-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ନାଟମେଲା ଉଦଘାଟିତ

11-Feb-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) - ସହରର ଅଗ୍ରଣୀ ନାଟ୍ୟାନୁଷ୍ଠାନ୍ ନାଟ୍ ତରଫରୁ ଗତକାଲି ୩ଦିନିଆ ରାଷ୍ଟ୍ରୀୟ ନାଟ୍ ମେଲା  ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁରର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଯୋଗଦେଇ ଉଦଘାଟନ କରିଥିଲେ।ଚଳିତ ବର୍ଷ ସ୍ୱର୍ଗତ ଅଟଳବିହାରୀ ପଣ୍ଡାଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ନାଟ୍ ମେଲାରେ କେବଳ ସମ୍ବଲପୁରୀ କୋଶଲୀ ନାଟ ସବୁ ସ୍ଥାନପାଇଥିବାବେଳେ ଗତକାଲି ତିନୋଟି ବହୁ ଉଚ୍ଚ ସ୍ତରୀୟ ନାଟକ ପରିବେଷଣ ହୋଇଥିଲା।ପ୍ରଥମ ନାଟକ 
 ଅଦୃଶ୍ୟ ନାଟ୍ୟ ଆଶ୍ରମ ସମ୍ବଲପୁର ପ୍ରାୟୋଜିତ ଆତିଶ କୁମାର ଶତପଥୀଙ୍କ ନିର୍ଦ୍ଦେଶିତ 'ଝି ଲେଉଟେନ୍'ରେ ନାରୀକୁ ଯେ କେବଳ ଗୋଟିଏ ଚରିତ୍ରରେ ସୀମିତ ନରଖି ସମସ୍ତ ଙ୍କୁ ସ୍ନେହ ର ଡୋରୀରେ ବାନ୍ଧି  ସମଗ୍ର ସଂପର୍କକୁ ଯୋଡି ନିଜ ନିଜର ଭିତରେ ସଂପର୍କ କୁ ନିବିଡ ଭାବରେ ଗଢ଼ି ତୋଳିବା ଉପରେ ଗୁରୁତ୍ୱ ଦେବା ଉପରେହିଁ ପର୍ଯ୍ୟବେସିତ ଥିବାବେଳେ ଅନ୍ୟତମ ନାଟକ ଟି ବୀଣାପାଣି ସାହିତ୍ୟ କଳା ସଂସଦ ବଡକର୍ଲେ ତରଫରୁ ସୁମନ୍ତ ଭୋଇ ଙ୍କ ନିର୍ଦ୍ଦେଶିତ 'ଗୁଟେ ରାତିରକଥା' ରେ ନାଟ୍ୟକାର ସକାଳର ସୂର୍ଯ୍ୟ ଯେବେ ଅପସରି ଯାଇ ଏକ କଳାମିଟମିଟ ରାତି ଘନେଇଆସେ  କେବଳ ଯେ ମଣିଷ ଶୋଇନରହି ଗଭୀର ଅନୁଶୀଳନର ଆବଶ୍ୟକ କରିବା ଉପରେ ଆଧାରିତ ଥିବାବେଳେ ଶେଷ ନାଟକଟି ଡ଼୍ରାମା ଚେତନା ସୋହେଲା ରଡ, ତୁଷାର କାନ୍ତ ସାହୁଙ୍କ ନିର୍ଦ୍ଦେଶନାରେ ନାଟକ 'ବହି' ବର୍ତ୍ତମାନ ର ସାଂପ୍ରତିକ ପରିସ୍ଥିତିରେ ଲୋକମାନେ ସାହିତ୍ୟାନୁରାଗି ହେବାଉପରେ ଗୁରୁତ୍ୱ ଦେଇଛନ୍ତି। ସାହିତ୍ୟ ର ସ୍ଥାୟୀତ୍ୱ କୁ ସାଇତି ରଖି ବହି ଛପାଇବା ପାଇଁ  ଏକ ନିରିହ ସାହିତ୍ୟିକ କେତେଯେ କଷଣର ପୀଡା ବୋହିଥାଏ ୟା ଉପରେ ଏକ ସୁନ୍ଦର ବିଶ୍ଲେଷଣ ଧର୍ମୀ ନାଟକ ପରିବେଷଣ କରିବା ସହ ବିଭିନ୍ନ ସାମାଜିକ ଓ ସାଂସ୍କୃତିକ  କାର୍ଯ୍ୟକ୍ରମରେ ସମସ୍ତେ ଉପହାର ହିସାବରେ ବହି ଖଣ୍ଡିଏ ଲେଖା ଦେଲେହିଁ ଲୋକଙ୍କ ଭିତରେ ପାଠକୀୟତା ବୃଦ୍ଧି ପାଇବାସହ ସାହିତ୍ୟର ପ୍ରଚାର ପ୍ରସାର ହୋଇପାରିବ ବୋଲି ଏକ ବିରାଟ ବାର୍ତ୍ତା ପ୍ରଦାନ କରିଥିଲେ ଉକ୍ତ ନାଟ୍ୟାନୁଷ୍ଠାନ। ନାଟ୍ ର କାର୍ଯ୍ୟକାରୀ ସଭାପତି ପ୍ରଦ୍ୟୁମ୍ନ ସାହୁ ଓ ସମସ୍ତ ସଦସ୍ୟମାନେ ସହଯୋଗ କରିଥିବାବେଳେ ବିଚାରକ ଭାବରେ ଡ. ଦ୍ୱାରିକା ନାୟକ,ଡ.ସୁଧାଂଶୁ ଶେଖର ପଟ୍ଟନାୟକ, ହରିହର ପ୍ରଧାନ ଓ ପ୍ରସନ୍ନ ଦାଶ ପ୍ରମୁଖ ଦାୟୀତ୍ୱ ନିର୍ବାହ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like