-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

୨୩ ବର୍ଷ ପରେ ବି କାମରେ ଲାଗିନି ରକ୍ତ ସଂରକ୍ଷଣ କେନ୍ଦ୍ର

12-Feb-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମୁଖ୍ୟ ଡାକ୍ତରଖାନାରେ ନିର୍ମାଣ ହୋଇଥିବା ରକ୍ତ ସଂରକ୍ଷଣ କେନ୍ଦ୍ର ଆଜି କୁ ୨୩ ବର୍ଷ ବିତିଯାଇଥିଲେ ମଧ୍ୟ ତାହା କାର୍ଯ୍ୟକ୍ଷମ ହୋଇପାରୁନାହିଁ। ପ୍ରଶାସନିକ ଓ ରାଜନୈତିକ ଇଚ୍ଛାଶକ୍ତିର ଅଭାବରୁ ଏହି ରକ୍ତ ସଂରକ୍ଷଣ କେନ୍ଦ୍ର ଲକ୍ଷାଧିକ ଟଙ୍କା ବିୟରେ ନିର୍ମାଣ ହୋଇଥିଲେ ମଧ୍ୟ ଦିନକ ପାଇଁ ବି କାର୍ଯ୍ୟରେ କାର୍ଯ୍ୟରେ ଲାଗିପାରିନାହିଁ। ପୂର୍ବତନ ଢେଙ୍କାନାଳ ସାଂସଦ କାମାକ୍ଷ ପ୍ରସାଦ ସିଂହଦେଓ ତାଙ୍କ କ୍ଷେତ୍ର ଉନ୍ନୟନ ପାଣ୍ଠିରୁ ବିଭିନ୍ନ ପର୍ଯ୍ୟାୟରେ ଏଥିପାଇଁ ୯ ଲକ୍ଷ ୫୮ ହଜାର ଟଙ୍କାର ଅନୁଦାନ ଯୋଗାଇ ଦେଇଥିଲେ।‌ ମନ୍ଥର କାର୍ଯ୍ୟ ଯୋଗୁଁ ଉକ୍ତ ରକ୍ତ ସଂରକ୍ଷଣ କେନ୍ଦ୍ର କୋଠାର ନିର୍ମାଣ ସରିବାକୁ ପ୍ରାୟ ୮ ବର୍ଷ ସମୟ ଲାଗିଥିଲା। ଚଳିତ ବର୍ଷ ମଧ୍ୟ ଲକ୍ଷାଧିକ ଟଙ୍କା ବ୍ୟୟରେ ଏହି ରକ୍ତ ଭଣ୍ଡାର ମରାମତି କରାଯାଇଛି। ତେବେ  ସୁବୁଠାରୁ ଉଦବେଗ ବିଷୟ ଉକ୍ତ ରକ୍ତ ସଂରକ୍ଷଣ କେନ୍ଦ୍ର ଆଜି ସୁଦ୍ଧା କାର୍ଯ୍ୟ ରେ ଲାଗିପାରିନାହିଁ।‌ ବାରମ୍ବାର ଅଞ୍ଚଳବାସୀ ଦାବି ପରେ ଏଥିପାଇଁ ଫ୍ରିଜର ଓ ଅନ୍ୟାନ୍ୟ ଯନ୍ତ୍ରାଂଶ କିଣାଯାଇଥିଲା। ମାତ୍ର କେତେବେଳେ ଫ୍ରିଜର ଅକାମୀ ତ କେତେବେଳେ କର୍ମଚାରୀ ଅଭାବ ଆଦିର ଆଳ ଦେଖାଇ ଏହି କେନ୍ଦ୍ରକୁ କାର୍ଯ୍ୟକ୍ଷମ କରାଯାଉନାହିଁ। ଫଳରେ ଏଠାରେ ରକ୍ତ ସଂରକ୍ଷଣ କେନ୍ଦ୍ର ଥାଇ ବି ରକ୍ତ ଆବଶ୍ୟକ ପଡୁଥିବା ରୋଗୀ ବାଧ୍ୟ ହୋଇ ଅଧିକ ଖର୍ଚ୍ଚାନ୍ତ ହେବା ସତ୍ତ୍ୱେ ସୋନପୁର, ବୁର୍ଲା, ରେଢ଼ାଖୋଲ, ଆଦି ଡାକ୍ତରଖାନାକୁ ଯାଉଛନ୍ତି। ଅନ୍ୟପକ୍ଷରେ ଏ ଅଞ୍ଚଳରେ ବିଭିନ୍ନ ରକ୍ତଦାତା ସଂଗଠନ ବହୁ ସମୟରେ ରକ୍ତଦାନ ଶିବିରମାନ ଆୟୋଜନ କରୁଥିଲେ ହେଁ ସେମାନଙ୍କୁ ମଧ୍ୟ ଏହି କାର୍ଯ୍ୟ ସମ୍ପାଦନ ପାଇଁ ଅନ୍ୟ ଚିକିତ୍ସାଳୟ ଉପରେ ନିର୍ଭର କରିବାକୁ ପଡୁଛି।  ଏହି ପରିପ୍ରେକ୍ଷୀରେ ଏହାକୁ ଶିଘ୍ର ଚାଲୁ କରିବା ନେଇ ସ୍ଥାନୀୟ ଯୁବଗୋଷ୍ଠୀ ମିଳିତ ଭାବେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବାକୁ ସ୍ଥିର କରିଥିବା ଜଣାଯାଇଛି। ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ତୁରନ୍ତ ଏହା କାର୍ଯ୍ୟକ୍ଷମ ପାଇଁ ସାଧାରଣ ରେ ଦାବ ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like