-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଦେଶ ବିଦେଶ

ଇପିଏଫ ପେନସନ ବୃଦ୍ଧି ଲାଗି ସଂସଦ ଗାନ୍ଧୀ ମୂର୍ତ୍ତୀ ତଳେ ବାମ ଦଳ ସାଂସଦଙ୍କ ବିକ୍ଷୋଭ

11-Feb-2023



ନୂଆଦିଲ୍ଲୀ - ଦେଶରେ ଥିବା ଇପିଏଫ ପେନସନ ଭୋଗୀ ବରିଷ୍ଠ ନାଗରିକମାନଙ୍କୁ ସର୍ବନିମ୍ନ ମାସିକ ୯୦୦୦ ଟଙ୍କା ପେନସନ ଏବଂ ସୂପ୍ରୀମ କୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ବର୍ଦ୍ଧିତ ପେନସନ ଦେବା ଲାଗି ଦାବି କରି ବାମ ଦଳର ସାଂସଦମାନେ ଗତ କାଲି ସଂସଦ ପରିସରରେ ଥିବା ଗାନ୍ଧୀ ମୂର୍ତ୍ତୀ ତଳେ ଧାରଣାରେ ବସିଥିଲେ । ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ସାମିଲ ଥିବା ସମସ୍ତ ସାଂସଦ ଏବଂ ସଂପୃକ୍ତ ବାମ ଦଳ ମାନଙ୍କୁ ଇପିଏଫ ପେନସନର୍ସ ଆସୋସିଏସନ୍ ତରଫରୁ ସର୍ବଭାରତୀୟ ଉପସଭାପତି ତଥା ଓଡ଼ିଶାର ସାଧାରଣ ସମ୍ପାଦକ ଭାଗ୍ୟଧର ବ୍ରହ୍ମା କୃତଜ୍ଞତା ଓ ଧନ୍ୟବାଦ ଜଣାଇଛନ୍ତି । ଏଥି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଶ୍ରମ ମନ୍ତ୍ରୀ ଭୁପେନ୍ଦର ଯାଦବ ଦେଶର ଥିବା ପଞ୍ଚସ୍ତରୀ ଲକ୍ଷ୍ୟ ଇପିଏଫ ପେନସନ ଭୋଗୀ ମାନଙ୍କ ଦୟନୀୟ ଆର୍ଥିକ ସ୍ଥିତିକୁ ସହୃଦୟତାର ସହ ବିଚାର କରି ପେନସନ ବୃଦ୍ଧି ଲାଗି ତ୍ଵରିତ ପଦକ୍ଷେପ ନେବାକୁ ଶ୍ରୀ ବ୍ରହ୍ମା ଦୃଢ଼ ଦାବି ଜଣାଇଛନ୍ତି ।

(ଦୀପକ ଷଡଙ୍ଗୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like