁଡେକ, ହରିପ୍ରୀୟା ଧରୁଆ, ରାଧାମାଧବ କୁଟୁଲା, ଅଭୟ କୁମାର ପ୍ରଧାନ, ସ୍ୱରାଜ ବୁଡେକ, ଆକାଶ କୁମାର ସାହୁ, ସତ୍ୟବାନ ମେହେର, ମନୋଜ କୁମାର ସାହୁ, ବିକାଶ ଭୋଇ, ଶିବ ଶଙ୍କର ସେଠ, ରାସେଶ୍ୱର ଅଗ୍ରୱାଲା, ସନାତନ ବାଗ, ଦିଲିପ କୁମାର ଯୋଷୀ, ଆଶୁତୋଷ ପଧାନ, ପ୍ରତୁଲ କୁମାର କୁଦେଇ, ଭକ୍ତଚରଣ ସେଠ, ବିଶ୍ୱଜିତ ପଟେଲ, ପ୍ରଶାନନ୍ଦ ବାଗ, ସୁଦର୍ଶନ ନାଏକ, ମଦନ କୁମାର ସୋଏ ପ୍ରମୁଖ ଶିବିରରେ ତାଲିମ ଗ୍ରହଣ କରୁଛନ୍ତି । ବିଦ୍ୟାଳୟର କ୍ଷେତେଶ୍ୱର ବିଶ୍ୱାଲ, ସୁରେନ୍ଦ୍ର ନାଏକ, ରୋହିତାଶ୍ୱର ଯୋଷୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରୁଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like