-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ସେବାଶ୍ରମସ୍କୁଲ୍ ଖବରର ଅଧାପନ୍ତରିଆ କାର୍ଯ୍ୟାନୁଷ୍ଠାନ  ! ହଷ୍ଟେଲ ହତାରୁ ତଡାଗଲା ପୂର୍ବତନ ପ୍ରଧାନସେବିକାଙ୍କୁ 

10-Feb-2023



ବଲାଙ୍ଗିର /ତୁରେକେଲା(ମଳୟ ମିଶ୍ର) କିଛିଦିନ ତଳେ ଲୋକଙ୍କ ଅଭିଯୋଗର ଆଧାରରେ ତୁରେକେଲା ସେବାଶ୍ରମସ୍କୁଲ୍ ର କେତେକ ଅନିୟମିତତା ସମ୍ପର୍କରେ 'ପ୍ରେରଣା'ରେ ଏକ ଖବର ପରିବେଷିତ ହୋଇଥିଲା । ଏଥିମଧ୍ୟରେ ଉକ୍ତ ସ୍କୁଲ୍ ଓ ହଷ୍ଟେଲରେ ସେଠାରେ ଦୀର୍ଘବର୍ଷ ଧରି ଅବସ୍ଥାପିତା ପୂର୍ବତନ ପ୍ରଧାନସେବିକା ସପରିବାର ଘର ପରି ରହିଥିବା , ଜିଲ୍ଲାରେ ପ୍ରଧାନସେବକମାନେ ରହିବାସ୍ଥଳେ ସେଇ ସ୍କୁଲରେ ପୂର୍ବରୁ ଥିବା ଜଣେ ସିସିଏ ବା ଅସ୍ଥାୟୀ ରାନ୍ଧୁଣିଆ ପଦୋନ୍ନତି ପରେ ଶିକ୍ଷକ ହେବାପରେ ତାଙ୍କୁ ଭାରପ୍ରାପ୍ତ ପ୍ରଧାନସେବକ ଭାବେ ସେଇଠି ପୁଣି ଅବସ୍ଥାପିତ କରାଯାଇଥିବା ଓ ସେ ସେଠାରେ ରାତ୍ରରହଣୀ ନକରି ପଡୋଶୀ ଖପ୍ରାଖୋଲ ବ୍ଲକ୍ ର ସାହାଜପାଣି ଗ୍ରାମସ୍ଥିତ ତାଙ୍କ ଘରକୁ ପଳାଉଥିବା ଓ ସ୍ଥାନୀୟ ଜଣେ କୁକୁଟାକାଟି ବିକିବାର ଦୋକାନୀଥିବା ସ୍କୁଲ୍ କମିଟିର ସଭାପତି ମଦପିଇ ରାତିରେ ମଧ୍ୟ ବାଳିକାହଷ୍ଟେଲକୁ ପଶୁଥିବା ଇତ୍ୟାଦି ଅନିୟମିତତା ସମ୍ପର୍କରେ ଜନାଭିଯୋଗ ଖବର ପ୍ରକାଶ ପାଇଥିଲା । ତେବେ

ଏହି ଖବର ପ୍ରକାଶିତ ହେଲାପରେ ଉକ୍ତ ସଭାପତି ଓ ଜଣେଅଧେ ଗ୍ରାମବାସୀ ଉକ୍ତ ଖବରର ଅଭିଯୋଗକୁ ଫୋନ୍ କରି ଖଣ୍ଡନ କରିଥିଲେ । ତେବେ ବିଭାଗୀୟ ଜିଲ୍ଲା ଅଧିକାରୀ ବା ବଲାଙ୍ଗୀର ଡିଡବ୍ଲୁ ଓ ଏହି ପ୍ରକାଶିତ ଖବରର ପ୍ରଭାତ ସ୍ବରୂପ ସ୍କୁଲ୍ ଓ ହଷ୍ଟେଲ ପରିସରରୁ ଉକ୍ତ ପୂର୍ବତନ ଅବସରପ୍ରାପ୍ତ ପ୍ରଧାନସେବିକାଙ୍କୁ ହଟାଇ ଦେଲେ । କିନ୍ତୁ ଉକ୍ତ ଆପତ୍ତିଜନକ କାର୍ଯ୍ୟକଳାପକୁ ପ୍ରୋତ୍ସାହନ ଦେଉଥିବା ତଥା କର୍ତ୍ତବ୍ୟରେ ଉପରୋକ୍ତ ଗୁରୁତର ଦାୟିତ୍ୱହୀନତା କରୁଥିବା ସତ୍ତ୍ବେ ଉକ୍ତ ଭାରପ୍ରାପ୍ତ ପ୍ରଧାନସେବକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନଥିବାରୁ ସେ ଉପର ଅଧିକାରୀଙ୍କୁ ମାଲ୍ ପାଣି ଦେଇ ଖସିଯାଇଥିବା ବିଭାଗରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଣୁ ଏପରି ଅଭିଯୋଗ ତଦନ୍ତସାପେକ୍ଷ ବୋଲି ମତପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like