-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ସହାୟତା ଅପେକ୍ଷାରେ କିଡନୀ ରୋଗୀ ଅଲେଖ ନାଗ

05-Dec-2020



ଲୋଇସିଂହା, (ବିନୋଦ କୁମାର ଦୀପ) - ବଲାଂଗୀର ଜିଲା ଲୋଇସିଂହା ବ୍ଲକ କୁଟେନପାଲି ପଂଚାୟତ ଅଧିନ ଦୁମଦୁମି ଗ୍ରାମ ବାସିନ୍ଦା ଉଗ୍ରସେନ ନାଗଙ୍କ ପୁଅ ଅଲେଖ । ବୟସ ମାତ୍ର ୩୫ । ସ୍ତ୍ରୀ ପଦ୍ମିନୀ ଓ ଏକମାତ୍ର ୩ ବର୍ଷର ଝିଅକୁ ନେଇ ଅଲେଖଙ୍କ ସଂସାର । ତେବେ ପ୍ରାୟ ୨୦ ଦିନ ତଳେ ନଭେମ୍ବର ମାସରେ ତାଙ୍କୁ ହଠାତ ଜ୍ୱର ହେବା ସହିତ ଗୋଡ଼ହାତ ଅଚଳ ହୋଇଗଲା । ସ୍ତ୍ରୀ ଏବଂ ସାନଭାଇଙ୍କ ସହାୟତାରେ ଅଲେଖ ଡାକ୍ତରଙ୍କ ସହିତ  ପରାମର୍ଶ କଲେ । ବିଭିନ୍ନ ପରୀକ୍ଷା କରିବା ପରେ ତାଙ୍କ ଦୁଇଟି ଯାକ କିଡନୀ ଅକାମୀ ହୋଇ ଯାଇଥିବା ଡାକ୍ତର ସୂଚନା ଦେଇଥିଲେ । ଧାର କରଜ କରି ଅଲେଖ ପ୍ରଥମେ ବଲାଂଗୀର ଭୀମଭୋଇ ମେଡିକାଲ ଓ ପରେ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ । ବୁର୍ଲାରେ ତାଙ୍କର ଦୁଇଥର ଡ଼ାୟାଲିସିସି ମଧ୍ୟ କରାଯାଇଥିବା ସ୍ତ୍ରୀ ପ୍ରକାଶ କରିଛନ୍ତି । ତେବେ ଅର୍ଥାଭାବରୁ ତାଙ୍କୁ ବୁର୍ଲାରୁ ଘରକୁ ଫେରାଇ ଆଣିଥିବା ବେଳେ ଭାଗ୍ୟକୁ ଆଦରି ଘରେ ପଡି ରହିଥିବା ଅଲେଖଙ୍କ ସ୍ତ୍ରୀ ପଦ୍ମିନୀ କୋହଭରା କଣ୍ଠରେ ପ୍ରକାଶ କରିଛନ୍ତି । ଅଲେଖଙ୍କ ବୃଦ୍ଧ ପିତାମାତା ମଧ୍ୟ ଅର୍ଥାଭାବରୁ ପୁଅର ଅଧିକ ଚିକିତ୍ସା କରିବାରେ ଅସମର୍ଥ ଥିବା ସହିତ ନିଜର ଅସହାୟତା ପ୍ରକାଶ କରିଛନ୍ତି । ସରକାରୀ ସ୍ତରରେ ତାଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ତାଙ୍କ ସ୍ତ୍ରୀ ନିବେଦନ କରିଛନ୍ତି । ଏଥିସହିତ କିଡନୀ ରୋଗାକ୍ରାନ୍ତ ଅଲେଖଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଇଛୁକ ବ୍ୟକ୍ତିବିଶେଷ ତାଙ୍କ ମୋବାଇଲ ନଂ-୮୧୪୪୬୪୮୫୦୦ ରେ ଯୋଗାଯୋଗ କରି ଲୋଇସିଂହା ସ୍ଥିତ ଏସବିଆଇ ଜମାଖାତା ନଂ-35311495491, IFSC- sbin0003941 ରେ ସହାୟତା ପ୍ରଦାନ କରିବାକୁ ସେ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like