-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରେଡକ୍ରସ ପରାମର୍ଶଦାତା ତାଲିମ ଶିବିର ଉଦ୍‌ଯାପିତ

11-Feb-2023



ବଲାଙ୍ଗୀର(ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଆଟଗାଁ ହାଇସ୍କୁଲ ଠାରେ ରାଜ୍ୟ ସ୍ତରୀୟ ଜୁନିୟର ରେଡକ୍ରସ ପରାମର୍ଶଦାତାମାନଙ୍କ ତ୍ରୀଦିବସିୟ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନ ତଥା ଜୁନିୟର ରେଡକ୍ରସ ସଂପାଦକ ଅନ୍ତର୍ଯ୍ୟାମି ବିଶ୍ୱାଲ ଓ ଜୁନିୟର ରେଡକ୍ରସ ଅଫିସର ସୁବାଷ ପଟେଲ ସଂଯୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲିପ କୁମାର ଯୋଷୀଙ୍କର ଅଧ୍ୟକ୍ଷତା କରିଥିଲେ । କାର୍ଯ୍ୟକ୍ରମରେ  ମୁଖ୍ୟ ଅତିଥି ଭାବରେ ପୁଇଁନ୍ତଲା ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ସୁନା,  ଅନ୍ୟ ଅତିଥି ଭାବରେ ପର୍ଯ୍ୟବେକ୍ଷକ ଭାବରେ ଛତାମଖନା ହାଇସ୍କୁଲର ପ୍ରଧାନ ଶିକ୍ଷକ ନିଳମଣି ପଟେଲ, କୁରୁଲ ହାଇସ୍କୁଲର କାର୍ଯ୍ୟରତ ରାଜ୍ୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଦିଗାମ୍ବର ନାଏକ, ପ୍ରକୃତି ବନ୍ଧୁ ଶିକ୍ଷକ ଆନନ୍ଦ ବଡପଣ୍ଡା , ପୂର୍ବତନ ସରପଞ୍ଚ ବବିତା ପଟେଲ ପ୍ରମୁଖ ଯୋଗ ଦେଇଥିଲେ । ସକାଳୁ ସର୍ବଧର୍ମ ପ୍ରାର୍ଥନା ରୁ

ସେଠ, ବିଶ୍ୱଜିତ ପଟେଲ, ପ୍ରଶାନନ୍ଦ ବାଗ, ସୁଦର୍ଶନ ନାଏକ, ମଦନ କୁମାର ସୋଏ , ମାନସ ଦୋରା, ବନବାସ ବାଗ, ପୁନମ କାଲକୋ, ଝୁନିତା ଭୋଇ, ମମତା ମହାଧିକ, ଦୟାସାଗର ଛୁରା,ଚୈତନ୍ୟ ମହାନନ୍ଦ, ବିରେନ୍ଦ୍ର ଭୋଇ, ଧରଣି ରଣା, ପବିତ୍ର ମୋହନ ବୁଡେକ, ହରିପ୍ରୀୟା ଧରୁଆ, ରାଧାମାଧବ କୁଟୁଲା, ଅଭୟ କୁମାର ପ୍ରଧାନ, ସ୍ୱରାଜ ବୁଡେକ, ଆକାଶ କୁମାର ସାହୁ, ସତ୍ୟବାନ ମେହେର, ମନୋଜ କୁମାର ସାହୁ, ବିକାଶ ଭୋଇ, ଶିବ ଶଙ୍କର ସେଠ ପ୍ରମୁଖଙ୍କୁ ପ୍ରମାଣପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ତାଲିମଦାତା ଭାବରେ   ରାମ ନାରାୟଣ ଦାଶ, ହେମନ୍ତ ପଧାନ, ରବିନ୍ଦ୍ର ଠେଟୁଆଲ, ରଶ୍ମିରାଣି ଦାଶ, ଘନଶ୍ୟାମ ମେହେର ପ୍ରମୁଖ କାର୍ଯ୍ୟ ତୁଳାଇଥିଲେ ।  କାର୍ଯ୍ୟକ୍ରମକୁ ପୃଥ୍ୱୀରାଜ ହାଇସ୍କୁଲର ଶିକ୍ଷକ ତଥା ରାଜ୍ୟ ଜୁନିୟର ରେଡକ୍ରସ ସାଧନକର୍ମୀ ବିକାଶ ସାହୁ ପରିଚାଳନା କରିଥିବା ବେଳେ ଶିକ୍ଷୟତ୍ରୀ ପଦ୍ମିନୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।  କାର୍ଯ୍ୟକ୍ରମରେ ରୋହିତାଶ୍ୱର ଯୋଷୀ, ଜ୍ୟୋସ୍ନା ଭୋଇ, ସନ୍ତୋଷିନୀ ସାହୁ, ପଦ୍ମିନୀ ସାହୁ, ସନାତନ ବାଗ, ନିତେଇ ନାଏକ,  କ୍ଷୀତେଶ୍ୱର ବିଶ୍ୱାଲ, ଶ୍ୟାମରାଣୀ ମହାପାତ୍ର, ଗଙ୍ଗାଧର ବଗର୍ତ୍ତି, ଶିକ୍ଷକ ସୁରେନ୍ଦ୍ର ନାଏକ, ପ୍ରେମରାଜ ପଶାୟତ, ରମାକାନ୍ତ ବେହେରା, ଚିନ୍ତାମଣି ବାଗ, ସନ୍ତୋସିନୀ ମିସ୍ତ୍ରୀ, ଭାଗ୍ୟବତୀ ଜେନା ପ୍ରମୁଖ ସହଯୋଗ କରିଥିଲେ ।

