-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଐତିହାସିକ ଅସୁରଗଡ଼ ନିକଟରେ ଉଦଘାଟନ ହେଲା ତୃପ୍ତି  ହୋଟେଲ - ପର୍ୟ୍ୟଟକ ଙ୍କୁ ଆକୃଷ୍ଟ କରିବ ତ୍ରିବେଣୀ ସଙ୍ଗମ ର ପ୍ରାକୃତିକ ଦୃଶ୍ୟ

12-Feb-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ):  ବୌଦ୍ଧ ଜ଼ିଲ୍ଲା ମନମୁଣ୍ଡା ଠାରେ ନବ ନିର୍ମିତ ତୃପ୍ତି ହୋଟେଲ କୁ ଗତ କାଲି କଣ୍ଟାମାଳ ବିଧାୟକ ମହିଧର ରଣା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି।  ନିକଟସ୍ଥ ତେଲନଦୀ-ମହାନଦୀ ଓ କର୍ପୁର ନଦୀ ର ସଙ୍ଗମ ସ୍ଥଳ ର ମନଲୋଭା ଦୃଶ୍ୟ ସମେତ ଏହାର ଶମ୍ବୁଖରେ ଅବସ୍ଥିତ  ଐତିହାସିକ ପର୍ୟ୍ୟଟନ ସ୍ଥଳୀ

ଅସୁରଗଡ଼ ର ପ୍ରାକୃତିକ ସୌନ୍ଦର୍ଯ୍ୟ କୁ ମଧ୍ୟ ଦେଶ ବିଦେଶ ର ପର୍ୟ୍ୟଟକ  ଏହି ତୃପ୍ତି ହୋଟେଲ ରୁ ସିଧାସଳଖ ଉପଭୋଗ କରି ପାରିବେ ବୋଲି  ବିଧାୟକ ଶ୍ରୀ ରଣା ଉପସ୍ଥିତ ଜନତା ଙ୍କୁ କହିଥିଲେ l ଏହା ସହିତ  ପରିଚିତ ସହର ମନମୁଣ୍ଡା ଠାରେ ଏଜ  ବଡ଼ କଲ୍ୟାଣ ମଣ୍ଡପ ଓ ସଭା ଗୃହ ର ଜରୁରୀ ସମୟ ରେ  ହୋଟେଲ ମାଲିକ ତଥା ଏ ଅଞ୍ଚଳ ର ଯୁବ ନେତା, ଯୁବ ସଂଗଠକ ରବି ନାରାୟଣ ପଣ୍ଡା ଙ୍କ  ଏ  ଉଦ୍ୟମ  ପ୍ରଶଂସନୀୟ ବୋଲି ଶ୍ରୀ ରଣା ମତ ରଖିଥିଲେ l  ପ୍ରାକ୍ତନ ସରପଞ୍ଚ ସ୍ନେହଳତା ପଣ୍ଡା, ବୌଦ୍ଧ ବ୍ଲକ ଅଧ୍ୟକ୍ଷ  ପ୍ରିୟଦର୍ଶୀ  ପ୍ରତ୍ୟୁଷ (ବବି)  ରଥ,  ରାଜ୍ୟ ବୁଣାକାର ତନ୍ତୁବାୟ ସହଯୋଗ ସମିତି

ପରିଚାଳନା ପରିଷଦ ସଭ୍ୟ ପ୍ରକାଶ ଚନ୍ଦ୍ର ମେହେର,  ବୌଦ୍ଧ ବିଜେଡି ସାଧାରଣ ସମ୍ପାଦକ ପ୍ରଶାନ୍ତ ରଣା, ପ୍ରେମ ରାଜ ରଣା, ନୀଳାଞ୍ଚଳ ଭୋଇ, ଲିଙ୍ଗ ରାଜ ଜଗଦଲା ଙ୍କ ସମେତ ଏହି ଉଦଘାଟନ ଉତ୍ସବରେ ସୁବର୍ଣ୍ଣପୁର ଓ ବୌଦ୍ଧ ଅଞ୍ଚଳ ର  ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ, ସାମ୍ବାଦିକ, ପଞ୍ଚାୟତ ଜନ ପ୍ରତିନିଧି  ଯୋଗ ଦେଇ ହୋଟେଲ  ଶିଳ୍ପ ବ୍ୟବସାୟ ର ଅଭିବୃଦ୍ଧି ସମେତ  ବୌଦ୍ଧ ଜ଼ିଲ୍ଲା ରେ ପର୍ଯ୍ୟଟକ ଙ୍କ ଖୁବ ସମାଗମ ହେବ ବୋଲି ମତ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like