-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଦ୍ୱିତୀୟ ଗନ୍ଧରାଢୀ ଲୋକ କଳା ମହୋତ୍ସବ ଚୂଡାନ୍ତ ପ୍ରସ୍ତୁତି ବୈଠକ 

09-Feb-2023



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି) :ବୌଦ୍ଧ  ବ୍ଲକ ଲଷ୍ମୀପ୍ରସଦ ପଂଚାୟତର ଐତିହାସିକ ଗନ୍ଧରାଢୀ ମନ୍ଦିର ପରିସରରେ ଫେବୃଆରୀ ୨୨ ରୁ ୨୬ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଦ୍ୱିତୀୟ ଗନ୍ଧରାଢୀ ଲୋକ କଳା ମହୋତ୍ସବ ନିମନ୍ତେ ଚୂଡାନ୍ତ ବୈଠକ ସଭାପତି ଅଶୋକ କୁମାର ସାହୁ ଙ୍କ ସଭାପତିତ୍ୱରେ  ଅନୁଷ୍ଠିତ ହୋଇଯାଇଛି l ସମ୍ପାଦକ ଶମ୍ଭୁ ଗିରି ସମ୍ପାଦକୀୟ ବିବରଣୀ ସହିତ ପୂର୍ବ ବୈଠକର ପ୍ରସ୍ତାବ ଉପରେ ସୂଚନା ରଖିଥିଲେ l ସହ ସମ୍ପାଦକ ସ୍ବାଧୀନ କୁମାର ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ l ଏଥିରେ ବିଭିନ୍ନ କମିଟିର ସଦସ୍ୟ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l ସ୍ମରଣୀକା କମିଟି, ଶୋଭାଯାତ୍ରା କମିଟି, ସାଂସ୍କୃତିକ କମିଟି, ସାଜସଜା କମିଟି, ଅର୍ଥ କମିଟି, ବ୍ୟବସ୍ଥାପନା କମିଟି, ଉପରେ ଆଲୋଚନା କରାଯାଇଥିଲା lବିଭିନ୍ନ ଆଲୋଚନାରେ କୋଷାଧ୍ୟକ୍ଷ ନିରଞ୍ଜନ ଗିରି ,ଅଧ୍ୟାପକ ବାସୁଦେବ ପାତ୍ର, ଉପ-ସଭାପତି ବିଦ୍ୟାଧର ସ୍ବାଇଁ,ସହ ସମ୍ପାଦକ ଜ୍ଞାନରଞ୍ଜନ ପଟ୍ଟନାୟକ,ଉପ- ସଭାପତି  ମନରଞ୍ଜନ ପୁରୋହିତ, , ଧ୍ରୁବ ଚରଣ ପାଣିଗ୍ରାହୀ, ନୀଳଲୋହିତ ମହାପାତ୍ର, ସ୍ୱପ୍ନେସ୍ୱର ମହାନ୍ତି,ଅକ୍ଷୟ କୁମାର ସ୍ୱାଇଁ, ନବୀନ କୁମାର ପ୍ରଧାନ, ପ୍ରଭାସ କୁମାର ଶତପଥୀ, କୃତିବାସ ପଲିଆ, ମହେଶ ଅଗ୍ରୱାଲ,ସବର ସେଠୀ, ସ୍ବାଧୀନ କୁମାର ପରିଡା, ଶ୍ରୀପତି ମହାକୁଡ଼, ଶିଵ ବେହେରା, ପ୍ରଶାନ୍ତ କୁମାର ସେଠୀ,ଆଦି ଜେନା, ପ୍ରକାଶ ବାରିକ,ବିଶ୍ୱଜିତ ପୁରୋହିତ, ସଞ୍ଜୟ ପ୍ରଧାନ,ପ୍ରଚାର ପ୍ରସାର କମିଟିର ଅଧ୍ୟକ୍ଷ ସୁଧାଂଶୁ ଶେଖର ମିଶ୍ର ପ୍ରମୁଖ ଯୋଗ ଦେଇ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ lମହୋତ୍ସବ ପାଇଁ ଆବଶ୍ୟକ ହେଉଥିବା ଅର୍ଥ ପ୍ରଥମେ ଉପସ୍ଥିତ ସଭ୍ୟ ଘୋଷଣା କରିଥିଲେ। ଗନ୍ଧରାଡ଼ିମନ୍ଦିର ଓ ହନୁମାନ ମନ୍ଦିର କୁ  ଆଲୋକିକରଣ କରିବା ସହିତ ଦର୍ଶକ ମାନଂକୁ ଆକର୍ଷିତ କରିବା ପାଇଁ ସଭାପତି ପ୍ରସ୍ତାବ ରଖିଥିଲେ l ପୂର୍ବ ବର୍ଷ ରେ ହୋଇଥିବା ତ୍ରୁଟିକୁ ସୁଧାରିବା ନିମନ୍ତେ ସନ୍ତୋଷ କୁମାର କର୍ଣ୍ଣ ମତ ରଖିଥିଲେ lଶେଷରେ ଶମ୍ଭୁ ଗିରି ଧନ୍ୟବାଦ ଅର୍ପଣ କରିଥିଲେ।
 
 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like