ଆରମ୍ଭ ହୋଇ ପ୍ରକଳ୍ପ କାର୍ଯ୍ୟରେ ସମାପିତ ହୋଇଥିଲା । ପ୍ରକଳ୍ପ କାର୍ଯ୍ୟରେ ଗ୍ରାମରେ ଶୋଭାଯାତ୍ରା କରାଯାଇ ନିଶା ନିବାରଣ, ରକ୍ତଦାନ, ସଡକ ସୁରକ୍ଷା, ବୃକ୍ଷ ରୋପଣ ତଥା ରେଡକ୍ରସ ଭୂମିକାକୁ ନେଇ ଗ୍ରାମବାସୀମାନଙ୍କୁ ସଚେତନ କରାଯାଇଥିଲା । ବିଦ୍ୟାଳୟର ଜୁନିୟର ଓ କାଉନସିଲରମାନେ ଗୀତ, ନୃତ୍ୟ ମାଧ୍ୟମରେ ଗ୍ରାମବାସୀଙ୍କୁ ସଚେତନ କରିଥିଲେ । ଶିଶୁ କଳାକାର ସ୍ୱାଗତ ନାଏକ, ଛାତ୍ରୀ ସୃତି ପଟେଲ, ଚନ୍ଦ୍ରିକା ମାଝି, ସୁନିତା ନାଗ, ନମିତା ରାଉତ ପ୍ରମୁଖ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ । ପ୍ରଥମାର୍ଦ୍ଧରେ ଓଡ୍ରାଫ ଟିମ୍ ର ଅସୀତ ସାହୁ, ଦୟାନିଧି କୁମ୍ଭାର, ବିଦ୍ୟା ଭୋଇ, ସୁଧାଂଶୁ ଶେଖର ସାଏ, ଯୁଗଲ ବର୍ତ୍ତି, ଅଭୟ ବାଗ, ପିଣ୍ଟୁ ଥନାପତି ବିପତ୍ତି ଏବଂ ବିପର୍ଯ୍ୟୟ ବିଷୟରେ ଅବଗତ କରାଇଥିଲେ । ଦ୍ୱିତୀୟ ଅଧିବେଶନରେ ମହିମୁଣ୍ଡା ଅଗ୍ନିଶମ ବାହିନିର କର୍ମଚାରୀ ପଞ୍ଚାନନ ବେହେରା, ଦେବବ୍ରତ ପ୍ରଧାନ, ବି. ଶତପଥୀ, ମ.କେ. ବାଗ, ଡି. ନାଏକ,  ଡି .କେ  ଜେନା,  ବି. କେ. ପଟନାୟକ  ନିଆଁ ଲିଭାଇବା ବିଷୟରେ ଡେମୋଷ୍ଟ୍ରେସନ ମାଧ୍ୟମରେ ଅବଗତ କରିଥିଲେ । ତୃତୀୟ ଅଧିବେଶନ ସୋନପୁର ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବି ଚନ୍ଦ୍ର ପଶାୟତ ଉତ୍ତମ କାଉନସିଲର ର ଗୁଣାବଳି ବିଷୟରେ ଓ ସାଧନ କର୍ମୀ ଦିଲିପ କୁମାର ଧଳ ଜଳବାୟୁ ପରିବର୍ତ୍ତନ ବିଷୟରେ  ଶିକ୍ଷଣ କାର୍ଯ୍ୟ ସଂପାଦନ କରିଥିଲେ ।  ତୁର୍କୀ ଓ ସିରିଆ ଭୂମିକମ୍ପରେ ପ୍ରାଣ ହରାଇଥିବା ଶୋକ ସନ୍ତପ୍ତ ପରିବାର ନିମନ୍ତେ ଶିବିରାର୍ଥି ଓ ଶିକ୍ଷାର୍ଥୀଗଣ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ । ଏହି ଅବସରରେ ୩୦ ଜଣ କାଉନସିଲର ରାସେଶ୍ୱର ଅଗ୍ରୱାଲା, ସନାତନ ବାଗ, ଦିଲିପ କୁମାର ଯୋଷୀ, ଆଶୁତୋଷ ପଧାନ, ପ୍ରତୁଲ କୁମାର କୁଦେଇ, ଭକ୍ତଚରଣ 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like