-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ଜିଲ୍ଲା

ସୁବଳୟା ବିରାଟ ଧନୁଯାତ୍ରା ମହୋତ୍ସବ - ଗୋପପୁରେ ନନ୍ଦଉତ୍ସବ,ପୁତୁନା ନିଧନ

12-Feb-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ସ୍ଥିତ ବାବା ଅବଧୂତ ସାଂସ୍କୃତିକ ସଂଘ ପକ୍ଷରୁ ପ୍ରଥମ ବିରାଟ ଧନୁଯାତ୍ରା ମହୋତ୍ସବର ଶନିବାର ଥିଲା ପଞ୍ଚମ ସନ୍ଧ୍ୟା ।‌ କଂସଙ୍କ ନଗର ପରିକ୍ରମା କରିବା ସହ  ରାଜ ଦରବାର ଅନୁଷ୍ଠିତ ହୋଇଥିଲା। କଂସ ମହାରାଜଙ୍କ ଆଦେଶ କ୍ରମେ କମିଟି ସଭାପତି ରାଜେଶ କୁମାର ସେଠୀଙ୍କ ନେତୃତ୍ୱରେ ଅନୁଷ୍ଠିତ ରାଜସଭାର ସାମ୍ବାଦିକ କିଶୋର ହୋତା, ଖଣ୍ଡହତା ସରପଞ୍ଚ ଜୟଶ୍ରୀ ଦେହୁରୀ ,ପିତାମହୁଲ ସରପଞ୍ଚ ଆକସ୍କିତା ବଢ଼ିଆ, କମିରା ସରପଞ୍ଚ ଅନୁସୟା ପଧାନ, ,ଲୁତୁପଙ୍କ ସରପଞ୍ଚ ଅଶୋକ ନନ୍ଦ, ଚମ୍ପାମାଲ ସରପଞ୍ଚ ମହେନ୍ଦ୍ର ଜଗଦଲା , ବାନ୍ଧ ଶିଳ୍ପୀ ପରମେଶ୍ବର ମେହେର,ଭକ୍ତଚରଣ ମେହେର ପ୍ରମୁଖ ଯୋଗଦେଇ ମହାରାଜା କଂସଙ୍କ ପ୍ରଶ୍ନ ଉତ୍ତର ରଖିଥିଲେ।  ରାଜକୀୟ ଅତିଥି ମାନଙ୍କ ପାଇଁ ରାଜ ଦରବାରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ସାମ୍ପା ବିଶ୍ଵାଲ ସଭା ପରିଚାଳନା କରିଥିଲେ। ନାଟ୍ୟ ଅଭିନୟକ୍ରମେ  ଗୋପପୁରେ ମହା ଆଡ଼ମ୍ବରରେ ନନ୍ଦ ଉତ୍ସବ ଆୟୋଜନ, ନାରଦଙ୍କ ପରାମର୍ଶକ୍ରମେ ପୁତୁନା ପ୍ରେରଣା। ପୁତୁନା ନିଧନରେ କଂସ ଶୋକରେ ମର୍ମାହତ  ଆଦି  ନାଟ୍ୟ  ଅଭିନୟ ହୋଇଥିଲା। ଶାନ୍ତି ଶୃଙ୍ଖଳା ସହ ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ଦର୍ଶକ ମନଭରି ଉପଭୋଗ କରୁଛନ୍ତି। ଏହି ଅବସରରେ ମୀନା ବଜାର, , ବିଭିନ୍ନ ଘରୋଇକରଣ ସାମଗ୍ରୀ ଦୋକାନ ପସରା, ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ଦେଖିବାକୁ ମିଳିଛି। ସୁରକ୍ଷା ଦୃଷ୍ଟିରୁ ସୁବଳୟା ପୋଲିସ ପକ୍ଷରୁ ଗୋଟିଏ ପ୍ଳାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। କମିଟିର ସମ୍ପାଦକ ସୁଦାମ ମେହେରଙ୍କ ସହ ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like