-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଶିବତୁଲା ହାଇସ୍କୁଲରେ ପ୍ରାଥମିକ ଚିକିତ୍ସା ଶିବିର

09-Feb-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ) - ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ଶିବତୁଲାର ୫ଟି ହାଇସ୍କୁଲରେ ଜୁନିଅର ରେଡକ୍ରସ ୟୁନିଟ ଆନୁକୁଲ୍ୟରେ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ଶିବିର ଆୟୋଜିତ ହୋଇଯାଇଛି । ଶବିରରେ ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସୁହାସିନୀ ଦଣ୍ଡସେନା ଅଧ୍ୟକ୍ଷତା କରିଥିଲେ   ବେଳେ  ଶିକ୍ଷୟିତ୍ରୀ ପଲ୍ଲବୀ ଦାଶ ସ୍ୱାଗତ ଅଭିଭାଷଣ ଦେଇଥିଲେ । ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ପ୍ରାଥମିକ ଚିକିତ୍ସା ଅଧ୍ୟାପକ ଭାବରେ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କୁ ପ୍ରାଥମିକ ଚିକିତ୍ସାର ଲକ୍ଷ୍ୟ, ଉଦ୍ଦେଶ୍ୟ, ମୁର୍ଚ୍ଛା, ଶକ୍‌, ରିକୋଭରୀ ପୋଜିସନ, ଡିଆରଏବିସି,ଚୋକିଙ୍ଗ, ସିପିଆର, ବ୍ୟାଣ୍ଡେଜ, ରକ୍ତସ୍ରାବ ଭଳି ବିଭିନ୍ନ କୌଶଳ ବିଷୟରେ ତାଲିମ ଦେଇଥିଲେ । ବରିଷ୍ଠ ସାଧନକର୍ମି ଝସକେତନ ମେହେର ଛାତ୍ରଛାତ୍ରୀ ମାନଙ୍କୁ ଜୁନିଅର ରେଡକ୍ରସର ଆନ୍ଦୋଳନ, ସପ୍ତନୀତି ଓ ବିଦ୍ୟାଳୟରେ ବିଭିନ୍ନ ସେବା ମୂଳକ କାର୍ଯ୍ୟକ୍ରମ ବିଷୟରେ ତାଲିମ ପ୍ରଦାନ କରିଥିଲେ । ଶିକ୍ଷକ ଶଙ୍କର ସାହୁ, ବୁଧରାମ ବେହେରା, ରୋଶନ ଭୋଇ, ଦୂର୍ଯ୍ୟୋଧନ କର୍ଣ୍ଣ, ଦିବ୍ୟରଂଜନ ବିଭାର ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ସାଧନକର୍ମି ଆଶିଷ ନାଏକଙ୍କ ନେତୃତ୍ୱରେ ଗ୍ରାମର ଅବହେଳିତ ଓ ଅସହାୟ ବ୍ୟକ୍ତି ବିଶେଷଙ୍କୁ ଶୀତବସ୍ତ୍ର ଏବଂ ଶୁଖିଲା ଖାଦ୍ୟ ବଂଟନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like