-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||     

HOME   ଜିଲ୍ଲା

ଅଜା ଆଈ ଙ୍କ ଭରଷାରେ ତିନି ଅନାଥ ଙ୍କ ଭବିଷ୍ୟତ

05-Dec-2020



ଖପ୍ରାଖୋଲ (ଗୋରେଖନାଥ ବରିହା) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମ ରେ ତିନି ଅନାଥ ସନ୍ତାନ ଙ୍କ ଭବିଷ୍ୟତ ଅଜାଆଈ ଙ୍କ ଭରଷାରେ ରହିଥିବା ଦେଖିବାକୁ ମିଳିଛି ।। ସୁଚନା ଯୋଗ୍ୟ ଯେ ପଞ୍ଚୁକଠାର ଙ୍କ ଗୋଟିଏ ମାତ୍ର ପୁଅ କଲାକୁଞ କଠାର (୩୨)  ବ୍ଳଡ କେନ୍ସର ରେ ଆକ୍ରାନ୍ତ ହୋଇ  ବୁର୍ଲା , ବରଗଡ଼ କଟକ , ପାଟଣାଗଡ଼ ଡ଼ାକ୍ତରଖାନା ଚିକିତ୍ସିତ ହୋଇଥିଲେ ହେଲେ ତାଙ୍କର ଦେହ ଠିକ୍ ହୋଇନଥିଲା ପୁଅ ଚିକିତ୍ସା ପାଇଁ ପୁଞ୍ଚୁ ଧାର କରଜ କରି ଏକ ଲକ୍ଷ ରୁ ଉର୍ଦ୍ଧ ଟଙ୍କା ଖର୍ଚ୍ଚ କରି ଥିଲେ ମଧ୍ୟ କଲାକଞ ଙ୍କ ଦେହ ଠିକ୍ ହୋଇନଥିଲା ।ଗତ ତା ୪.୦୧.୨୦୧୨ ଦିନ ପାଟଣାଗଡ଼ ଡାକ୍ତର ଖାନା ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା।। କଲାକୁଞ ଙ୍କ ତିନୋଟି ସନ୍ତାନ ବଡ଼ ଝିଅ ସରୋଜିନୀ କଠାର (୧୬) ମଝିଆ ଝିଅ ଭୂମିସୂତା କଠାର (୧୩) ଗୋଟିଏ ମାତ୍ର ପୁଅ ଦୀପକ କଠାର (୧୧) । କଲାକୁଞ ଙ୍କ ମୃତ୍ୟୁ ପରେ ତାଙ୍କ ସ୍ତ୍ରୀ ହିମାନ୍ଦ୍ରି ୨୦୧୩ ରେ ଅନ୍ୟ ଜଣେ ବ୍ୟକ୍ତି ପାଖକୁ ତିନି ପୁଅ ଝିଅ ଙ୍କୁ ଛାଡି ଚାଲିଯିବାରୁ ତିନି ଜଣ ଅନାଥ ହୋଇ  ବର୍ତ୍ତମାନ ଅଜାଆଈ ପାଖରେ ରହୁଛନ୍ତି ।  ପଞ୍ଚୁ ତିନି ଅନାଥ ନାତି ନାତୁଣୀ କୁ ବହୁ କଷ୍ଟରେ ପରିବାର ଚଳାଉଛନ୍ତି । ପଞ୍ଚୁ ଙ୍କ ସ୍ତ୍ରୀ ସାବିତ୍ରୀ (୬୦) ମଧ୍ୟ ପେଟ ରୋଗରେ ଆକ୍ରାନ୍ତ ହୋଇ ବଲାଙ୍ଗୀର ମୂଖ୍ୟ ଡାକ୍ତର ଖାନା ରେ ଅପ୍ରେସନ ହୋଇ ଥିଲେ । ପଞ୍ଚୁ ଙ୍କ ଅର୍ଥ ଭାବ ଯୋଗୁଁ ତିନି ଅନାଥ ନାତି ନାତୁଣୀ ପାଠ ପଢ଼ାଇବା ପାଇଁ ଘୋର ଅଭାବ ଦେଖାଦେଇଛି ବୋଲି ପଞ୍ଚୁ କହିଛନ୍ତି । ତାଙ୍କୁ ଓ ତାଙ୍କ ସ୍ତ୍ରୀ ଙ୍କ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଯୋଗ୍ୟ ହୋଇଥିଲେ ମଧ୍ୟ ମିଳୁନାହିଁ।  ଅନ୍ତୋଦୟ କାର୍ଡ ଥିବା ବେଳେ ଅନ୍ୟ ସରକାରୀ ସୁବିଧା ମିଳୁନଥିବାରୁ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ପଞ୍ଚୁ କହିଛନ୍ତି । ତାଙ୍କର ତିନି ଅନାଥ ନାତି ନାତୁଣୀ ଙ୍କୁ ପାଠ ପଢ଼ିବାକୁ ସରକାରୀ ସହାୟତା ଯୋଗାଇ ଦେବା ସହ ବାର୍ଦ୍ଧକ୍ୟ ଭତ୍ତା ଯୋଗାଇ ଦେବାକୁ ଖପ୍ରାଖୋଲ ବିଡିଓ ଦୃଷ୍ଟିଦେବାକୁ ଦାବି କରିଛନ୍ତି।।


News Comment




Photo in News

Advertisment
Lastest News
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026
  ଜିଲ୍ଲା  
ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ   10-May-2026
  ଜିଲ୍ଲା  
ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ   10-May-2026
  ଜିଲ୍ଲା  
*ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   10-May-2026
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026

You Might Also Like