-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାରେ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯକ୍ରମ ର ଶୁଭାରମ୍ଭ

10-Feb-2023



ବଲାଙ୍ଗିର (ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲାର ୧୦ ଗୋଟି ବ୍ଲକ ଓ ୪ ଗୋଟି ସହରାଞ୍ଚଳରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯକ୍ରମ ଆରମ୍ଭ ହୋଇଛି । ଆଜି ପୂର୍ବାହ୍ନରେ ଜିଲାପାଳଙ୍କ କାର୍ୟାଳୟ ପରିସରରେ ଏହି କାର୍ଯକ୍ରମର ଶୁଭାରମ୍ଭ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ନିଜେ ଡି. ଇ. ସି ବଟିକା ଓ କୃମିନାଶକ ବଟିକା ଖାଇ ଏହି କାର୍ଯକ୍ରମର

ଶୁଭାରମ୍ଭ କରିଥିଲେ । ଏହି କାର୍ଯକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ମଧ୍ୟ ଡି. ଇ. ସି ବଟିକା ଓ କୃମିନାଶକ ବଟିକା ଖାଇଥିଲେ । କାର୍ଯକ୍ରମ ରେ ରାଜ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ର ଡ଼ ନିର୍ମଲା ଦେଇ ପର୍ଯବେକ୍ଷକ ଭାବେ ଯୋଗଦେଇଥିବା ବେଳେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତ, ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ସିଦ୍ଧେଶ୍ଵର ମାଝୀ, ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା ପ୍ରୋଗ୍ରାମ ମେନେଜର ମୃତ୍ୟୁଞ୍ଜୟ ମୁଣ୍ଡଙ୍କ ସମେତ ଜିଲ୍ଲା କାର୍ୟାଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଆଜି ଜିଲ୍ଲା କାର୍ୟାଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀ ମାନେ ଡି. ଇ. ସି ବଟିକା ଓ କୃମିନାଶକ ବଟିକା ଖାଇଛନ୍ତି । ଜିଲ୍ଲାର ୧୩

ଲକ୍ଷ ୧୯ ହଜାର ୭୫ ଜନସଂଖ୍ୟା କୁ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ଡି. ଇ. ସି ବଟିକା ଓ କୃମିନାଶକ ବଟିକା ଖୁଆଇବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଔଷଧ ପ୍ରଦାନକାରୀ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଘରକୁ ଘର ଯାଇ ପରିବାର ର ସଦସ୍ୟ ସଦସ୍ୟା ମାନଙ୍କୁ ବୟସ ଅନୁସାରେ ଏହି ବଟିକା ଖୁଆଇବେ । ତେଣୁ ଜନସାଧାରଣ ଏହି ଅଭିଯାନ ରେ ସହଯୋଗ କରିବା ସହ ଏହି ବଟିକା ନିଶ୍ଚୟ ଖାଇବାକୁ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like