-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||     

HOME   ଜିଲ୍ଲା

ପ୍ରହସନ ପାଲଟିଛି ପଥ ପାର୍ଶ୍ଵ ବନୀକରଣ ଯୋଜନା , ପାଣିରେ ପଡିଲା ବନବିଭାଗ କୋଟି କୋଟି ଟଙ୍କା

12-Feb-2023



ବୀରମହାରାଜପୁର, ( ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବନଖଣ୍ଡ ର ବିଭିନ୍ନ ଗ୍ରାମ୍ୟ ରାସ୍ତା ରେ ବନବିଭାଗ ପକ୍ଷରୁ ପଥପାର୍ଶ ବନୀକରଣ ଯୋଜନା ପ୍ରହସନ ପରିଣତ ହୋଇଛି। ଯୋଜନାର ସଠିକ ରୂପାୟନ ହୋଇନଥିବାରୁ ସରକାରୀ ତହବିଲରୁ ଖର୍ଚ୍ଚ ହୋଇଥିବା କୋଟି କୋଟି ଟଙ୍କା ପାଣିରେ ପଡ଼ିଥିବା ନେଇ ଅଭିଯୋଗ ହେଉଛି। ବିଭିନ୍ନ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା କଡ଼ରେ ବନ ବିଭାଗ ପକ୍ଷରୁ ବୃକ୍ଷ ରୋପଣ କରାଯାଇଛି। ମାତ୍ର ସେଗୁଡ଼ିକର ଆବଶ୍ୟକ ରକ୍ଷଣାବେକ୍ଷଣ ଅଭାବରୁ ଗୋଟିଏ ମଧ୍ୟ ଗଛ ବଞ୍ଚିପାରୁ ନାହିଁ ବୋଲି ଅଭିଯୋଗ ହୋଇଛି ‌। ମନରେଗା ଯୋଜନାରେ ପଥପାର୍ଶ ରେ ବନୀକରଣ ପାଇଁ ଆସୁଥିବା ଟଙ୍କା କୁ ବନବିଭାଗ ପକ୍ଷରୁ ହରିଲୁଟ କରାଯାଉଥିବା ଅଞ୍ଚଳ ବାସୀ ଅଭିଯୋଗ କରିଛନ୍ତି। ବିଗତ ଦିନରେ କରାଯାଇଥିବ ବନୀକରଣ କୁ ନେଇ ରାସ୍ତା କଡ଼ରେ କୈାଣସି ସୂଚନା ଫଳକ ଲଗାଯାଇଥିବା ରୁ କେଉଁ ଆର୍ଥିକ ବର୍ଷରେ କେତେ ଗଛ ଲଗାଯାଇଥିଲା ଓ ଏଥିପାଇଁ କେତେ ଟଙ୍କା ବ୍ୟୟ ହୋଇଥିଲା ସେ ସମ୍ପର୍କରେ କିଛି ଜଣାପଡୁ ନାହଁ।‌ ତେବେ ଲଗାଯାଇଥିବା ଗଛ ଗୁଡ଼ିକର ରକ୍ଷଣାବେକ୍ଷଣ ପାଇଁ ଆସୁଥିବା ଟଙ୍କା ସବୁ ହରିଲୁଟ କରାଯାଉଥିବା ନେଇ ଅଭିଯୋଗ ହୋଇଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ଅଭିଯୋଗ ର ଉଚ୍ଚ ସ୍ତରୀୟ ତଦନ୍ତ ସହ ରାସ୍ତା କଡ଼ରେ ପୁଣି ବୃକ୍ଷ ରୋପଣ କରିବାକୁ ଦାବି ହୋଇଛି। ଏହା ସହ ଗ୍ରାମାଞ୍ଚଳ ରେ ରହିଥିବା ବୃକ୍ଷ ଗୁଡିକର ରକ୍ଷଣା ବେକ୍ଷଣ ପାଇଁ ସଚେତନତା ସୃଷ୍ଟି କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026
  ଜିଲ୍ଲା  
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା           25-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   25-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   25-Apr-2026
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   25-Apr-2026

You Might Also Like