-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

କୋଶଳ ସାମ୍ବାଦିକ ସଂଘ ପକ୍ଷରୁ ବିନିକାର ୩ସମ୍ବର୍ଦ୍ଧିତ,ଅଞ୍ଚଳରେ ଖୁସିର ଲହରୀ             

10-Feb-2023



ବିନିକା(ହିମାଂଶୁ ଶେଖର ପୁଟେଲ)କିଛିଦିନ ତଳେ ଡୁଙ୍ଗୁରିପାଲି ଠାରେ ଆୟୋଜିତ କୋଶଳ ସାମ୍ବାଦିକ ସଂଘର ବାର୍ଷିକ ଉତ୍ସବରେ ବିନିକା ଅଞ୍ଚଳର କୁହିବାହାଲ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ମୁରଲୀଧର ବିଶ୍ଵାଳ ପ୍ରକୃତି ବନ୍ଧୁ,ମହଦା ଗ୍ରାମର ଦଣ୍ଡ କଳାକାର ରସିକ ସାହୁ ଏବଂ ବିନିକା ସହରର ବାନ୍ଧଶିଳ୍ପୀ(ବୁଣାକାର) ଶାନ୍ତିଲତା ମେହେରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବାରୁ ସାରା ବିନିକା ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି ।ସୂଚନା ଯୋଗ୍ୟ ଯେ ପ୍ରକୃତି ବନ୍ଧୁ ଶ୍ରୀବିଶ୍ଵାଳ ସ୍ଥାନୀୟ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ବେଳେ ବୃକ୍ଷ ହିଁ ଜୀବନକୁ ଆଧାର କରି ସୌନ୍ଦର୍ଯ୍ୟ ପରିବେଶ ଗଠନ ଦିଗରେ ଗୁରୁତ୍ତ୍ଵ ଦେଇଥିଲେ ।ସେହିପରି ବିଶିଷ୍ଟ କଳାକାର ରସିକ ଉଚ୍ଚକୋଟୀର ଭାବେ ଦଣ୍ଡ ନୃତ୍ୟ ପ୍ରଦର୍ଶନ କୁ ଦେଖଣାହାରୀ ଦର୍ଶକଙ୍କୁ ବାନ୍ଧି ରଖିବାରେ ପ୍ରମୁଖ ଭୂମିକା ନିଭାଇ ଆସୁଛନ୍ତି ।ଅନ୍ୟ ପକ୍ଷରେ ବାନ୍ଧଶିଳ୍ପୀ ଶ୍ରୀମତୀ ମେହେର ସୂତା ସୂତାରେ ଭାରତ ସ୍ଵାଧିନତାର ପ୍ରମୁଖ ଭୂମିକା ନିଭାଇଥିବା ମହାତ୍ମାଗାନ୍ଧୀଙ୍କ ଦାଣ୍ଡିଯାତ୍ରା ଓ ଯୋଗ ଦିବସରେ ଯୋଗ ଶାଢ଼ୀ ବୁଣି ଚର୍ଚ୍ଚାକୁ ଆସିଥିବା ବେଳେ ସମସ୍ତଙ୍କ ମନକୁ ଛୁଇଁଲା ଭଳିଆ ଆହୁରି ଅନେକ ପ୍ରକାରର ଶାଢ଼ୀ ବୁଣି ଜଣେ ଆଦର୍ଶ ବୁଣାକାର ଭାବେ ପରିଚିତ । ଅନୁଷ୍ଟିତ ଏହି ବାର୍ଷିକ ଉତ୍ସବରେ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଏବଂ ବହୁ ସାମ୍ବାଦିକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like