-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁର ର ସାମୂହିକ ମାତୃ ସମ୍ମିଳନୀ ଅନୁଷ୍ଠିତ

12-Feb-2023



ପଦ୍ମପୁର (ପ୍ରେରଣା ଖବର) 
ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁର ର ଶିଶୁ ପ୍ରାରମ୍ଭ ରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିଶୁ ଭାଇ ଭଉଣୀ ଙ୍କ ଅଭିଭାବିକା (ମାଆ) ମାନଙ୍କ ସାମୂହିକ ମାତୃ ସମ୍ମିଳନୀ କୁସୁନାପାଲି ସ୍ଥିତ ବିଦ୍ୟା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମାନନୀୟ ଡ଼ଃ ବାଞ୍ଛାନିଧି ପଣ୍ଡା (ଶିକ୍ଷା ବିକାଶ ସମିତି ଓଡିଶା ବିଦ୍ୱତ୍ ପରିଷଦ ସଭାପତି) ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମ କୁ ଆରମ୍ଭ କରି ଶିଶୁ ର ସର୍ବାଙ୍ଗୀନ ବିକାଶ ରେ ମାଆ ମାନଙ୍କ ଭୂମିକା ବିଷୟରେ ଆଲୋକପାତ କରିଥିଲେ ।
କଲ୍ୟାଣୀ ମିଶ୍ର ଗୁରୁମା କାର୍ଯ୍ୟକ୍ରମ ର ସଂଯୋଜନା କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଅତିଥି ପରିଚୟ, ସ୍ୱାଗତ ଭାଷଣ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ମଞ୍ଚାସୀନ ଥିବାବେଳେ ସମ୍ପାଦକ ଶ୍ରୀଯୁକ୍ତ ଜନକଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।ଏହି ଅବସରରେ ମାଆ ମାନଙ୍କ ମଧ୍ୟରେ ଏକ ଝୋଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।ଏଥିରେ  ଶ୍ରୀମତୀ ମମତା ସାହୁ, ଲକ୍ଷ୍ମୀ ପଟେଲ, ଇଲାବତୀ ସାହା,  ସିଦ୍ଧେଶ୍ୱରୀ ସାହା ବିଜୟୀ ହୋଇଥିଲେ ।ପୁନଶ୍ଚ ଶିଶୁ ମାନଙ୍କ ସର୍ବାଙ୍ଗୀନ ବିକାଶ ଦୃଷ୍ଟିରୁ  ମାତୃ ମଣ୍ଡଳୀ ଗଠନ କରାଯାଇଥିଲା ।ଉକ୍ତ କାର୍ଯ୍ୟକ୍ରମ ରେ ୨୩୮ ଜଣ ମାଆ ମାନେ ଯୋଗଦେଇ ଥିଲେ ।ସମସ୍ତଙ୍କ ସହଯୋଗରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like