-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||     

HOME   ଜିଲ୍ଲା

କୁଡାସିଂହା ରେ ସୁନ୍ଦରାକାଣ୍ଡ ପାରାୟଣ

12-Feb-2023



ବଲାଙ୍ଗୀର- ବଲାଙ୍ଗିର ସଦର ବ୍ଲକ କୁଡାସିଂହା ଗ୍ରାମରେ ଆଦିତ୍ୟ ବାହିନୀ ଓ ଆନନ୍ଦ ବାହିନୀ ଆନୁକୁଲ୍ୟରେ ତୁଳସୀ ରାମାୟଣ ର ସୁନ୍ଦରାକାଣ୍ଡ ପାରାୟଣ ହୋଇଯାଇଛି । ଶ୍ରୀ ବିଭୁଷିତ ପୂଜ୍ୟପାଦ ଶଙ୍କରାଚାର୍ଯ୍ୟ ପୁରୀ ଗୋବର୍ଦ୍ଧନ ପୀଠାଧିଶ୍ୱର ଶ୍ରୀ ଶ୍ରୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ୟାସାସନରେ ଉପବିଷ୍ଟ ହୋଇ ଅସୀତ କୁମାର ଷଡଙ୍ଗୀ ଯୋଗ ଦେଇ ଶ୍ରୋତା ମଣ୍ଡଳିଙ୍କୁ ମନ୍ତ୍ରମୁଗଧ କରି ପକାଇଥିଲେ । ପାରାୟଣ କାର୍ଯ୍ୟକ୍ରମରେ କୁଡାସିହା ଓ ନୁଆପଡା ଗ୍ରମର ଅନେକ ସଂଖ୍ୟକ ଶ୍ରଦ୍ଧାଳୁ ଯୋଗ ଦେଇ ଭଗବାନଙ୍କର ଆଶିର୍ବାଦ ନେଇଥିଲେ । ପାରାୟଣର ତାଳେତାଳେ ନାଟ୍ୟଭିନୟରେ ସୀତା, ହନୁମାନ ଓ ଲଙ୍କେଶ୍ୱରୀଙ୍କ ଅଭିନୟ ଉଚ୍ଚ କୋଟୀର ହୋଇଥିଲା । ଶେଷରେ ସହସ୍ରାଧିକ ଭକ୍ତବୃନ୍ଦ ଅନ୍ନ ପ୍ରସାଦ ଗ୍ରହଣରେ କାର୍ଯ୍ୟକ୍ରମରୁ ବିଦାୟ ନେଇଥିଲୋ ଏହି ଉପଲକ୍ଷେ ପୂଜାକର୍ତ୍ତା ଭାବେ କୁବେର ସାହୁ ଓ କୌଶଲ୍ୟା ସାହୁ ଭାଗ ନେଇଥିଲେ । କୁଡାସିଂହା ସମସ୍ତ ଗ୍ରାମବାସୀ ଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରଟି ସଫଳ ରୂପାୟନ ହୋଇଥିଲା । ସନ୍ଧ୍ୟାରେ ଦିବ୍ୟାଙ୍ଗମାନଙ୍କ ଦ୍ୱାରା ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026
  ରାଜ୍ୟ  
ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   25-Apr-2026
  ଜିଲ୍ଲା  
ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   25-Apr-2026
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026

You Might Also Like