-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅନୁଷ୍ଠିତ

11-Feb-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ରାଜ୍ୟରେ କୃଷିଓକୃଷକଙ୍କୁ ଶସକ୍ତ କରିବା ପାଇଁ ରାଜ୍ୟସରକାର ପ୍ରତି ଜିଲ୍ଲାରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅନୁଷ୍ଠିତ କରିବା ଉପରେ ପଦକ୍ଷେପ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ରୟାଲ ପଡିଆ ଠାରେ ଜିଲ୍ଲା କୃଷିବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ସୁବର୍ଣ୍ଣ କୃଷି ଯନ୍ତ୍ରପାତି ମେଳା ଅନୁଷ୍ଠିତ ହୋଇଯାଇଛି। ଏହିମେଳା ଆଜିଠାରୁ ୧୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର କୃଷକ ଓ ଜନସାଧାରଣଙ୍କ ନିମନ୍ତେ ଉନ୍ମୁକ୍ତ ରହିବ। ଜିଲ୍ଲା ମୁଖ୍ୟ କୃଷିଅଧିକାରୀ ନାରିୟଣ ଚନ୍ଦ୍ର ସେଠୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହିସଭାରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ଅର୍ଥ, ସଂସଦୀୟ ବ୍ୟାପାର ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗଦେଇ କୃଷି ଓକୃଷକ ଆମ ଜିଲ୍ଲାର ଗର୍ବ ଓ ଗୌରବ ବୋଲି ଅଭିହିତ କରିବା ସହ ରାଜ୍ୟର ଗୌରବସହ ଅର୍ଥ ନୈତିକ ବିକାଶରେ ବିଶେଷ ସହାୟକ ହୋଇଛନ୍ତି ତଥାପି ଆମକୁ ଚାଷସହିତ ଅନ୍ୟାନ୍ୟ କୃଷି ସମ୍ବନ୍ଧିତ କ୍ଷେତ୍ରରେ ଯୋଗଦାନ ଦେଇ ଗ୍ରାମୀଣ ଅର୍ଥନୈତିକ ବିକାଶ ବୃଦ୍ଧିରେ ଯୋଡ଼ି ହେବାକୁ ପରାମର୍ଶ ପ୍ରଦାନ କରିଥିଲେ।ଏହି ସଭାରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଯୋଗଦେଇ ଚାଷର ରୁପାନ୍ତରଣ ଓ ପରିବର୍ତିତ ଉପରେ ଗୁରୁତ୍ୱାରୋପ କରି ଏହି ଜିଲ୍ଲା କୃଷିର ଭବିଷ୍ୟତ ବୋଲି ମତବ୍ୟକ୍ତ କରିଥିଲେ ତଥା ଜିଲ୍ଲାର କୃଷକ ଅର୍ଥକାରୀ ଫସଲ ଉପରେ ଆଗ୍ରହ ପ୍ରକାଶ କରିବାକୁ ଆହ୍ୱାନ କରିଥିଲେ।ସେହିପରି  ଅନ୍ୟତମ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ, ନିଶିପୁନମ ମିଞ୍ଜ, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ ,ଉତ୍ତରାଞ୍ଚଳ କୃଷି ଅଧିକ୍ଷଣ ଯନ୍ତ୍ରୀ  ପୃଥିରାଜ ମହାନ୍ତି  ସାଂପ୍ରତିକ ସ୍ଥିତିରେ କୃଷି ଓ କୃଷକ ଙ୍କପାଇଁ ସରକାର ଙ୍କର କୃଷି ଯନ୍ତ୍ରପାତି ଉପରେ ପ୍ରଦାନ କରାଯାଉଥିବା ରିହାତି, ବର୍ତ୍ତମାନ କୃଷି କ୍ଷେତ୍ରରେ  ଆବଶ୍ୟକତା ଥିବା ନୂତନ ବୈଷୟିକ ଯନ୍ତ୍ରପାତି ର ଆବଶ୍ୟକତା ଉପରେ ବହୁ ଉପାଦେୟ  ସୂଚନା ପ୍ରଦାନ କରିଥିଲେ। ମାନ୍ୟବର ମନ୍ତ୍ରୀ ତଥା ଅନ୍ୟାନ୍ୟ ଅତିଥି ବୃନ୍ଦ ପ୍ରାରମ୍ଭରେ କୃଷି ମେଳାକୁ ଉଦଘାଟନ କରି ସମସ୍ତ ଷ୍ଟଲ ପରିଦର୍ଶନ କରିଥିଲେ। ଏହି ଅବସରରେ ଅତିଥି ମାନଙ୍କ ଦ୍ୱାରା ଜିଲ୍ଲା କୃଷି ବିଭାଗ ତରଫରୁ ରିହାତି ଦରରେ ପ୍ରଦାନ କରାଯାଇଥିବା ଭୈରବୀ ମହିଳା ସ୍ୱୟଂ ସହାୟକଗୋଷ୍ଠୀ ଚରଦା, ଲକ୍ଷ୍ମୀପ୍ରିୟା ଏସ୍ ଏଚ୍ ଜି ଚେରୁପାଲି ,ଜନନୀ ଶକ୍ତି ବଡ଼କର୍ଲେ,ମାଁ ମହାଲକ୍ଷ୍ମୀ କାଦୋଦର,ମାଁ ଘଣ୍ଟେଶ୍ୱରୀ ଝାରତରଭା,ମାଁଲକ୍ଷ୍ମୀ ସୋନପୁର, ବାବା ଚମ୍ପେଶ୍ୱର ବୀରମହାରାଜପୁର, ବଜରଙ୍ଗ ବଲୀ ସ୍ୱୟଂ ସହାୟକ ଗୋଷ୍ଠୀ ଙ୍କୁ  ତାଙ୍କର ଉତ୍ତମ କାର୍ଯ୍ୟ ଦକ୍ଷତା ପାଇଁ ମାନପତ୍ର ପ୍ରଦାନ କରାଯାଇଥିଲା। ଏ ସମସ୍ତ କାର୍ଯ୍ୟକ୍ରମକୁ  ସହକାରୀ କୃଷି ଅଧିକାରୀ  ସ୍ମୀତା ପଣ୍ଡା ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like