-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||     

HOME   ଜିଲ୍ଲା

ଧର୍ମ ପରାୟଣ ମହିଳାଙ୍କ ପରଲୋକ

12-Feb-2023



ବଲାଙ୍ଗିର,: ବଲାଙ୍ଗିର ରାମଜୀପଡ଼ା ନିବାସୀ ଅଚ୍ୟୁତାନନ୍ଦ ଗୁରୁଙ୍କ ସହ ଧର୍ମପତ୍ନୀ ନନ୍ଦିନୀ ଦେବୀ ଗୁରୁଙ୍କ ତା ୧୦.୦୨.୨୦୨୩ ସକାଳେ ୭୮ବର୍ଷ ବୟସରେ ପରଲୋକ ହୋଇଯାଇଛି । ମୃତ୍ୟୁ ସମୟରେ ତାଙ୍କ ନିକଟରେ ପୁଅ ଏସଡ଼ିପିଓ ବୌଦ୍ଧ ଆନନ୍ଦ ଗୁରୁ ବୋହୁ ମଞ୍ଜୁ ଗୁରୁ, ୨ଝିଅ ଆରତୀ ମିଶ୍ର ଓ ସୁନୀତି ଗୁରୁ, ଜ୍ୱାଇଁ ଅରୁଣ ମିଶ୍ର, ପ୍ରଦୀପ କୁମାର ରଥଙ୍କ ସହ ବନ୍ଧୁ ପରିଜନ ଉପସ୍ଥିତ ଥିଲେ ।  ପ୍ରକାଶ ଥାଉ କି ସ୍ୱର୍ଗତା ଗୁରୁ ସ୍ୱର୍ଗତ ନାକଫୁଡ଼ା ନନ୍ଦଙ୍କ ବଡ଼ ଝିଅ ତଥା ବ୍ରଜ ସୁନ୍ଦର ନନ୍ଦଙ୍କ ବଡ଼ ଭଉଣୀ । ସେ ଜଣେ ଧର୍ମପରାୟଣ ମହିଳା ଥିଲେ । ତାଙ୍କର ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ସନ୍ଧ୍ୟାରେ ବଲାଙ୍ଗିର ବିଭୂତିପଡ଼ା ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା । ପୁଅ ଆନନ୍ଦ ଗୁରୁ ମୁଖାଗ୍ନୀ ଦେଇଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026

You Might Also Like