-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

ଫ୍ୟାଲେରିଆ ନିରାକରଣ ଅଭିଯାନ, ସାର୍ବଜନୀନ ବାତ ଜ୍ୱର ଔଷଧ ସେବନ ଦିବସ ପାଳନ

10-Feb-2023



ବଲାଙ୍ଗୀର // ସ୍ଥାନୀୟ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ମଧ୍ୟରେ ଫ୍ୟାଲେରିଆ ନିରାକରଣ ଅଭିଯାନ ଓ ସାର୍ବଜନୀନ ବାତ ଜ୍ୱର ଔଷଧ ସେବନ ଦିବସ ପାଳନ କରାଯାଇଛି ଯାହା ମାଧ୍ୟମରେ ସର୍ବତ୍ର ଜିଲ୍ଲାରେ ଫାଇଲେରିଆ ନିରାକରଣ ଅଭିଯାନ ଆଜିଠୁଁ   ୧୦ତାରିଖରୁ ୧୯ ତାରିଖ ୯ ଦିନ ବ୍ୟାପି ପାଳନ କରାଯିବ ଓ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଗୋଟିଏ "ଔଷଧ କୋଣ" ଅନୁଷ୍ଠିତ କରି ଏହାକୁ ସଠିକ ବିତରଣ ଏବଂ ଏହାପାଇଁ ଉଦ୍ଧିଷ୍ଟ ନିୟମାନୁସାରେ ଔଷଧ ସେବନ ପାଇଁ ପରାମର୍ଶ ଦିଆଯିବାର ସମ୍ପୂର୍ଣ୍ଣ ବନ୍ଦୋବସ୍ତ କରାଯାଇଛି l

ଏହା ଦୀର୍ଘ ନଅ ଦିନ ବ୍ୟାପି  ପାଳନ ଓ ଔଷଧ ବିତରଣ କରାଯିବାର ବିଧିବଦ୍ଧ ଆୟୋଜନ କରାଯାଇଅଛି 
ଏହାପାଇଁ ନିୟୋଜିତ ଆଶା ଦିଦି, ANM, ମହିଳା ଆରୋଗ୍ୟ ସମିତି ସଭ୍ୟା ଗଣ, ସ୍ୱାସ୍ଥ୍ୟ କର୍ମୀ ମାନ ଏହି "ସ୍ୱାସ୍ଥ୍ୟ କୋଣ" ରେ ଫ୍ୟାଲେରିଆ ଔଷଧ ସେବନ ର ଵିଧି ନିୟମ କୁ ସଭି ଙ୍କୁ ବୁଝାଇବାକୁ ପ୍ରଯତ୍ନ କରିବା ସଙ୍ଗେ, ସଙ୍ଗେ ଶାସ୍ତ୍ରୀ ନଗର ସହରାଞ୍ଚଳ ପରିଧି ମଧ୍ୟରେ ବସବାସ କରୁଥିବା ପ୍ରତ୍ୟକ ବ୍ୟକ୍ତି ଙ୍କୁ ନିୟମାନୁସାରେ ଔଷଧ ବିତରଣ କରାଇବେ..
ଏହା ଜିଲ୍ଲା ର ଏକ ସ୍ୱତନ୍ତ୍ର ଅଭିଯାନ ହେତୁ ଓ ଏହି ବାତଜ୍ୱର ନିରାକରଣ କୁ ସାର୍ବଜନୀନ କରିବା ପାଇଁ ବଲାଙ୍ଗୀର ଜିଲ୍ଲାପାଳ ଶ୍ରୀଯୁକ୍ତ ଚଞ୍ଚଳ ରାଣା ନିଜ ବାର୍ତ୍ତା ଦ୍ୱାରା ସମଗ୍ର ଜିଲ୍ଲା ବାସୀ ଙ୍କୁ ଜଣାଇଥିଲେ l
ଉପରୋକ୍ତ ଅଭିଯାନ ଦିବସ ଉପକ୍ରମରେ ଶାସ୍ତ୍ରୀ ନଗର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡା. ଆଶିଷ

ବିଶ୍ୱାସ, ସ୍ୱାସ୍ଥ୍ୟ ସେବିକା ଶ୍ରୀମତୀ ମାମି ସିଂଦେଓ, ରୋଜାଲିନ ହୋତା, ରୋନି ବଗର୍ତ୍ତୀ, ସତ୍ୟବ୍ରତ ଷଡ଼ଙ୍ଗୀ, ମଣିଭଦ୍ର ପ୍ରଧାନ, ବିପିନ ସେଠ, ଅଞ୍ଜଳି ନାଗ,ଇତ୍ୟାଦି ଔଷଧ ସେବନ କରାଇବା ଵିଧି ପ୍ରକ୍ରିୟାରେ ନିଜକୁ ସାମିଲ କରାଇଥିଲେ l
ସମସ୍ତ ଅଭିଯାନ ଉତ୍ସାବ କୁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ର ନିର୍ଦ୍ଧେଶକ ଓ ଚେୟାରମ୍ୟାନ ସତ୍ୟ ରଞ୍ଜନ ମିଶ୍ର ଓ ରବି ରଞ୍ଜନ ପୂଜାରୀ ପରିଚାଳନା କରାଇଥିବା ବେଳେ ସ୍ୱାସ୍ଥ୍ୟ ମିଶନ ର ସ୍ୱାସ୍ଥ୍ୟ ଅତିରିକ୍ତ ମ୍ୟାନେଜର (APM) ଶ୍ରୀ ରାମାନୁଜ ପଣ୍ଡା, ଏହାର ସଠିକ ଆୟୋଜନ ପରିମାର୍ଜିତ କରାଇବାରେ ସହାୟକ ହୋଇଥିବାରୁ ଜିଲ୍ଲାପ୍ରଶାସନ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡିଶା ସରକାର ତଥା -ଜାତୀୟ ସ୍ୱାସ୍ଥ୍ୟ ମିଶନ(NHM) ବଲାଙ୍ଗିର କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like