-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

୨୩ ତମ ସମ୍ବଲପୁର ପୁସ୍ତକ ମେଳା ଆରମ୍ଭ

12-Feb-2023



ସମ୍ବଲପୁର( ସଂଜୀବ ପାଣିଗ୍ରାହୀ )
,ସମ୍ବଲପୁରର ଅଗ୍ରଣୀ ସାମାଜିକ ଶୈକ୍ଷିକ ସଂସ୍ଥା ସେତୁ ଓ ସମ୍ବଲପୁର ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ଆଜି ୨୩ତମ ସମ୍ବଲପୁର ପୁସ୍ତକ ମେଳା ଆରମ୍ଭ ହୋଇଯାଇଛି। ଆଜି ସନ୍ଧ୍ୟାରେ ଭିସୁଟର କୁଳପତି ପ୍ରଫେସର ବଂଶୀଧର ମାଝୀ, ପ୍ରଫେସର ହରେକୃଷ୍ଣ ଶତପଥି (ତିରୁପତି କେନ୍ଦ୍ରିୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି),ଏଡିଏମ ଅଜାମ୍ବର ମହାନ୍ତି ଏବଂ ପ୍ରଫେସର ଆଦିତ୍ୟ ପ୍ରସାଦ ପାଢୀ ଫିତା କାଟି ପୁସ୍ତକ ମେଳାକୁ ଉଦଘାଟନ କରିଥିଲେ।ସେତୁ ସଭାପତି ପ୍ରଫେସର ମୀନକେତନ ପାଠୀଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ପ୍ରଫେସର ମାଝୀ  ବକ୍ତବ୍ୟରଖି କହିଲେ ଯେ,ସମ୍ବଲପୁରର ବରିଷ୍ଠ ନାଗରିକମାନେ ବିଭିନ୍ନ ଅନୁଷ୍ଠାନରେ ରହି ଅତ୍ୟନ୍ତ ସକ୍ରିୟ ଭାବେ କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନର ଛାତ୍ରମାନେ ବହି ପଠନ ପରିବର୍ତ୍ତେ ଗୁଗୁଲ ରିଡର ସାଜୁଛନ୍ତି,ମାତ୍ର ସମୟ ଆସିବ ସେମାନେ ନିଶ୍ଚୟ ପୁସ୍ତକ ଅଧ୍ୟୟନର ଗୁରୁତ୍ତ୍ୱକୁ ହୃଦୟଙ୍ଗମ କରିବେ।ମୁଖ୍ୟବକ୍ତା ପ୍ରଫେସର ଶତପଥି ସମ୍ବଲପୁରର ପ୍ରାଚୀନ ନାମ ହେଉଛି ହୀରାଖଣ୍ଡ କାରଣ ଏଠାରେ ପ୍ରତ୍ୟେକ ବ୍ୟକ୍ତି ଜଣେ ଜଣେ ହୀରା। ଉପକୂଳରେ ସୂବର୍ଣ ତ୍ରିଭୂଜ ଅଛି କିନ୍ତୁ ସୂବର୍ଣ ସବୁବେଳେ ହୀରାଠାରୁ ନ୍ୟୁନ। ସମ୍ବଲପୁର ଅଂଚଳରେ ପ୍ରକୃତ ଜୀବନାନନ୍ଦର ହୀରା ଅଛି। ଏହି ଭୂମି ହେଉଛି ପ୍ରତିଭାର ଭୂମି। ଆମକୁ ସେଇ ଅଦୃଶ୍ୟ ଶକ୍ତି ସହିତ ଯୋଡି ହେବାକୁ ପଡିବ ଏବଂ ସେଥିପାଇଁ ସେତୁର ଆବଶ୍ଯକ ରହିଛି କାରଣ ସେତୁ ଯୋଡିବା କାର୍ଯ୍ୟ କରେ। ଯେଉଁଠି ସେତୁ ନାହିଁ ସେଠି ସାହିତ୍ୟ ନାହିଁ। ଏହି ମାଟିର ସନ୍ତାନ ଗଙ୍ଗାଧର ମେହେର ଏହାର ଏକ ଦୃଷ୍ଟାନ୍ତ। ସେ ସମର୍ପଣର ଭାବ ନେଇ ବ୍ରହ୍ମାଣ୍ଡୀୟ ଶକ୍ତି ସହ ଯୋଗ କରିବାର ମାର୍ଗ ଆମକୁ ବତାଇଛନ୍ତି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହାନ୍ତି ତାଙ୍କ ବକ୍ତବ୍ୟରେ କହିଲେ ଯେ, ପୁସ୍ତକର ଆଦର କେବେ କମି ନାହିଁ କିମ୍ବା କମିବ ନାହିଁ।କୋଭିଡ ଦୁଇବର୍ଷ ପରେ ଆମେ ସମସ୍ତେ କର୍ମଚଂଚଳ ହୋଇ ପଡିଛୁ। ଏହାର ପ୍ରଭାବ ପ୍ରଶାସନ ଉପରେ ମଧ୍ଯ ପଡିଛି। ଗତ ଏକ ମାସ ଭିତରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବହୁ କାର୍ଯ୍ଯକ୍ରମକୁ ସଫଳତାର ସହ ସମ୍ପାଦନ କରାଯାଇଛି। ଆସନ୍ତା ବର୍ଷରୁ ଅଧିକ ବ୍ୟବସ୍ଥିତ ଭାବରେ ଏହି ପୁସ୍ତକ ମେଳା ଆୟୋଜିତ କରିବା ପାଇଁ ପ୍ରସାଶନ ପକ୍ଷରୁ ପ୍ରୟାସ କରାଯିବ।ସଭାରେ ବରିଷ୍ଠ ସଦସ୍ୟ ହରିନାରାୟଣ ପଣ୍ଡା ସଭା ସଂଯୋଜନା କରିବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ। ସଦସ୍ୟ ସଚ୍ଚିଦାନନ୍ଦ ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଡ. ସିଦ୍ଧାର୍ଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରକାଶ ଥାଉକି ଚଳିତବର୍ଷ ସମୁଦାୟ ୧୪୦ଟି ଷ୍ଟଲ ଏହି ପୁସ୍ତକ ମେଳାରେ ରହିଛି। ଏବର୍ଷ କିଛି ଖାଦ୍ଯ ଷ୍ଟଲ ମଧ୍ଯ ମେଳାରେ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like