-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ମହାନଗର

“ଗାଁ କୁ ଚାଲ “- କାର୍ଯ୍ୟକ୍ରମରେ ଯୋଗ ଦେଲେ ବୌଦ୍ଧ ଜିଲ୍ଲାପାଳ

10-Feb-2023



“ଗାଁ କୁ ଚାଲ “- କାର୍ଯ୍ୟକ୍ରମରେ ଆଜି ବୌଦ୍ଧ ଜିଲ୍ଲାପାଳ ହରଭଙ୍ଗା ବ୍ଲକ ଅନ୍ତର୍ଗତ ରାଧାନଗର ପଞ୍ଚାୟତସ୍ଥ ବାଲିଅନ୍ତା ଗ୍ରାମ ପରିଦର୍ଶନ କରିଥିଲେ । ପ୍ରାଣୀ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା । ତତସହିତ ଗ୍ରାମବାସୀଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରି କର୍ମଚାରୀମାନଙ୍କ ଦ୍ଵାରା ଅଗ୍ରାଧିକାର ଭିତିରେ ୨୧ ଜଣଙ୍କୁ ଭତ୍ତା କାର୍ଡ ତୁରନ୍ତ ପ୍ରଦାନ କରାଯାଇଥିଲା । ତତସହିତ ବୟଜ୍ୟୋଷ୍ଠ ମାନଙ୍କୁ ୭ ଗୋଟି

କମ୍ବଳ ପ୍ରଦାନ କରାଯାଇଥିଲା । ଅଙ୍ଗନବାଡି କେନ୍ଦ୍ରର ଅନିୟମିତତା ଯୋଗ ସମ୍ପୃକ୍ତ ଦୁଇ କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟ।ନୁଷ୍ଠାନ ଗ୍ରହଣ ନିମନ୍ତେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଦୁଇ ଜଣ ଦୀର୍ଘଦିନରୁ ପୀଡିତ ରୋଗୀଙ୍କୁ ଚିକିତ୍ସା ନିମନ୍ତେ ଆଶାକର୍ମୀଙ୍କ ଦ୍ଵାରା ବୌଦ୍ଧ ମେଡିକାଲକୁ ପଠାଇବାର ବନ୍ଦୋବସ୍ତ କରାଗଲା । ତତସହିତ ବକେୟା ଥିବା ବିବାହ ପ୍ରୋତ୍ସାହନ ରାଶି, ଗ୍ରାମର ଉଠା ଜଳସେଚନ ପଏଣ୍ଟ ତଥା ସ୍କୁଲ ସମ୍ମୁଖସ୍ଥ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରି ଖେଳ ପଡିଆ ପ୍ରସ୍ତୁତ ଆଦି ପ୍ରତିଟି ସମସ୍ୟାକୁ ଆଲୋଚନା କରି ବିହିତ ପଦକ୍ଷେପ ନେବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । “ଗାଁ କୁ ଚାଲ “- କାର୍ଯ୍ୟକ୍ରମ ଦିନକୁ ଦିନ ଅଧିକ ଲୋକାଭିମୁଖୀ ହେବା ଯୋଗୁଁ ଅଧିକାଂଶ ଗ୍ରାମରୁ ଜିଲ୍ଲାପାଳଙ୍କ ଗସ୍ତ ପାଇଁ ଅନୁରୋଧମାନ ଆସୁଅଛି । ଆଗାମୀ ଦିନରେ ଏହାକୁ

ତ୍ବରାନ୍ଵିତ କରିବାକୁ କର୍ମଚାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ଦେବୀ ପ୍ରସାଦ ଦାଶ, ତହସିଲଦାର, ବୌଦ୍ଧ, ଶ୍ରୀମତୀ ସ୍ଵପ୍ନିତା ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ହରଭଙ୍ଗା, ଶ୍ରୀମତୀ ସସ୍ମିତା ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ବୌଦ୍ଧ, ଶ୍ରୀ ସୁଧାଂଶୁ ଶେଖର ପୂଜ।ହାରୀ, ଜିଲ୍ଲା ସମାଜ ସୁରକ୍ଷା ଅଧିକାରୀ, ବୌଦ୍ଧ, ଶ୍ରୀମତୀ ନିରୁପମା ପାଣି, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ହରଭଙ୍ଗା ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like