-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଦୁଇ ଛାତ୍ରାବାସ ଅନ୍ତେବାସୀଙ୍କୁ ଭେଟିଲେ ରାଜେନ୍ଦ୍ର ଆଲୁମ୍‌ନି କମିଟି, ଛାତ୍ରଙ୍କ ସହିତ ରହିଛନ୍ତି ବଲାଙ୍ଗୀରବାସୀ,ସମସ୍ୟାର ମୁକାବିଲା ପାଇଁ ମିଳିତ ପ୍ରୟାସ  ହେବ

12-Feb-2023



ବଲାଙ୍ଗିର-ବଲାଙ୍ଗୀର ରାଜେନ୍ଦ୍ରବିଶ୍ୱବିଦ୍ୟାଳୟର ଋଷ୍ୟଶୃଙ୍ଗ ଓ ଗନ୍ଧମାର୍ଦ୍ଦନ ଛାତ୍ରାବାସର ଦୁଇଜଣ ଛାତ୍ରଙ୍କୁ ଦୁଇଦିନ ତଳେ ଜଣେ ନିଶାଖୋର ଯୁବକ ଛୁରି ଓ ବ୍ଲେଡରେ ଆକ୍ରମଣ କରିଥିଲା । ସେହି ଘଟଣାରେ ବଲାଙ୍ଗୀରବାସୀ ତ୍ରୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଏହି ଘଟଣାକୁ ଗୁରୁତର ସହିତ ସହିତ ରାଜେନ୍ଦ୍ର କଲେଜର ପୁରାତନ ଛାତ୍ରସଂସଦ ଗଭୀର ଉଦବେଗ ପ୍ରକାଶ କରିବା ସହିତ ଆଜି ଏକ ପ୍ରତିନିଧି ଦଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଉମାବଲ୍ଲଭ ମହାପାତ୍ରଙ୍କୁ ଭେଟି ସମସ୍ୟା ବିଷୟରେ ଆଲୋଚନା କରିଥିଲେ । ଠିକ ସେହିପରି ସଂଧ୍ୟାରେ ଋଷ୍ୟଶୃଙ୍ଗ ଓ ଗନ୍ଧମାର୍ଦ୍ଦନ ବାଳକ ଛାତ୍ରାବାସକୁ ଯାଇ ଅନ୍ତେବାସୀଙ୍କ ସହିତ ଆଲୋଚନା କରିଥିଲେ । ଆଲୋଚନା କାଳରେ ଅନ୍ତେବାସୀଙ୍କ ସହିତ ବଲାଙ୍ଗୀରବାସୀ ଅଛନ୍ତି । ସହରର ବହୁ ସଂଗଠନ ଏହି ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ତେଣୁ ଛାତ୍ରମାନେ ଭୟ କରିବାର ନାହିଁ । ଛାତ୍ରମାନେ ଭୟ ତଥା ମାନସିକ ଚାପରେ ନରହି ନିଜର ସମସ୍ୟା ଗୁଡିକୁ ନିଜ ସାଙ୍ଗଙ୍କ ମଧ୍ୟରେ ବାଣ୍ଟିବାକୁ ମଧ୍ୟ ପରାମର୍ଶ ଦେଇ ସମସ୍ୟାଗୁଡିକୁ ମିଳିତ ପ୍ରୟାସକରି ସମାଧାନ କରାଯିବ ବୋଲି ପ୍ରତିଶୃତି ଦେଇଥିଲେ । ପୁରାତନ ଛାତ୍ରସଂସଦର ସଭାପତି ପ୍ରଭାସ ପାଣିଗ୍ରାହୀ, ସଂପାଦକ ଭବାନୀଶଙ୍କର ଶତପଥି, ରାଜେନ୍ଦ୍ର କଲେଜର ପୂର୍ବତନ ସଭାପତି ରତନ ମହାରଣା, ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ଛାତ୍ରନେତା ସୁମନ ନନ୍ଦ ପହଞ୍ଚି ଛାତ୍ରାବାସର ଅନ୍ତେବାସୀଙ୍କ ସହିତ ଆଲୋଚନା କରିଥିଲେ । ଆସନ୍ତା ମଙ୍ଗଳବାର ଦିନ ଏହି ପ୍ରତିନିଧିଦଳ ଜିଲ୍ଲାପାଳ ଓ ଏସପିଙ୍କୁ ମଧ୍ୟ ଭେଟି ବିଶ୍ୱବିଦ୍ୟାଳୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ପଦକ୍ଷେପ ନେବାକୁ ଦାବି ଜଣାଇବେ ବୋଲି କହିଛନ୍ତି । ଏହା ପୂର୍ବରୁ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଏନେଇ ପୋଲିସ ବିଭାଗ ଉପରେ ବର୍ଷିଥିବା ବେଳେ ଆଜି ରାଜେନ୍ଦ୍ର କଲେଜର ଏହି ସମସ୍ୟାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାଜ୍ୟସରକାରଙ୍କୁ ଟାର୍ଗେଟ କରିଛନ୍ତି । ରାଜ୍ୟରେ ଆଇନଶୃଙ୍ଖଳା ବିଗିଡି ସାରିଥିବା ଶ୍ରୀ ପ୍ରଧାନ ଅଭିଯୋଗ କରିଛନ୍ତି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like