-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ମହାରାଜା ହାଇସ୍କୁଲ ର ବାର୍ଷିକ ଉତ୍ସବ ପାଳିତ

10-Feb-2023



-ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)

 ସୋନପୁର ମହାରାଜା ହାଇସ୍କୁଲ ର ବାର୍ଷିକ ଉତ୍ସବ ଧୁମ ଧାମ ରେ ପାଳିତ ହୋଇ ଯାଇଛି l ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଅବୋଲି ସୁନୀଲ ନରୱାଣେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଏହି ଉତ୍ସବ କୁ ଉଦଘାଟନ କରି ପିଲା ମାନଙ୍କୁ କଠିନ ପରିଶ୍ରମ କରିବା କୁ ଓ  ଭଲ ମଣିଷ ହେବାକୁ ପରାମର୍ଶ କରିଥିଲେ l ସମ୍ମାନିତ ଅତିଥି ରୂପେ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା ଯୋଗ ଦେଇ ଖେଳ କୁଦ ଓ ଯୋଗ ମାଧ୍ୟମ ରେ ଶରୀର କୁ ପ୍ରଥମେ ଫିଟ ରଖିଲେ ସବୁ କ୍ଷେତ୍ରରେ ସଫଳତା ମିଳିବ ବୋଲି ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଅଭିଭାବକ ଓ ଉପସ୍ଥିତ ସମସ୍ତ ବୁଦ୍ଧିଜୀବୀ ଙ୍କୁ ପରାମର୍ଶ କରିଥିଲେ l  ବରିଷ୍ଠ ସାମ୍ବାଦିକ ତଥା ମୋ ସ୍କୁଲ ଅଭିଯାନ ର ସଭାପତି ଗୋରେଖ ନାଥ ସାହୁ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିବା ବେଳେ ଏସ ଏମ ସି ସଭାପତି ୱାହିତ ଅଲ୍ଲୀ ଅତିଥି ଭାବେ ଯୋଗ ଦେଇଥିଲେ l ସମସ୍ତ କୃତି ଛାତ୍ର  ସମେତ  ବିଭିନ୍ନ କ୍ଷେତ୍ରରେ ରାଜ୍ୟ ରେ ସୁନାମ ଅର୍ଜନ କରିଥିବା ସି ଡ଼ବ୍ଲୁ ଏସ ଏମ ର ପୁରାତନ ଛାତ୍ର ଶିବାନନ୍ଦ ଚାନ୍ଦଙ୍କୁ ଜ଼ିଲ୍ଲାପାଳ ଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା l ପ୍ରାଧାନ ଶିକ୍ଷକ  ଆଶିଷ କୁମାର ରଥ ଙ୍କ ସଭାପତିତ୍ୱ ରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇ ଥିବା ବେଳେ ଶିକ୍ଷୟତ୍ରୀ ଅନୁଲିତା ମିଶ୍ର ସଭା ସଂଯୋଜନା କରିଥିଲେ l  ଶିକ୍ଷୟତ୍ରୀ ଜୟନ୍ତୀ ମେହେର ପୁରସ୍କାର ବିତରଣି ଉତ୍ସବ କୁ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ l  ଶେଷ ରେ ଶିକ୍ଷୟତ୍ରୀ ଜୁଲିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ l ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like