-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ଆଜି ଆଗଲପୁର (ଡୁଡୁକା) ବ୍ଲକରେ ବିଜେପି ପକ୍ଷରୁ ବ୍ଲକ୍ କାର୍ଯ୍ୟାଳୟ ଘେରାଓ

09-Feb-2023



ଲୋଇସିଂହା, (ବିନୋଦ କୁମାର ଦୀପ) ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ଆଗଲପୁର (ଡୁଡୁକା) ବ୍ଲକରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ବ୍ଲକ୍ କାର୍ଯ୍ୟାଳୟ ଘେରାଓ କରା ଯାଇଥିଲା l ପରେ ପରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଥିଲା l ପ୍ରକୃତ ହିତାଧିକାରୀ ଆବାସ ଯୋଜନାରେ ବାଦ୍ ପଡିବା ନେଇ ସରକାରଙ୍କୁ ସୂଚାଇ ଦିଆଗଲା, ଆଗାମୀ ଦିନରେ ଆବାସ ଯୋଜନାରେ ହୋଇଥିବା ହିତାଧିକାରୀ ଚିହ୍ନଟ ପ୍ରକ୍ରିୟାକୁ ଠିକ୍ ଭାବରେ କାର୍ଯକାରୀ କରା ନଗଲେ ଆନ୍ଦୋଳନ ଆହୁରି ତୀବ୍ରତର କରାଯିବ ବୋଲି ବିଜେପି ପକ୍ଷରୁ ସରକାରଙ୍କୁ ଚେତାବନୀ ଦିଆଗଲା l

ପ୍ରକୃତରେ ଦେଖିବାକୁ ଗଲେ ଯେଉଁ ମାନଙ୍କ ଚାଲ ଛପର ଘର ଅଛି, ରହିବା ପାଇଁ ବାସହାରା, ଯେଉଁ ଲୋକ ଦିବ୍ୟାଙ୍ଗ ଯାହାକି ସମାଜରେ ବଂଚିବା ସେମାନଙ୍କ ପାଇଁ  କଷ୍ଟଦାୟକ, ଯେଉଁମାନେ ଖାଇବାକୁ ଦୁଇବେଳେ ଠିକ ସେ ପାଇପାରୁ ନାହାନ୍ତି ସେମାନଙ୍କୁ ଏ ଆବାସ ଯୋଜନାରୁ ବାଦ କରାଯାଇଛି, ହେଲେ ଅନେକ ଲୋକଙ୍କ କୋଠା ଥାଇ ମଧ୍ୟ ସେମାନଙ୍କୁ ଏହି ଆବାସ ଲିଷ୍ଟରେ ଅନ୍ତର୍ଭୁକ୍ତ କରାଯାଇଛି l ଏଣୁ ସରକାର ପୁଙ୍ଖନୁପୁଙ୍ଖ ଭାବେ ତଦନ୍ତ କରି ପ୍ରକୃତ ହିତାଧିକାରୀକୁ ଆବାସ ଯୋଜନାରେ ସାମିଲ କରିବା ଦରକାର l  ଏହି ବ୍ଲକ୍ ଅଫିସ୍ ଘେରାଓ କାର୍ଯକ୍ରମଟି ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା l  ଏହାସହ ଏମ. ପି. ନୋମିନି ତଥା ଆଗଲପୁର ମଣ୍ଡଳ ସଭାପତି ଉମେଶ ଚନ୍ଦ୍ର ପଟେଲ, ଡୁଡୁକା ମଣ୍ଡଳ ସଭାପତି ପିତାମ୍ବର କଣ୍ଟା, ବରିଷ୍ଠ ବିଜେପି କାର୍ଯ୍ୟକର୍ତ୍ତl ସୀତାରାମ ପୁରୋହିତ, ବିଜେପି ଯୁବନେତା ସମୀର ସିଂଦେଓ, ଏସସି ମୋର୍ଚ୍ଚା ରାଜ୍ୟ ସଦସ୍ୟ ଖଗେଶ୍ୱର ନାଗ, ସମିତିସଭ୍ୟ ଝରଣୀପାଲି ନରେଶ ସାହୁ, ଏସଟି ମୋର୍ଚ୍ଚା ଡୁଡୁକା ମଣ୍ଡଳ ସଭାପତି ଭୁବନେଶ୍ୱର ଧରୁଆ, ଗଣ୍ଡାରାମ ସାହୁ, କୃଷ୍ଣ ମେହେର, ରାଜୁ ସାହୁ, ଯାଦବ ସାହୁ ସହ ଉକ୍ତ କାର୍ଯ୍ୟକ୍ରମରେ ଆଗଲପୁର  ବ୍ଲକର ଅନେକ ମହିଳା ଓ ପୁରୁଷ ଯୋଗ ଦେବାସହ ଆଗଲପୁର ବ୍ଲକର ସମସ୍ତ ପଂଚାୟତ ପ୍ରମୁଖ ଓ କାର୍ଯ୍ୟକର୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like